ଶିକ୍ଷା ଅଧିକାରୀଙ୍କ ବୈଠକ
ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ବୁଧବାର ଜିଲା ଶିକ୍ଷା ଅଧିକାରୀମାନଙ୍କ ସମୀକ୍ଷା ବୈଠକ ପଟିଆସ୍ଥିତ ଓ-ହବ୍ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଉନ୍ନୟନ କମିଶନର(ଡିସି)…
Read More...
Read More...