ଆରମ୍ଭ ହେବ ଏୟାର ଆମ୍ବୁଲାନ୍ସ ସେବା
ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): ରାଜ୍ୟବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଏୟାର ଆମ୍ବୁଲାନ୍ସ ସେବା ଆରମ୍ଭ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ପ୍ରଥମ ପର୍ଯ୍ୟାୟରେ ୪ଟି ଜିଲାରେ ଏହି ସେବା ଯୋଗାଇ ଦିଆଯିବ। ସେଗୁଡ଼ିକ ହେଲା ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର ଓ ନୂଆପଡ଼ା।…
Read More...
Read More...