ବାହାର ରାଜ୍ୟରୁ ଆସିଥିବା ୯୮୨ ଜଣଙ୍କ ମଧ୍ୟରୁ ,,୪ ପଜିଟିଭ
ଭୁବନେଶ୍ବର,୮।୧୨(ବ୍ୟୁରୋ):କୋଭିଡ୍ର ନୂଆ ଭାରିଆଣ୍ଟ ଓମିକ୍ରନ ଚିନ୍ତା ବଢାଉଛି। ମଙ୍ଗଳବାର ସୁଦ୍ଧା ରାଜ୍ୟକୁ ଆଫ୍ରିକୀୟ ଦେଶରୁ ୯୮୨ ଜଣ ଆସିଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ନମୁନା ଜିନମ ସିକ୍ବେନ୍ସିଂ ପାଇଁ ପଠାଯାଇଛି ।
ତେବେ ଏ ନେଇ…
Read More...
Read More...