banner
Breaking

ଷଷ୍ଠ ଦିନରେ ବି ଚାଲି ପାରିଲାନି ବିଧାନସଭା

ଭୁବନେଶ୍ୱର,୭।୧୨(ବ୍ୟୁରୋ): ଷଷ୍ଠ ଦିନରେ ବି ଚାଲି ପାରିଲାନି ବିଧାନସଭା। ମଙ୍ଗଳବାର ଅଧିବେଶନ ଆରମ୍ଭରୁ ଗୃହ ମଧ୍ୟ ଭାଗରେ ପ୍ଲାକାର୍ଡ ଧରି ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଅପରାହ୍ନ ୪ଟା ଯାଏ ଗୃହକୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ମୁଲତବୀ ଘୋଷଣା କରିଛନ୍ତି। ମମିତା ନ୍ୟାୟ…
Read More...

ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲରେ ତାଲା

ଅନୁଗୋଳ, ୭।୧୨ ଶିକ୍ଷକ ନିଯୁକ୍ତି ଦାବିରେ ଅନୁଗୋଳ ବଲଙ୍ଗସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ମୁଖ୍ୟ ଫାଟକରେ ସୋମବାର ଅଭିଭାବକ ଓ ଛାତ୍ରୀଛାତ୍ରମାନେ ତାଲା ପକାଇ ଆନ୍ଦୋଳନ କରିଛନ୍ତି। ଦାବି ପୂରଣ ନ ହେବା ଯାଏ ଆନ୍ଦୋଳନ ଜାରି ରହିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଅଭିଯୋଗ…
Read More...

ଓମିକ୍ରନ୍ ପାଇଁ ଜାରି ହେଲା କଟକଣା

ଢେଙ୍କାନାଳ, ୭।୧୨-ଢେଙ୍କାନାଳ ଜିଲାରେ କରୋନା ସଂକ୍ରମଣ ଏବଂ ଓମିକ୍ରନ୍‌ ପ୍ରତିହତ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ନୂତନ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ବିଦେଶାଗତଙ୍କୁ ଚିହ୍ନଟ କରିବା, ଆର୍‌ଟି-ପିସିଆର ଟେଷ୍ଟ କରାଇବା, ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରଖି ସେମାନଙ୍କ ଉପରେ ନଜର ରଖିବାକୁ…
Read More...

ମହିଳା ସୁରକ୍ଷା ନେଇ ଭାଜପା ବିଧାୟକଙ୍କ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ମହିଳା ସୁରକ୍ଷା ନେଇ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାଜପା ବିଧାୟକ ଦ ଚିଠି ଲେଖିଛି। ଭାଜପା ବିଧାୟକମାନେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି, ମହିଳାଙ୍କ ସୁରକ୍ଷା ନେଇ ଆପଣଙ୍କ ଦୋମୁହଁ। ଆଭିମୁଖ୍ୟ ସମ୍ପର୍କରେ ଅବଗତ କରାଇବା ନେଇ ପତ୍ର ଲେଖିଛୁ।…
Read More...

୧୦୦୦ ଜଣଙ୍କୁ ମିଳିଲା ପଠାଣିସାମନ୍ତ ମେଧାବୃତ୍ତି

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ଦ୍ୱାଦଶ ଶ୍ରେଣୀର ୧୦୦୦ ମେଧାବୀ ଛାତ୍ରୀଛାତ୍ରଙ୍କୁ ୨୦୨୦-୨୧ ଓ ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ‘ପଠାଣି ସାମନ୍ତ ଗଣିତ ମେଧାବୃତ୍ତି’ ପ୍ରଦାନ କରାଯାଇଛି। ପ୍ରତ୍ୟେକଙ୍କୁ ୧୦ ହଜାର ଟଙ୍କା ଲେଖାଏ ମୋଟ୍‌ ୧ କୋଟି ଟଙ୍କା…
Read More...

ତିନୋଟି ପ୍ରକଳ୍ପର ଉଦଘାଟନ କରିବେ ମୋଦି

ନୂଆଦିଲ୍ଲୀ,୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୟୁପି ଗସ୍ତ କରିବେ । ରାଜ୍ୟବାସୀଙ୍କୁ ୩ଟି ମେଗା ପ୍ରକଳ୍ପ ଉତ୍ସର୍ଗ କରିବେ ମୋଦି । ୟୁପିର ଗୋରଖପୁର ଜିଲାରେ ଏମ୍ସ ସାର କାରଖାନା ଭଳି ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ କରିବେ ମୋଦି । ଏ ନେଇ ପ୍ରଧାନମନ୍ତ୍ରୀ…
Read More...

ବାତ୍ୟା କ୍ଷୟକ୍ଷତିର ରିପୋର୍ଟ ମାଗିଲେ ସରକାର

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ବାତ୍ୟା ‘ଜଓ୍ବାଦ’ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଯୋଗୁ ଚାଷ କ୍ଷତିଗ୍ରସ୍ତ ହୋଇଛି। ଧାନ ସହିତ ପନିପରିବା ଫସଲ ମଧ୍ୟ ନଷ୍ଟ ହୋଇଛି। ତେଣୁ ଫସଲ କ୍ଷୟକ୍ଷତି ରିପୋର୍ଟ ଜିଳାପାଳଙ୍କୁ ମଗାଯାଇଛି। ୭ ଦିନ ଭିତରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଥିବା ସୋମବାର…
Read More...

୪୭ ଦେଶକୁ ବ୍ୟାପିଲାଣି ଓମିକ୍ରନ୍

ଜୋହାନସବର୍ଗ,୭ ।୧୨: ନଭେମ୍ବର ଶେଷ ସପ୍ତାହରେ ଚିହ୍ନଟ ହାଇଥିବା କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ଏବେ ସାରା ବିଶ୍ୱକୁ ଅନିଶ୍ଚିତା ଭିତରକୁ ଠେଲି ଦେଇଥିବା ବେଳେ ସବୁଠି ଭୟର ବାତାବରଣ ସୃଷ୍ଟି କରିଛି । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ)ର ସୂଚନା ଅନୁଯାୟୀ, ଓମିକ୍ରନ୍ ଏବେ ସୁଦ୍ଧା…
Read More...

କମିଲା କରୋନା ଆକ୍ରାନ୍ତଙ୍କ ସ°ଖ୍ୟା

ଭୁବନେଶ୍ୱର,୬/୧୨(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ୧୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୬୨ ଓ ସ୍ଥାନୀୟ ସଂକ୍ରମିତ ୪୩ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୧୯ ଜଣ ଅଛନ୍ତି । ରାଜ୍ୟର ଅନୁଗୁଳ ଜିଲାରେ ୩,…
Read More...

ଭୁବନେଶ୍ୱରରେ ବଡ ଧରଣର ଡକାୟତି, ଲୁଟିନେଲେ କୋଟିଏ

ଭୁବନେଶ୍ୱର : ଭୁବନେଶ୍ୱର ଡ଼େଲଟା ଛକରେ ଥିବା ସୁନା ଦୋକାନରୁ ବଡ଼ ଧରଣର ଲୁଟ୍ । ଲକ୍ଷ୍ମୀ ନାରାୟଣ ନାମକ ଗହଣା ଦୋକାନରୁ ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି । କୋଟିଏରୁ ଅଧିକ ଟଙ୍କାର ସୁନା ଓ ରୁପା ଗହଣା ଲୁଟ୍ ହୋଇଛି । ଚୋରୀ ସାମଗ୍ରୀ ମଧ୍ୟରେ ରହିଛି ୧ କେଜି ସୁନା, ୧୦କେଜି ରୁପା…
Read More...