ସମସ୍ତ ଶ୍ରମିକ ଭାଇଭଉଣୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୫(ବ୍ୟୁରୋ): ଆଜି ହେଉଛି ବିଶ୍ୱ ଶ୍ରମିକ ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ଶ୍ରମିକ ଭଉଣୀଭାଇଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଶ୍ରମିକ ଦିବସ ଅବସରରେ ସମସ୍ତ ଶ୍ରମିକ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା।…
Read More...
Read More...