ବେଆଇନ ଆଧାର ବ୍ୟବହାର କଲେ ୧ କୋଟି ପର୍ଯ୍ୟନ୍ତ ଫାଇନ୍
ନୂଆଦିଲ୍ଲୀ,୩।୧୧: ଆଧାର କାର୍ଡର ବେଆଇନ ବ୍ୟବହାର କଲେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ। ଏନେଇ ଭାରତ ସରକାରଙ୍କ ପକ୍ଷରୁ ୟୁନିକ ଆଇଡେଣ୍ଟିଫିକେସନ ଅଥରିଟି ଅଫ ଇଣ୍ଡିଆ (ୟୁଆଇଡିଏଆଇ)କୁ କ୍ଷମତା ପ୍ରଦାନ କରିଛନ୍ତି। ଯେଉଁମାନେ ଆଧାର ଅନ୍ତର୍ଗତ ନୀତି ପାଳନ କରୁନାହାଁନ୍ତି…
Read More...
Read More...