ଦୀପାବଳିରେ ଫୁଟିବନି ବାଣ।
କଟକ,୨୫।୧୦: ଦୀପାବଳିରେ ଗ୍ରୀନ କ୍ରାକର ବିକ୍ରି ଅନୁମତି ଦେବାକୁ ଆବେଦନ ହୋଇଥିଲା ଯାହାକୁ ସୋମବାର ହାଇକୋର୍ଟ ଖାରଜ କରିଛନ୍ତି। ଅଲ ଓଡିଶା ଫାୟାର ୱାର୍କର୍ସ ଡିଲର୍ସ ଆସୋସିଏଶନର ପକ୍ଷରୁ ଏହି ଆବେଦନ ହୋଇଥିଲା।
ସେପ୍ଟେମ୍ବର ୩୦ରେ ରାଜ୍ୟ ସରକାର ଦୀପାବଳିରେ ବାଣଫୁଟା ଓ ବିକ୍ରି ମାମଲା…
Read More...
Read More...