banner
Breaking

ପାର୍ବଣ ପାଇଁ ବଢିଲା କଟକଣା।

ଭୁବନେଶ୍ୱର : ରବିବାର (ଆସନ୍ତାକାଲି) ଠାରୁ ପୂଜା ପାଇଁ କୋଭିଡ ନିୟମ ଲାଗୁ ହେବ। କଟକ-ଭୁବନେଶ୍ବରରେ ରାତି ୮ଟାରୁ ସକାଳ ୫ ଟା ଯାଏଁ ନାଇଟ କର୍ଫ୍ୟୁ ଜାରି ରହିବ। ଏହି ସମୟରେ ଅମାନିଆଙ୍କ ପାଇଁ ଜରିମାନା ବ୍ୟବସ୍ଥା କରା ଯାଇଛି । ଅଧିକ ଅମାନିଆ ହେଲେ ଗିରଫ କରାଯିବ ବୋଲି ପୁଲିସ କମିଶନର…
Read More...

ପଞ୍ଚାୟତ ନିର୍ବାଚନ ସ°ରକ୍ଷଣ ତାଲିକା ପ୍ରକାଶ।

ଭୁବନେଶ୍ୱର,୯।୧୦(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ଜିଲାସ୍ତରରେ ଓ୍ବାର୍ଡମେମ୍ବର, ସରପଞ୍ଚ, ପଞ୍ଚାୟତ ସମିତି ସଭ୍ୟ ଏବଂ ବ୍ଲକ ଅଧ୍ୟକ୍ଷ ପଦବୀ ଲାଗି ଚିଠା ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ତେବେ ମିିଳିଥିବା ସୂଚନା ଅନୁଯାୟୀ ୧୪ ଜିଲା ଚିଠା ସଂରକ୍ଷଣ ତାଲିକା ପ୍ରକାଶ କରିବାକୁ ସକ୍ଷମ…
Read More...

ବିପର୍ଯ୍ୟୟ ପରିଚାଳନାର ସଫଳତା ପରେ ସୁନାମୀ ପାଇଁ ପ୍ରସ୍ତୁତ ହେଉଛନ୍ତି ସରକାର।

ଭୁବନେଶ୍ୱର,୯।୧୦(ବ୍ୟୁରୋ):ବାତ୍ୟା, ବନ୍ୟା ଓ ବଜ୍ରପାତ ଆଦି ବିପର୍ଯ୍ୟୟ ପରିଚାଳନାରେ ନୂତନ ଅନ୍ତର୍ଜାତୀୟ ମାନଦଣ୍ଡ ହାସଲ କରିବା ପରେ ବର୍ତ୍ତମାନ ରାଜ୍ୟରେ ସୁନାମୀପ୍ରବଣ ଉପକୂଳ ଗ୍ରାମଗୁଡିକୁ ଏଥିଲାଗି ପ୍ରସ୍ତୁତ ନିମନ୍ତେ ସରକାର ପ୍ରଚେଷ୍ଟା ଆରମ୍ଭ କରିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ…
Read More...

ନନ୍ଦନକାନନରେ ଚାଲିବ ଟୟଟ୍ରେନ୍।

ଭୁବନେଶ୍ୱର,୯।୧୦ : ଦଶହରା ପାଇଁ ପର୍ଯ୍ୟଟକଙ୍କୁ ନୂଆ ଭେଟି ଦେଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ। ଶୁକ୍ରବାର ୬୭ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ ପର୍ଯ୍ୟଟକଙ୍କ ପାଇଁ ବହୁ ପ୍ରତୀକ୍ଷିତ ସାଜିଥିବା ତଥା ଆକର୍ଷଣୀୟ ଓ ଆଧୁନିକୀକରଣରେ ଝଲସୁଥିବା ଶିଶୁ ରେଳଗାଡ଼ି(ଟୟଟ୍ରେନ)ର…
Read More...

ପୁଣି ସୋସିଆଲ ଆପ ଡାଉନ କ୍ଷମା ମାଗିଲା ଫେସବୁକ୍

ନୂଆଦିଲ୍ଲୀ,୯ ।୧୦: ଇନଷ୍ଟାଗ୍ରାମ, ଫେସବୁକ ଆଦି ଡାଉନ ହେବାର ଏକ ସପ୍ତାହ ମଧ୍ୟରେ ଏହା ପୁଣିଥରେ ଡାଉନ୍ ହୋଇଛି । କେତେଜଣ ୟୁଜର୍ସ ଫଟୋ ଶେୟାରିଂ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଫଟୋ ଶେୟାର କରି ପାରୁ ନାହାନ୍ତି । ରାତି ପ୍ରାୟ ୧୨ଟାରୁ ଏକ ଘଣ୍ଟା ପର୍ଯ୍ୟନ୍ତ ଏହି ସୋସିଆଲ ମିଡିଆ ଡାଉନ୍ ହୋଇ…
Read More...

ଓଏଏସ ସ୍ତରରେ ଅଦଳବଦଳ।

ଭୁବନେଶ୍ୱର,୯।୧୦(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ(ଇଷ୍ଟେଟ୍‌) ସୁଶାନ୍ତ କୁମାର ଦାଶଙ୍କୁ ବୟନ ନିର୍ଦ୍ଦେଶକ…
Read More...

ଠିକ୍ ସମୟରେ ଆସିଯିବ ରାଫାଲ।

ହାଇଦ୍ରାବାଦ,୯ ।୧୦: ଭାରତରେ ଅବସ୍ଥାପିତ ଫ୍ରାନ୍ସ ରାଷ୍ଟ୍ରଦୂତ ଶୁକ୍ରବାର କହିଛନ୍ତି କୋଭିଡ-୧୯ ଯୋଗୁ ଉପୁଜିଥିବା ବାଧା ପରେ ବି ଏରୋସ୍ପେଶର ବଡ କମ୍ପାନୀ ଦୈଶି ଆଭିଏଶନ ଭାରତକୁ ନିର୍ଦ୍ଧାରିତ ସମୟ ପୂର୍ବରୁ ସମସ୍ତ ୩୬ଟି ରାଫାଲ ଜେଟ୍ ଉପଲବ୍ଧ କରାଇବ । ସେ ଇଣ୍ଡୋ-ଫ୍ରାନ୍ସିସି ଚାମ୍ବର ଅଫ୍…
Read More...

ମୁମ୍ବାଇର ପ୍ଲେ ଅପ ଆଶା ଧୂଳିସାତ।

ଆବୁଧାବି,୮।୧୦: ଟସ୍‌ ଠାରୁ ଆରମ୍ଭ କରି ମ୍ୟାଚ୍‌ର ଫଳାଫଳ ପର୍ଯ୍ୟନ୍ତ ସବୁ କିଛି ଜିତି ନେଇଛି ମୁମ୍ବାଇ ଇଣ୍ଡିଆନ୍ସ। ତଥାପି ଆବଶ୍ୟକ ନେଟ୍‌ ରନରେଟ୍‌କୁ ହାସଲ କରି ପାରି ନାହିଁ ରୋହିତ ଶର୍ମାଙ୍କ ଦଳ। ମୁମ୍ବାଇ ତା’ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ୪୨ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ…
Read More...

ଜେଲ ପରେ ବିଧାୟକ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି।

ଭୁବନେଶ୍ୱର,୮ା୧୦: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଶୁକ୍ରବାର ଜେଲ ଯିବାକୁ ପଡିଛି। ଖୋର୍ଦ୍ଧା ଏଡିଜେ-୧ କୋର୍ଟରେ ଶୁକ୍ରବାର ତାଙ୍କର ଜାମିନ ଆବେଦନ ଖାରଜ ହୋଇଯାଇଛି। ଫଳରେ ପୋଲିସ ବିଧାୟକ ଜଗଦେବଙ୍କ ଖୋର୍ଦ୍ଧା ଡାକ୍ତରଖାନାରେ ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲା। ତାଙ୍କର କୋଭିଡ୍‌…
Read More...

୨୦ ଯାଏ ସ୍କୁଲ ଛୁଟି।

ଭୁବନେଶ୍ୱର,୮।୧୦: ରାଜ୍ୟରେ ୧୦ରୁ ୨୦ ଯାଏ ସ୍କୁଲ ଛୁଟି ରହିବ। ଦଶହରା ଓ କୁମାର ପୂର୍ଣ୍ଣିମା ପାଇଁ ଏହି ଛୁଟି ଘୋଷଣା କରିଛନ୍ତି ଗଣଶିକ୍ଷା ବିଭାଗ। ବିଦ୍ୟାଳୟର ପ୍ରଧାନ ଶିକ୍ଷକମାନଙ୍କୁ ଏନେଇ ସୂଚନା ଦିଆଯାଇଛି। ତେବେ ଛୁଟି ପରେ ୨୧ରୁ ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ ପୁନର୍ବାର ଖୋଲିବ।
Read More...