banner
Breaking

ବିରଞ୍ଚିଙ୍କୁ ମିଳିଲା ଜାମିନ।

କଟକ ,୨୧।୯: ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ ଦୁର୍ନୀତି ମାମଲାରେ ଗିରଫ ବିରଞ୍ଚି ନାରାୟଣ ସାହୁଙ୍କୁ ମଙ୍ଗଳବାର ଓଡ଼ିଶା ହାଇକୋର୍ଟ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ବିରଞ୍ଚି ତଦନ୍ତରେ ସମସ୍ତ ପ୍ରକାର ସହାୟତା କରିବେ ଏବଂ ତଦନ୍ତକାରୀ ଟିମ୍‌ ଯେତେବେଳେ ଚାହଁିବେ ତାଙ୍କ ନିକଟକୁ ଯାଇପାରିବେ।…
Read More...

ଦୈନିକ ଯାତ୍ରୀଙ୍କ ପାଇଁ ଚାଲିବ ସ୍ବତନ୍ତ୍ର ଟ୍ରେନ।

ଭୁବନେଶ୍ୱର,୨୧।୯:ବିଭିନ୍ନ କାର୍ଯ୍ୟରେ ଦୈନନ୍ଦିନ ଯାତାୟାତ କରୁଥିବା ଟ୍ରେନଯାତ୍ରୀମାନଙ୍କ ସୁବିଧାକୁ ନଜରରେ ରଖି ପୂର୍ବତଟ ରେଳପଥ ସୋମବାରଠାରୁ ୬ଟି ସ୍ବତନ୍ତ୍ର ଟ୍ରେନରେ ମାସିକ ସିଜନ ଟିକେଟ (ଏମ୍‌ଏସ୍‌ଟି) ଏବଂ ତ୍ରୈମାସିକ ସିଜନ ଟିକେଟ (କ୍ୟୁଏସ୍‌ଟି) ସହିତ ଟ୍ରେନ୍‌ ଯାତ୍ରାକୁ ଅନୁମତି…
Read More...

ମୃତ ଛାତ୍ରଙ୍କ ନ୍ୟାୟ ପାଇଁ ରାସ୍ତାକୁ ଓହ୍ଲାଇଲା ଭାଜପା।

ଭୁବନେଶ୍ୱର, ୨୧।୯ (ବ୍ୟୁରୋ):ସ୍ମାର୍ଟସିଟିର ମୁକୁଳା ଡ୍ରେନ୍‌ରେ ଭାସିଯାଇ ଦଶମ ଶ୍ରେଣୀର ଛାତ୍ର ଜ୍ୟୋତିପ୍ରକାଶ ବେହେରାଙ୍କ ମୃତ୍ୟୁ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)କୁ ଦାୟୀ କରିଛି ଭାଜପା। ରବିବାର ବିଏମ୍‌ସି କମିଶନରଙ୍କ ନାଁରେ ଖଣ୍ଡଗିରି ଥାନାରେ ଏତଲା ଦିଆଯାଇଥିବାବେଳେ…
Read More...

ପିପିଲି ଉପନିର୍ବାଚନ ପାଇଁ ପ୍ରଚାର ଆରମ୍ଭ।

ପିପିଲି:ଆସନ୍ତା ୩୦ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ । ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ସୋମବାରଠାରୁ ବିଧିବଦ୍ଧ ନିର୍ବାଚନ ପ୍ରଚାର ଆରମ୍ଭ ହୋଇଛି। ପ୍ରଚାର ପାଇଁ କେବଳ ୭ ଦିନ ସମୟ ଥିବାରୁ ରାଜନୈତିକ ଦଳଗୁଡ଼ିକ…
Read More...

କିଟ୍‍ ଓ କିସ୍‍ ପକ୍ଷରୁ ଅଲିମ୍ପିଆନଙ୍କୁ ସମ୍ବର୍ଦ୍ଧନା ପ୍ରମୋଦ ଓ ଦୂତୀଙ୍କ ନାମରେ ନାମିତ ହେବ କିଟର ଦୁଇ ଷ୍ଟାଡିଅମ୍‍

ଭୁବନେଶ୍ୱର, ୨୦ ।୯: କିଟ୍‍ ଓ କିସ୍‍ ସର୍ବଦା କ୍ରୀଡ଼ା ଓ କ୍ରୀଡାବିତଙ୍କୁ ପ୍ରୋତ୍ସାହିତ କରିଥାଏ। ୨୦୦୫ରୁ କିଟ୍‍ ଓ କିସ୍‍ ପକ୍ଷରୁ ଶିକ୍ଷା ସହ କ୍ରୀଡ଼ାକୁ ସମାନ ଗୁରୁତ୍ୱ ଦିଆଯାଇ ସର୍ବଦା କ୍ରୀଡ଼ା ଓ କ୍ରୀଡ଼ାବିତଙ୍କୁ ପ୍ରୋତ୍ସାହିତ କରାଯାଇଆସୁଛି। କ୍ରୀଡ଼ାର ଉନ୍ନତି ପାଇଁ କିଟ୍‍ ଓ କିସ୍‍…
Read More...

ବାରବାଟୀରେ ହେବ ଟି୨୦ ମ୍ୟାଚ।

କଟକ,୨୦।୯: ଐତିହାସିକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଫେବୃୟାରୀ ୧୫ ତାରିଖରେ ଟିମ୍‌ ଇଣ୍ଡିଆ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିବେ। ଏହା ସ୍ପଷ୍ଟ କରିଛନ୍ତି ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ସମ୍ପାଦକ ସଞ୍ଜୟ ବେହେରା। ୨୦୨୨ ଫେବୃୟାରୀରେ ଓ୍ବେଷ୍ଟଇଣ୍ଡିଜ ସୀମିତ ଓଭର ବିଶିଷ୍ଟ ସିରିଜ୍‌…
Read More...

ମିଳିଲା ଛାତ୍ରଙ୍କ ମୃତ ଦେହ।

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ରାଜଧାନୀର ଖୋଲା ଡ୍ରେନ୍‌ରେ ରବିବାର ଅପରାହ୍ନରେ ଭାସି ଯାଇଥିବା ଦଶମ ଶ୍ରେଣୀ ଛାତ୍ର ଜ୍ୟୋତିପ୍ରକାଶ ବେହେରାଙ୍କ ମୃତଦେହକୁ ସୋମବାର ଉଦ୍ଧାର କରିଛି ଅଗ୍ନିଶମ ବାହିନୀ ଟିମ୍‌। ଦୀର୍ଘ ୧୮ ଘଣ୍ଟା ଖୋଜାଖୋଜି କରିବା ପରେ ଆଜି ପଞ୍ଚସଖା ନଗର ନାଳରୁ ଜ୍ୟୋତିପ୍ରକାଶଙ୍କ…
Read More...

୧୧୨ କଲ୍ କଲେ ମିଳିବ ପୋଲିସ ଓ ଅଗ୍ନିଶମ ସେବା।

କଟକ : ଏଣିକି ଗୋଟିଏ ନମ୍ବରରେ ମିଳିବ ପୋଲିସ ଓ ଅଗ୍ନିଶମ ସେବା। ୧୦୧ ପରିବର୍ତ୍ତେ ୧୧୨କୁ କଲ୍‌ କରି ଜରୁରିକାଳୀନ ପରିସ୍ଥିତିରେ ଲୋକେ ଅଗ୍ନିଶମ ସେବା ପାଇ ପାରିବେ। ସେହିଭଳି ପୂର୍ବରୁ ପୋଲିସ ପାଇଁ ୧୦୦କୁ ଡାଏଲ୍‌ କରାଯାଉଥିବାବେଳେ ଏବେ ୧୧୨ରେ କଲ୍‌ କରି ହେବ। ଏହି ନମ୍ବର ସମ୍ପୂର୍ଣ୍ଣ…
Read More...

ସୁନାମଧନ୍ୟା ସାହିତ୍ୟିକା ମନୋରମା ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର : ବିଶିଷ୍ଟ ତଥା ସୁନାମଧନ୍ୟା ସାହିତ୍ୟିକା, କବୟତ୍ରି, ସାମ୍ବାଦିକା, ସମ୍ପାଦିକା, ସମାଜସେବୀ, ଅଧ୍ୟାପିକା ତଥା ‘ସମାଜ’ର ପୂର୍ବତନ କାର୍ଯ୍ୟକାରୀ ସମ୍ପାଦିକା ଡକ୍ଟର ମନୋରମା ମହାପାତ୍ରଙ୍କର ଆଜି କଟକ ବଡ଼ ଡାକ୍ତରଖାନାରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ବର୍ଷ ବୟସ…
Read More...