banner
Breaking

ପ୍ରଚାର ମଇଦାନକୁ ଆସିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡା ଉପନିର୍ବାଚନ। ଏଥିନେଇ ନେଇ ପ୍ରଚାର ଆରମ୍ଭ ହୋଇଯାଇଛି। ୩ ପ୍ରମୁଖ ଦଳ ନିଜ ନିଜ ରାଜନୈତିକ ଦଳଙ୍କ ସହ ପ୍ରଚାର କରୁଛନ୍ତି। ତେବେ ନିଜ ଦଳୀୟ ପ୍ରାର୍ଥୀ ଦୀପାଳି ଦାସଙ୍କ ସପକ୍ଷରେ ଭୋଟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର ମୈଦାନକୁ…
Read More...

ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରା୍ଷ୍ଟ୍ରପତି

ବାରିପଦା : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିବେ। ଆସନ୍ତା ମେ’ ୪ରୁ ୬ତାରିଖ ପର୍ଯ୍ୟନ୍ତ ଜିଲାର ରାଇରଙ୍ଗପୁର, ପାହାଡ଼ପୁର ଓ ବାରିପଦାର ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସେ ଯୋଗଦେବେ। ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବାର ୧୧ମାସ ପରେ…
Read More...

ନେପାଳରେ ଭୂକମ୍ପ

କାଠମାଣ୍ଡୁ : ନେପାଳର ବାଜୁରା, ଦାହାକୋଟରେ ଗୁରୁବାର ରାତିରେ ଦୁଇଥର ଭୂକମ୍ପ ଅନୁଭୂତ ହୋଇଥିଲା। ନ୍ୟାଶନାଲ ସେଣ୍ଟର ଫର୍‌ ସେସମୋଲୋଜି କହିଛି ଯେ, ଦୁଇ ଘଣ୍ଟା ମଧ୍ୟରେ ଦୁଇଥର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହି ଦୁଇ ଭୂକମ୍ପର ତୀବ୍ରତା ଯଥାକ୍ରମେ ୪.୮ ଏବଂ ଏବଂ ୫.୯ ଥିଲା।…
Read More...

ମୁମ୍ବାଇକୁ ହରାଇଲା ରାଜସ୍ଥାନ

ଜୟପୁର,୨୭।୪: ଜୟପୁରର ସାଓ୍ବାଇ ମାନ୍‌ସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ର ୩୭ ତମ ହାଇସ୍କୋରିଂ ମ୍ୟାଚ୍‌ରେ ଅଧିନାୟକ ସଞ୍ଜୁ ସାମ୍‌ସନଙ୍କ ନେତୃତ୍ୱାଧୀନ ରାଜସ୍ଥାନ ୩୨ ରନ୍‌ରେ ବିଜୟୀ ହୋଇଛି। ଏହି ବିଜୟ ସହ ରାଜସ୍ଥାନ ୧୦ ପଏଣ୍ଟ ପାଇ ଟେବୁଲର ଶୀର୍ଷରେ ପହଞ୍ଚିଛି। ରାଜସ୍ଥାନ…
Read More...

ସାମନ୍ତ ବିହାର ଓ ଆଦିମାତା କଲୋନୀ ରାସ୍ତାର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର,୨୭ା୪ ଭୁବନେଶ୍ୱର ମହାନଗର ନିଗମ ୧୨ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ସାମନ୍ତବିହାର ଓ ଆଦିମାତା କଲୋନୀ ଠାରେ ଦୁଇଟି ରାସ୍ତା କାର୍ଯ୍ୟର ଭିିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ମେୟର ସୁଲୋଚନା ଦାସ ମୁଖ୍ୟ ଅତିଥି ଭାବେ…
Read More...

ଶୁକ୍ରବାର ୧୫ ଜିଲ୍ଲାକୁ କାଳବୈଶାଖୀ

ଭୁବନେଶ୍ୱର : ପଶ୍ଚିମ ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଗତ କିଛିଦିନ ଧରି କାଳବୈଶାଖୀ ବର୍ଷା ଜାରି ରହିଛି। କେତେକ ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଛି। ଆସନ୍ତା ମେ’ ୨ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଏପରି ପାଗ ଲାଗି ରହିବ। ଏଥିସହ କାଳବୈଶାଖୀ ଜନିତ ବର୍ଷା ଓ କୁଆପଥର ହେବ…
Read More...

ଡଙ୍ଗା ବୁଡି ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କେନ୍ଦ୍ରାପଡ଼ା ଜିଲା ଆଳିରେ ଡଙ୍ଗାବୁଡ଼ି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। କେନ୍ଦ୍ରାପଡ଼ା ଜିଲା ଆଳିର ଏକ ମାଣିଆ ଘାଟରେ ନୌକା ଦୁର୍ଘଟଣାରେ ଜଣେ…
Read More...

ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନସୂଚକ ଡକ୍ଟୋରେଟ୍‌

ବିଶିଷ୍ଟ ଶିକ୍ଷାବିତ୍‌ ଓ ସମାଜସେବୀ ତଥା କିଟ୍‌ ଓ କିସ୍‌ ପ୍ରତିଷ୍ଠତା ଅଚ୍ୟୁତ ସାମନ୍ତଙ୍କୁ ଆସାମର ମହାପୁରୁଷ ଶ୍ରୀମନ୍ତ ଶଙ୍କରଦେବ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟୋରେଟ୍‌ ପ୍ରଦାନ କରାଯାଇଛି। ଗୁରୁବାର ବିଶ୍ୱବିଦ୍ୟାଳୟର ୫ମ ଦୀକ୍ଷାନ୍ତ ସମାରୋହରେ ଶ୍ରୀ ସାମନ୍ତଙ୍କୁ…
Read More...

କୌଣସି ମାମଲାରେ ତଦନ୍ତ ଶେଷ ନ କରି କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିପାରିବ ନାହିଁ

ନୂଆଦିଲ୍ଲୀ,୨୭ା୪: ଏକ ତଦନ୍ତକାରୀ ସଂସ୍ଥା କୌଣସି ମାମଲାରେ ତଦନ୍ତ ଶେଷ ନ କରି କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିପାରିବ ନାହିଁ ବୋଲି ବୁଧବାର ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସିଆର୍‌ପିସି ଧାରା ୧୬୭ ଅନୁସାରେ ତଦନ୍ତକାରୀ ସଂସ୍ଥା ରିମାଣ୍ଡର ୬୦ ଦିନ ମଧ୍ୟରେ ଚାର୍ଜଶିଟ୍‌…
Read More...

ଭୂତ ବାବା ଗିରଫ

ଖୋର୍ଦ୍ଧା : ନିଜକୁ ଭୂତ ସଂଘର ସଭାପତି କହୁଥିବା ବିପିନ କୁମାର ରାଉତରାୟ ବୁଧବାର ଗିରଫ ହୋଇଛନ୍ତି। ଏକ ଓ୍ବାରେଣ୍ଟ ବଳରେ ଖୋର୍ଦ୍ଧା ସଦର ଥାନା ପୋଲିସ ନନ୍ଦପୁରରୁ ତାଙ୍କୁ ଗିରଫ କରିଛି। ଜାମିନ ନାମଞ୍ଜୁର ପରେ ତାଙ୍କୁ ଜେଲକୁ ପଠାଇ ଦିଆଯାଇଛି। ୨୦୧୩ ମସିହାର ଏକ କେସ୍‌ରେ ତାଙ୍କ ନଁାରେ…
Read More...