banner
Breaking

ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା ଯୋଦ୍ଧା ସମ୍ମାନ।

ଭୁବନେଶ୍ୱର,୧୩/୬- ବିଏମସି ୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ଚନ୍ଦ୍ରଶେଖରପୁର ହାଉସିଂବୋର୍ଡ ସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ କରୋନା ଯୋଦ୍ଧା ସମ୍ମାନ ପ୍ରଦାନ ଉତ୍ସବ  ଅନୁଷ୍ଠିତ ହୋଇଯାଇଛି । ଯୁବନେତା ତଥା ସମାଜସେବୀ ମନୋଜ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି…
Read More...

ଜୁନ ଶେଷ ସପ୍ତାହରେ ମାଟ୍ରିକ ପରୀକ୍ଷା ଫଳ।

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଜୁନ୍‌ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଏଥିପାଇଁ ଜୋର୍‌ସୋରରେ ମୂଲ୍ୟାୟନ ଚାଲିଛି। ଆସନ୍ତା ୧୭ ତାରିଖରୁ  ନବମ ଓ ଦଶମ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ। ୟୁଟ୍ୟୁବ୍‌ ମାଧ୍ୟମରେ ପୂର୍ବାହ୍ନ ୧୦ଟା ୪୫ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ କ୍ଲାସ ଚାଲିବ।…
Read More...

ଟାଇମସ ହାଇଅର ଏଜୁକେସନ୍‍ ଏସିଆ ୟୁନିଭର୍ସିଟ ରାଙ୍କିଙ୍ଗ ଦେଶର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନ ବଜାୟ ରଖିଲା…

ଭୁବନେଶ୍ୱର, ୯ ।୬: ଦି ଟାଇମସ ହାଇଅର ଏଜୁକେସନ୍‍ ଏସିଆ ୟୁନିଭର୍ସିଟି ରାଙ୍କିଂ ୨୦୨୧ରେ କିଟ୍‍ ବିଶ୍ୱବିଦ୍ୟାଳୟ ଉତ୍ତମ ପ୍ରଦର୍ଶନ କରିଛି। ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ‘ଦି ଟାଇମସ ହାଇଅର ଏଜୁକେସନ୍‍’ ପକ୍ଷରୁ ବିଶ୍ୱସ୍ତରୀୟ ଏସିଆ ୟୁନିଭର୍ସିଟି ରାଙ୍କିଂ ଫଳଫଳ ପ୍ରକାଶ ପାଇଛି। ଏଥିରେ…
Read More...

ଜୁନ ୧୦ ରେ ସୂର୍ଯ୍ୟପରାଗ। କେଉଁ ରାଶି ଉପରେ କି ପ୍ରଭାବ

ଜୁନ୍‌ ୧୦ରେ ଜ୍ୟେଷ୍ଠମାସ ଅମାବାସ୍ୟ ତିଥିରେ ବୃଷ ରାଶିରେ ରାଶିରେ ଅନୁଷ୍ଠିତ ହେବ। ଭାରତୀୟ ସମୟ ଅପରାହ୍ନ ୧ଟା ୪୨ ମିନିଟ୍‌ରୁ ସନ୍ଧ୍ୟା ୬ଟା ୪୧ ମିନିଟ୍‌ ପର୍ଯ୍ୟନ୍ତ ହେଉଥିବା ଏହି ସୂର୍ଯ୍ୟପରାଗ ଉତ୍ତର ଆମେରିକା, ୟୁରୋପ ଏବଂ ଏସିଆର କେତେକ ଅଞ୍ଚଳରେ ଆଶିଂକ ଭାବେ ଦୃଷ୍ଟିଗୋଚର ହେବ।…
Read More...

ଅନଟାଇଟଲଡ୍ କାହାଣୀ ପାଇଁ ଅଡ଼ୁଆ।

କଥାରେ ଅଛି, ‘ଆରେ ଢାମଣା, ବୁଲି ବୁଲି ପୁଣି ସେଇ ଅଗଣା।’ ଦେଖୁନାହାନ୍ତି, ଫିଲ୍ମଟିର କାହାଣୀ ବିଷୟରେ ଶୁଣିବା ପରେ ସେ ଏଥିରେ ଅଭିନୟ କରିବେ କି ନାହିଁ ସେ ନେଇ ଦୋଛକିରେ ପଡିଥିଲେ। କିନ୍ତୁ ସେପଟେ ପ୍ରଯୋଜକ ମାଇଣ୍ଡ ମେକଅପ କରିନେଇଥିଲେ ଯେ ଏହି ନାୟିକାଙ୍କୁ ସେ ଯେମିତି ହେଲେ ସାଇନ୍‌…
Read More...

କିଆରାଙ୍କ ବିକିନି ଚିନ୍ତା।

କିଆରା ଆଡଓ୍ବାନୀଙ୍କୁ ନେଇ ଏବେ ଚର୍ଚ୍ଚା। କାରଣ କ’ଣ ଜାଣନ୍ତି ? ନିକଟରେ ଏକ ସିନେମାରେ ଅଭିନୟ କରିବାକୁ ତାଙ୍କୁ ଅଫର ମିଳିଥିଲା। କିନ୍ତୁ ଏଥିରେ ଗୋଟିଏ କଥାକୁ ନେଇ ସେ ଆଗପଛ ହେଉଥିଲେ। ହେଲେ କିଛି ଦିନ ପରେ ସେ ନେଇ ନିଜର ମାଇଣ୍ଡ ମେକଅପ କରି ନିଜର ସମ୍ମତି ପ୍ରଦାନ କରିଥିଲେ। କଥା କ’ଣ କି…
Read More...

କରୋନା ପାଇଁ ଆଉ ଏକ ଔଷଧର ପରୀକ୍ଷଣ।

ନୂଆଦିଲ୍ଲୀ,୬।୬: କରୋନା ଚିକିତ୍ସା ପାଇଁ ଆଉ ଏକ ଔଷଧ ପରୀକ୍ଷଣ ଆରମ୍ଭ ହୋଇଛି। ସିଏସଆଇଆର ଇଣ୍ଡିଆ ଏବଂ ଲକ୍ସାଇ ଲାଇଫ ସାଇନ୍ସ ଏହି କ୍ଲିନିକାଲ ଟ୍ରାଏଲ ଆରମ୍ଭ କରିଛନ୍ତି। ଏହାର ପ୍ରଭାବ, ନିରାପତ୍ତା ଏବଂ ସହନଶୀଳତାକୁ ଆକଳନ କରିବା ପାଇଁ ଔଷଧର ପରୀକ୍ଷା କରାଯାଉଛି। ବିଜ୍ଞାନ ଏବଂ…
Read More...

ଘରେ ଯୋଗାଇ ଦିଆଯିବ ଅକ୍ସିଜେନ୍ : ବିଏମସି

ଭୁବନେଶ୍ୱର,୫ା୬(ବ୍ୟୁରୋ): କରୋନା ମହାମାରୀର ଦ୍ୱିତୀୟ ଲହରରେ ଅକ୍ସିଜେନର ଘୋର  ଅଭାବ ଦେଖାଦେଇଛି। ତେବେ ଅକ୍ସିଜେନ ଯୋଗାଣ ପାଇଁ ବିଏମ୍‌ସି ବଡ଼ ପଦକ୍ଷେପ ନେଇଛି। ଏଣିକି ଘରେ ରହି ଚିକିତ୍ସିତ ହେବାକୁ ଚାହୁଁଥିବା କରୋନା ରୋଗୀଙ୍କୁ ଅକ୍ସିଜେନ କନସେନ୍‌ଟ୍ରେଟର ଯୋଗାଇ ଦିଆଯିବ ବୋଲି…
Read More...

+୨ ଫଳାଫଳ ଉପରେ ମନ୍ତ୍ରୀଙ୍କ ପ୍ରତିକ୍ରିୟା।

ଭୁବନେଶ୍ୱର,୫ା୬(ବ୍ୟୁରୋ): କରୋନା ମହାମାରୀକୁ ଦୃଷ୍ଟିରେ ରଖି ଚଳିତବର୍ଷ ସରକାର ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ କରିଛନ୍ତି। ତେବେ ବର୍ତ୍ତମାନ କେମିତି ମୂଲ୍ୟାୟନ ହେବ ଏବଂ କେବେ ରେଜଲ୍ଟ ପ୍ରକାଶ ପାଇବ ସେନେଇ ଚିନ୍ତାରେ ଅଛନ୍ତି ଛାତ୍ରୀଛାତ୍ର ଏବଂ ଅଭିଭାବକ। ଏହି ଚିନ୍ତା ଏବେ ଦୂର କରିଛନ୍ତି…
Read More...

୭ରୁ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ।

କଟକ,୫।୬: ମହାମାରୀ କୋଭିଡ୍‌ ଏବଂ ରାଜ୍ୟରେ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ଆସନ୍ତା ୭ ତାରିଖରୁ କେତେକ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ କାର୍ଯ୍ୟ। ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର (ଜୁଡିସିଆଲ)ଙ୍କ ସୂଚନା ମୁତାବକ ଏହି କଟକଣା ଆସନ୍ତା ଜୁଲାଇ ୨ ଯାଏ ବଳବତ୍ତର ରହିବ।…
Read More...