banner
Breaking

କରୋନାରୁ ସୁସ୍ଥ ହେବାପରେ ଏଥିପ୍ରତି ଧ୍ୟାନ ଦିଅନ୍ତୁ।

ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଆରୋଗ୍ୟ ଲାଭ କରିବା ପରେ ଆକ୍ରାନ୍ତଙ୍କ ଶରୀରରେ ଅନ୍ୟାନ୍ୟ ଜଟିଳତା ଦେଖାଯାଉଛି। ଫଳରେ ରୋଗୀ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି। ଏଥିପ୍ରତି ହୃଦ୍‌ରୋଗୀମାନେ ଅଧିକ ଯତ୍ନବାନ ହେବା ପାଇଁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ…
Read More...

୭୫୦ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନୂଆ ନିଯୁକ୍ତି।

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ୭୫୦ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଗୁରୁବାର ନିଯୁକ୍ତିପତ୍ର ଦିଆଯାଇଛି। ଆସନ୍ତା ୭ଦିନ ମଧ୍ୟରେ ନିଜ ନିଜ କାର୍ଯ୍ୟସ୍ଥଳୀରେ ଯୋଗଦେବା ପାଇଁ ଅନୁରୋଧ କରାଯାଇଛି। ଉକ୍ତ ନିଯୁକ୍ତିପତ୍ରକୁ ଲକ୍‌ଡାଉନ୍‌ କିମ୍ବା ଶଟ୍‌ଡାଉନ୍‌ ସମୟରେ ଯାତାୟାତ ନିମନ୍ତେ ପାସ୍‌…
Read More...

କରୋନାରେ ଅନାଥ ଶିଶୁଙ୍କୁ ଦିଆଯିବ ଭତ୍ତା।

ଭୁବନେଶ୍ୱର,୪।୬: କରୋନା ମହାମାରୀରେ ମା’ ବାପାଙ୍କୁ ହରାଇଥିବା ବର୍ତ୍ତମାନ ସୁଦ୍ଧା ରାଜ୍ୟର ୧୨ ପିଲାଙ୍କୁ ମଧୁବାବୁ ଯୋଜନାରେ ଭତ୍ତା ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା ଏବଂ ମୟୂରଭଞ୍ଜ ଜିଲାରୁ ୩ ଜଣ ଲେଖାଏଁ ପିଲା ଭତ୍ତା ପାଇବେ। ସେହିପରି ଭଦ୍ରକ,…
Read More...

ଭାରତରେ ଶିଶୁ ମାନଙ୍କୁ ଦିଆଯିବ ଆମେରିକା ଟିକା।

ନୂଆଦିଲ୍ଲୀ,୪।୬: ତୃତୀୟ ଲହର ଶିଶୁମାନଙ୍କ ପ୍ରତି ଅଧିକ ବିପଦ ଥିବା ନେଇ ବିଶେଷଜ୍ଞମାନେ ମତ ଦେଇଛନ୍ତି। ଏଭଳି ସ୍ଥତିରେ ଦେଶରେ ଶିଶୁମାନଙ୍କ ପାଇଁ କୋଭିଡ ଟିକା ନ ଥିବା ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢାଇଦେଇଛି। ହେଲେ ଆମେରିକାରେ ପ୍ରସ୍ତୁତ ଫାଇଜର ଟିକାକୁ ଭାରତରେ ଶିଶୁମାନଙ୍କୁ ଦିଆଯିବ…
Read More...

ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଦାୟିତ୍ୱ ଗ୍ରହଣ କଲେ ଇନ୍ଦ୍ରମଣି ତ୍ରିପାଠୀ

ଭୁବନେଶ୍ୱର,୪ା୬(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଇନ୍ଦ୍ରମଣି ତ୍ରିପାଠୀ ଗୁରୁବାର ସୂଚନା ଓ ଲୋକସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଭାଗକୁ ଅଧିତ୍କ କ୍ରିୟାଶୀଳ କରିବା ଉପରେ ନୂତନ ନିର୍ଦ୍ଦେଶକ ଗୁରୁତ୍ୱାରୋପ କରିଛନ୍ତି। ସୂଚନା…
Read More...

ଡାର୍ଟି ଗର୍ଲ ବିଦ୍ୟାଙ୍କ ଦମଦାର୍ ଲୁକ।

ମୁମ୍ବାଇ: ବଲିଉଡ୍‌ ଡାର୍ଟି ଗର୍ଲ ବିଦ୍ୟା ବାଲାନଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ଶେରନୀ’ର ଅଫିସିଆଲ ଟିଜର ରିଲିଜ୍‌ ହୋଇଛି। ୨୦ ସେକେଣ୍ଡର ଥିବା ଏହି ଟିଜରରେ ବିଦ୍ୟାଙ୍କ ଦମ୍‌ଦାର ଲୁକ୍‌ ସହ ସେ ଏକ ଘଞ୍ଚ ଜଙ୍ଗଲରେ ଥିବା ଦେଖିବାକୁ ମିଳିଛି। ଆମାଜନ ପ୍ରାଇମ୍‌ ଭିଡିଓ ଏହି ଟିଜରକୁ ସୋସିଆଲ…
Read More...

ଭୁଲ ମାଗିଲେ ପ୍ରଣିଥା।

ନୂଆଦିଲ୍ଲୀ, ୩୧।୫: କନ୍ନଡ଼, ତାମିଲ ଓ ତେଲୁଗୁ ଫିଲ୍ମର ଜଣାଶୁଣା ଚେହେରା ପ୍ରଣିଥା ସୁଭାଷ। ଏହି ୨୮ ବର୍ଷୀୟା ସୁନ୍ଦରୀ ରବିବାର ବେଙ୍ଗାଲୁରୁଠାରେ ବ୍ୟବସାୟୀ ନୀତିନ ରାଜୁଙ୍କ ହାତ ଧରିଛନ୍ତି। ଏହି ବିବାହ ଉତ୍ସବକୁ କୋଭିଡ୍‌-୧୯ କାରଣରୁ ପୂରା ପ୍ରାଇଭେଟ ରଖାଯାଇଥିଲା। ଏଥିନେଇ ସୋମବାର…
Read More...

ଆଗାମୀ ୪ ଦିନ କାଳବୈଶାଖି ଓ ଝଡଡ଼ର୍ଷା।

ଭୁବନେଶ୍ବର,୩୧।୫: ଆଗାମୀ ୪ ଦିନ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଥିବା ସୋମବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା, କଳାହାଣ୍ଡି,…
Read More...

ସାମ୍ବାଦିକଙ୍କ ପରିବାରକୁ ମିଳିବ ୫ ଲକ୍ଷ ଏବଂ ସମସ୍ତ ଚିକିତ୍ସା ଖର୍ଚ୍ଚ।

ରାୟପୁର,୩୧।୫: ଦେଶରେ ଜାରି ରହିଥିବା କରୋନା ମହାମାରୀ ସମୟରେ ନିଜ ଜୀବନକୁ ବାଜି ଲଗାଇ ପ୍ରତ୍ୟେକଟି ଅପଡେଟ୍‌ ଖବରକୁ ଲୋକଙ୍କ ନିକଟକୁ ପହଞ୍ଚାଇ ଅନେକ ସାମ୍ବାଦିକ ମୃତ୍ୟୁମୁଖରେ ପଡ଼ିଛନ୍ତି। ଏଭଳି ସ୍ଥିତିରେ ସାମ୍ବାଦିକଙ୍କ ପରିବାର ପାଇଁ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି।…
Read More...

ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା।

ଭୁବନେଶ୍ୱର,୩୧/୫(ଓଡିଆ ନ୍ୟୁଜ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦେଶକ କୃପାସିନ୍ଧୁ ମିଶ୍ର ଆଜି ସରକାରୀ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି। ଦୀର୍ଘ ୧ ବର୍ଷ ୧୦ ମାସ ଧରି ସେ ବିଭାଗର ନିର୍ଦେଶକ ଦାୟିତ୍ୱ ତୁଲାଇଥିଲେ। ତାଙ୍କ କାର୍ଯ୍ୟକାଳ ସମୟରେ କୋଭିଡ ପରିସ୍ଥିତିରେ ଗଣମାଧ୍ୟମ…
Read More...