banner
Breaking

ନକଲି ପୋଲିସ ଗିରଫ

ଭୁବନେଶ୍ୱର :କମିଶନରେଟ ପୋଲିସ ଏକ ୯ ଜଣିଆ ନକଲି ପୋଲିସ ଗ୍ୟାଙ୍ଗକୁ ଧରିଛି। ତେଲ ଟ୍ୟାଙ୍କର ସହ ଡ୍ରାଇଭର ଓ ହେଲ୍‌ପରଙ୍କୁ ଅପହରଣ କରି ନିସ୍ତୁକ ମାଡ଼ ମାରିବା ଏବଂ ମୁଣ୍ଡ ଜାମିନ ରଖି ମାଲିକଙ୍କଠାରୁ ୪ ଲକ୍ଷ ଟଙ୍କା ନେବା ମାମଲାରେ ଗିରଫ ହୋଇଛନ୍ତି। ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଧା…
Read More...

ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୁରଣ ହେବ,ହିସାବ ଦେବେ ନବୀନ

ଭୁବନେଶ୍ୱର : ଶାସନ ବ୍ୟବସ୍ଥାରେ ଜନ ଭାଗୀଦାରିକୁ ସର୍ବଦା ଗୁରୁତ୍ୱ ଦେଇ ଆସୁଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରଙ୍କ ବିଭିନ୍ନ ବିଭାଗର ସଫଳତା ରାଜ୍ୟବାସୀଙ୍କ ନିକଟରେ ଉପସ୍ଥାପନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ମେ’ ୨୯ ତାରିଖରେ ବିଜେଡି ସରକାର ପଞ୍ଚମ ପାଳିର ଚତୁର୍ଥ…
Read More...

୩୨୮ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟ ଲୋକାର୍ପିତ

ଭୁବନେଶ୍ବର : ୫ଗୋଟି ଜିଲାର ୩୨୮ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଲୋକାର୍ପଣ କରିଛନ୍ତି। ଏଥିରେ ବଲାଙ୍ଗୀର ଜିଲାର ୧୦୦ଟି ଉଚ୍ଚ ବିଦ୍ୟାଳୟ, ସମ୍ବଲପୁର ଜିଲାର ୬୧ଟି, ପୁରୀ ଜିଲାର ୫୩, କେନ୍ଦ୍ରାପଡ଼ା ଜିଲାର ୫୬ ଏବଂ କୋରାପୁଟ ଜିଲାର ୫୮ଟି ଉଚ୍ଚ…
Read More...

ଓଡ଼ିଶାରେ ଗଡିବ ବନ୍ଦେ ଭାରତ ଏକ୍ସପ୍ରେସ

ଭୁବନେଶ୍ୱର : ମେ’ରେ ଓଡ଼ିଶାରେ ଗଡିବ ବନ୍ଦେ ଭାରତ ଏକ୍ସପ୍ରେସ। ଏଥିପାଇଁ ପ୍ରାରମ୍ଭିକ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୂଚନାନୁସାରେ, ନୂଆ ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ହାୱାଡା ଭାୟା ଭୁବନେଶ୍ୱର ଦେଇ ଚଳାଚଳ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶୁଭାରମ୍ଭ କରିପାରନ୍ତି। ତେବେ…
Read More...

ଦିଲ୍ଲୀ ମେୟର ନିର୍ବାଚିତ

ନୂଆଦିଲ୍ଲୀ : ଆମ ଆଦମୀ ପାର୍ଟିର (ଏଏପି)ର ପ୍ରାର୍ଥୀ ଶେଲି ଓବେରୟ ଦିଲ୍ଲୀ ମେୟର ଭାବେ ନିର୍ବାଚିତ ହୋଇଛନ୍ତି। ନିର୍ବାଚନରୁ ଭାଜପା ପ୍ରାର୍ଥୀ ଶିଖା ରାଏଙ୍କ ନିଜ ନାମ ପ୍ରତ୍ୟାହାର କରିବା ପରେ ଶେଲି ଓବେରୟ ନିର୍ଦ୍ୱନ୍ଦରେ ଜିତିଛନ୍ତି। ବହୁ ବିବାଦ ପରେ ଶେଷରେ ଦିଲ୍ଲୀ ନୂଆ ମେୟର ପାଇଛି।…
Read More...

ମାଟ୍ରିକ ପରୀକ୍ଷା ମାର୍କ ବୃଦ୍ଧି ଗୁଜବକୁ ଖଣ୍ଡନ

କଟକ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷ ମାଟ୍ରିକ୍‌ ପରୀକ୍ଷାରେ ମୁଦ୍ରଣ ଜନିତ ତ୍ରୁଟି ପାଇଁ ସାମାଜିକ ବିଜ୍ଞାନ ‘ବି’ ସେଟ୍‌ ଛାତ୍ରୀଛାତ୍ରଙ୍କୁ ୧୭ ମାର୍କ ମିଳିବା ନେଇ ସୋସିଆଲ୍‌ ମିଡିଆରେ ଚର୍ଚ୍ଚା ଜୋର୍‌ ଧରିଛି। ହେଲେ ବୋର୍ଡ କର୍ତ୍ତୃପକ୍ଷ ଏହାକୁ ଖଣ୍ଡନ…
Read More...

ମେ ପହିଲାରୁ ବଢ଼ିବ ଦୁଗ୍ଧ ଜାତ ଦ୍ରବ୍ଯ ଦର

କଟକ : ଆସନ୍ତା ମେ ପହିଲାରୁ ଦୁଗ୍ଧ ଜାତ ଦ୍ରବ୍ୟ ଛେନା, ପନିର୍‌ ଓ ଖୁଆର ମୂଲ୍ୟ ମହଙ୍ଗା ହେବ। କଟକ ଜିଲା ଦୁଗ୍ଧଜାତ ଦ୍ରବ୍ୟ ବ୍ୟବସାୟୀ ସଙ୍ଘର ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି। ଓମ୍‌ଫେଡ କ୍ଷୀର ଲିଟର ପ୍ରତି ୪ଟଙ୍କା ବୃଦ୍ଧି ହେବା ସହ ଗୋଖାଦ୍ୟ ଓ ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟର ଦର…
Read More...

ମେ ୫ ପର୍ଯ୍ୟନ୍ତ ତାତିରୁ ମିଳିବ ଆଶ୍ୱସ୍ତି

ଭୁବନେଶ୍ୱର : ଖରା ତାତିରୁ ମିଳବ ଆଶ୍ୱସ୍ତି । ମେ ୫ ତାରିଖ ପର୍ଯ୍ୟନ୍ତ ଦିନର ତାପମାତ୍ରା ବଢ଼ିବନି । ବଙ୍ଗୋପସାଗର ସଂଲଗ୍ନ ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ସମୁଦ୍ର ଆଡ଼ୁ ଜଳକଣାପୂର୍ଣ୍ଣ ପବନ ପ୍ରବାହିତ ହୋଇଥିବାରୁ ତାପମାତ୍ରା ବୃଦ୍ଧି ପାଇବ ନାହିଁ ବୋଲି ଶିକ୍ଷା ଓ ଅନୁସନ୍ଧାନ…
Read More...

ମା ହେବେ ଇଲିଆନା

ମୁମ୍ବାଇ: ବଲିଉଡ ମୁଭିର ଆଗଧାଡିର ନାୟିକା ଇଲିଆନା ଡିକ୍ରୁଜ ୩୬ବର୍ଷ ବୟସରେ ମା’ ହେବାକୁ ଯାଉଛନ୍ତି। କିଛିଦିନ ତଳେ ଅଭିନେତ୍ରୀ ପ୍ରେଗ୍ନେସି ଖବର ଶେୟାର କରି ପ୍ରଶଂସକଙ୍କୁ ଚକିତ କରି ଦେଇଥିଲେ। ଅଭିନେତ୍ରୀ ଇନଷ୍ଟାଗ୍ରାମରେ ତାଙ୍କ ପ୍ରେଗ୍ନେସି କ୍ରଓ୍ବେିଙ୍ଗସ କଥା କହିଥିଲେ। ଯେଉଁଥିରେ ସେ…
Read More...

ରତ୍ନ ଭଣ୍ଡାର ଚାବି ହଜିବା ଘଟଣାର ଶୁଣାଣି

କଟକ : ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ଯେଉଁ ନ୍ୟାୟିକ ତଦନ୍ତ ହୋଇଥିଲା, ତାର ରିପୋର୍ଟ ସାର୍ବଜନୀନ କରିବା ଉଦ୍ଦେଶ୍ୟରେ ଦାୟର ମାମଲାର ମଙ୍ଗଳବାର ଶୁଣାଣି ହୋଇଛି । ମାମଲାର ଦୁଇ ପକ୍ଷ ମୁଖ୍ୟ ଶାସନ ସଚିବ ଏବଂ ଆଇନ ବିଭାଗର ସଚିବଙ୍କୁ ଏସଂକ୍ରାନ୍ତରେ ହାଇକୋର୍ଟ ଜବାବ ତଳବ…
Read More...