banner
Breaking

ବନ୍ଦେ ଭାରତ ଏକ୍ସପ୍ରେସର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ଥିରୁଭାନନ୍ତପୁରମ୍‌ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କେରଳ ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମଙ୍ଗଳବାର ଥିରୁଭାନନ୍ତପୁରମ୍‌ କେନ୍ଦ୍ରୀୟ ରେଳ ଷ୍ଟେଶନରେ ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ହେଉଛି ରାଜ୍ୟର ପ୍ରଥମ ବନ୍ଦେ…
Read More...

ଘୋଷଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ପୁରୀ : ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ନିର୍ମାଣ ଶୁଭାରମ୍ଭ ହୋଇଛି। ରବିବାର ପବିତ୍ର ଅକ୍ଷୟ ତୃତୀୟାରେ ରଥ କାମ ଅନୁକୂଳ ହେବା ପରେ ସୋମବାରଠାରୁ ଶ୍ରୀନଅର ସମ୍ମୁଖ ଅସ୍ଥାୟୀ ରଥଖଳାରେ ବିଧିବଦ୍ଧ ଭାବେ ରଥ ନିର୍ମାଣ ଆରମ୍ଭ ହୋଇଛି। ପରମ୍ପରା ଅନୁଯାୟୀ,…
Read More...

ହାଇଦ୍ରାବାଦକୁ ହରାଇଲା ଦିଲ୍ଲୀ

ହାଇଦ୍ରାବାଦ : ଆଇପିଏଲର ୩୪ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ୭ ରନରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ଅକ୍ଷର ପଟେଲଙ୍କ ଅଲରାଉଣ୍ଡ ପ୍ରଦର୍ଶନ(୩୪ ରନ୍‌ ଓ ୨ ଉଇକେଟ) ବଳରେ ଚଳିତ ସିଜନର ଦ୍ୱିତୀୟ ବିଜୟ ହାସଲ କରିଛି ଦିଲ୍ଲୀ। ପ୍ରଥମେ ବ୍ୟାଟିଂ କରି କ୍ୟାପିଟାଲ୍ସ ୯ ଉଇକେଟ ହରାଇ…
Read More...

ଇଲେକ୍ଟ୍ରିକ୍ ଯାନ ଉପରେ ମିଳିବ ଅଧିକ ରିହାତି

ଭୁବନେଶ୍ୱର : ଇଲେକ୍ଟ୍ରିକ୍‌ ଯାନ କିଣୁଥିବା ଗ୍ରାହକମାନଙ୍କ ପାଇଁ ଖୁସି ଖବର। ଏହି ଯାନ କ୍ରେତାଙ୍କ ପାଇଁ ରିହାତି ହାରକୁ ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହାକୁ ଅନୁମୋଦନ କରାଯାଇଛି। ଇ-ଭେହିକିଲ୍‌ ପଲିସି-୨୦୨୧କୁ…
Read More...

ବିଦ୍ୟୁତ କଟ୍ ହେଉନାହିଁ, ଟ୍ରିପ୍ ହେଉଛି! ଶକ୍ତିମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ବିଦ୍ୟୁତ୍‌ କାଟ ହେଉନି। ଓଭରଲୋଡିଂ ପାଇଁ ପାୱାର ଲାଇନ ଟ୍ରିପ୍‌ କରିଯାଉଛି। ରାଜ୍ୟରେ ବିଦ୍ୟୁତ୍‌ ଯୋଗାଣର ଅଭାବ ନାହିଁ ବୋଲି ଶକ୍ତିମନ୍ତ୍ରୀ ପ୍ରତାପ ଦେବ ସୋମବାର କହିଛନ୍ତି। ପିକ୍‌ ପିରିୟଡରେ ରାଜ୍ୟରେ ୫,୬୦୦ ମେଗାୱାଟ ବିଜୁଳିର ଆବଶ୍ୟକତା ରହୁଛି। ଗତ ବର୍ଷ ଏହା…
Read More...

ସୂଚନା ପ୍ରଯୁକ୍ତିକୁ ଆଧାର କରି ଭାରତ ବିଶ୍ୱର ଦ୍ରୁତ ବିକାଶଶୀଳ ରାଷ୍ଟ୍ରରେ ପରିଣତ ହୋଇଛି

ଭୁବନେଶ୍ୱର : ସୂଚନା ପ୍ରଯୁକ୍ତିକୁ ଆଧାର କରି ଭାରତ ବିଶ୍ୱର ଦ୍ରୁତ ବିକାଶଶୀଳ ରାଷ୍ଟ୍ରରେ ପରିଣତ ହୋଇଛି। ଭାରତକୁ ବିଶ୍ୱବ୍ୟାପୀ ଅଧିକ ସମ୍ମାନ ମିଳୁଛି ବୋଲି କେନ୍ଦ୍ର ଦକ୍ଷତା ବିକାଶ ଓ ଉଦ୍ୟମିତା ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ରାଷ୍ଟ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର…
Read More...

ରାଜ୍ୟ କ୍ୟାବିନେଟରେ ନିଯୁକ୍ତି ପାଇଁ ନୂଆ ଅଧିନିୟମ

ଭୁବନେଶ୍ୱର : ରାଜ୍ୟ ସରକାର ଆଜି କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏଥିରେ ରଜ୍ୟରେ ସବ-ଇନସ୍ପେକ୍ଟର ନିଯୁକ୍ତି ନେଇ ନୂଆ ଅଧିନିୟମ-୨୦୨୩ ଆଣିବାକୁ ନିଷ୍ପତ୍ତି ହୋଇଛି। ନୂଆ ନିୟମ ଆସିଲେ ପୂର୍ବରୁ ଥିବା ଅଧିନିୟମକୁ ସମାପ୍ତ କରିଦିଆଯିବ ବୋଲି ଆଜି ରାଜ୍ୟ…
Read More...

କ୍ୟାବିନେଟରେ ୧୫ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର,୨୪।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ବୈଠକରେ ମୋଟ୍‌ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୨୦୨୩-୩୩ ପର୍ଯ୍ୟନ୍ତ ହକି ଟିମ ପାଇଁ ଓଡ଼ିଶା ପ୍ରାୟୋଜକ ରହିବ । ଏ ସଂପର୍କିତ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି। ଏଥିସହ ୬ ଲେନ ବିଶିଷ୍ଟ କଟକ…
Read More...

ଝାରସୁଗୁଡ଼ା ଉପନିର୍ବାଚନରେ ଜଣଙ୍କ ପ୍ରାର୍ଥୀପତ୍ର ପ୍ରତ୍ୟାହାର

ଭୁବନେଶ୍ୱର : ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସୋମବାର ଥିଲା ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ ତାରିଖ। ତେବେ ନାମାଙ୍କନ ପତ୍ର ଦାଖଲ କରିଥିବା ୧୦ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ସୋମବାର ଜଣେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିନେଇଛନ୍ତି। ଭୁବନେଶ୍ୱର ଗର୍ତିଆ ନାମକ ଜଣେ ପ୍ରାର୍ଥୀ ତାଙ୍କର…
Read More...

ଏହି ଗ୍ରୀଷ୍ମରେ ଆପଣଙ୍କ ଆଖିକୁ ସୁରକ୍ଷିତ ରଖନ୍ତୁ: ଦୃଷ୍ଟି ସ୍ୱାସ୍ଥ୍ୟ ପାଇଁ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ

ସୂର୍ଯ୍ୟଙ୍କ କଠୋର କିରଣ ଏବଂ ଡିଜିଟଲ ଉପକରଣ ଯୋଗୁଁ ବ୍ୟାପକ ଗ୍ରୀଷ୍ମରେ ଆପଣଙ୍କ ଆଖିକୁ ସୁରକ୍ଷିତ ରଖନ୍ତୁ: ଦୃଷ୍ଟି ସ୍ୱାସ୍ଥ୍ୟ ପାଇଁ ଗୁରୁତ୍ୱପୂର୍ଣ୍ଣ ପରାମର୍ଶପରଦା ସମୟ ପ୍ରତି ବର୍ଦ୍ଧିତ ଉନ୍ମୁକତା ସହିତ ଆଗାମୀ ଗରମ ମାସରେ ଆପଣଙ୍କ ଦୃଷ୍ଟି ସ୍ୱାସ୍ଥ୍ୟକୁ ପ୍ରାଥମିକତା ଦେବା ଅତ୍ୟନ୍ତ…
Read More...