ବୃଦ୍ଧି ପାଉଛି କରୋନା ସଂକ୍ରମଣ
ନୂଆଦିଲ୍ଲୀ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୬୫ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୭ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୭,୧୭୮ ଛୁଇଁଛି।…
Read More...
Read More...