ଏମ୍ସ ଭୁବନେଶ୍ୱରରେ ଛାତ୍ରଛାତ୍ରୀ ଏବଂ ଭର୍ତ୍ତି ହୋଇଥିବା ରୋଗୀଙ୍କ ଖାଦ୍ୟରେ ସାମିଲ ହେଲା ମାଣ୍ଡିଆ
ଭୁବନେଶ୍ୱର, : ଏମ୍ସ ଭୁବନେଶ୍ୱରରେ ଛାତ୍ରଛାତ୍ରୀ ଏବଂ ଭର୍ତ୍ତି ହୋଇ ଚିକିତ୍ସାଧୀନ ଥିବା ରୋଗୀଙ୍କ ଖାଦ୍ୟରେ ସାମିଲ ହୋଇଛି ରାଜ୍ୟର ପାରମ୍ପରିକ ତଥା ପୋଷଣଯୁକ୍ତ ଖାଦ୍ୟ ମାଣ୍ଡିଆ। ଛାତ୍ରଛାତ୍ରୀ ତଥା ଏଠାରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ଉତ୍ତମମାନର ସୁସ୍ଥ ଏବଂ ପୁଷ୍ଟିକର…
Read More...
Read More...