banner
Breaking

ରାଜ୍ୟରେ ଖୋଲିବ ୧୫୬୭ ଅଙ୍ଗନବାଡି କେନ୍ଦ୍ର।

ଭୁବନେଶ୍ୱର : ରାଜ୍ୟରେ ଅଧିକ ୧୫୬୭ଟି ନୂଆ ଅଙ୍ଗନବାଡି କେନ୍ଦ୍ର ଖୋଲିବ। ଶନିବାର ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍‍ ଅଧିବେଶନ କାଳରେ ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ମୂଳ ପ୍ରଶ୍ନ ଓ ବିରୋଧିଦଳ ନେତା ପ୍ରଦୀପ୍ତ ନାୟକ, ବିଜେଡି ବିଧାୟକ ପ୍ରଦୀପ ଅମାତ, କଂଗ୍ରେସ ବିଧାୟକ ସୁରେଶ…
Read More...

ଅପ୍ରେଲ ୨୨ରୁ ବିପିୟୁଟି ପରୀକ୍ଷା।

ଭୁବନେଶ୍ବର: ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ବବିଦ୍ୟାଳୟ (ବିପିୟୁଟି) ଦ୍ବାରା ପରିଚାଳତି ଇଞ୍ଜିନିୟରିଂ ପାଠ୍ୟକ୍ରମର ପ୍ରଥମ ଓ ତୃତୀୟ ସେମିଷ୍ଟର ଅଫଲାଇନ୍‌ ପରୀକ୍ଷା ୨୨ ଏପ୍ରିଲରୁ ଆରମ୍ଭ ହେବ। ଏନେଇ ଶନିବାର ବିପିୟୁଟି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।ବି.ଟେକ୍, ବି.ପ୍ଲାନ୍ ଏବଂ…
Read More...

ଭାରତ ଓ ବାଙ୍ଗଲାଦେଶ ମଧ୍ୟରେ ୫ଟି ବୁଝାମଣା ପତ୍ର ।

ନୂଆଦିଲ୍ଲୀ,୨୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଂଲାଦେଶ ଗସ୍ତ ଅବସରରେ ଶନିବାର ଦୁଇ ଦେଶ ମଧ୍ୟରେ ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ଲାଗି ୫ଟି ବୁଝାମଣା ପତ୍ର ସ୍ବାକ୍ଷର ହୋଇଛି। ଏହା ପୂର୍ବରୁ ମୋଦି ଓ ତାଙ୍କ ବାଂଲାଦେଶ ପ୍ରତିପକ୍ଷ ଶେଖ୍‌ ହାସିନାଙ୍କ ମଧ୍ୟରେ…
Read More...

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ପ୍ରତିଭା ମହାରଥୀ।

ପୁରୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋ ପୁଅକୁ ପିପିଲି ଉପନିର୍ବାଚନ ପାଇଁ ପ୍ରାର୍ଥୀ କରିଥିବାରୁ ମୁଁ ବହୁତ ଖୁସି। ଗଣମାଧ୍ୟମକୁ ଶନିବାର ଏଭଳି ବିବୃତ୍ତି ଦେଇଛନ୍ତି ଦିବଂଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପତ୍ନୀ ପ୍ରତିଭା। ସେ କହିଛନ୍ତି, ଆମ ପରିବାରକୁ ମୁଖ୍ୟମନ୍ତ୍ରୀ ପ୍ରାଧାନ୍ୟ…
Read More...

କାମ୍‌ସ ଚାରିଟିର ବିଶ୍ୱସ୍ତରୀୟ କାର୍ଯ୍ୟକ୍ରମ ରଙ୍ଗ ବରଷେ । ଓଡ଼ିଶାର ଲୋକକଳାକୁ ବିଶ୍ବବିଦିତ କରିବାର ଅଭିନବ ପ୍ରୟାସ।

ଭୁବନେଶ୍ୱର,(ଓଡ଼ିଆ ନ୍ୟୁଜ): ଆମେରିକାରେ ଥିବା ସ୍ୱେଚ୍ଛାସେବୀ ଓଡିଆ ଅନୁଷ୍ଠାନ କାମ୍‌ସ ଚାରିଟି ପକ୍ଷରୁ ବିଶ୍ୱସ୍ତରୀୟ ସଂଗୀତ କାର୍ଯ୍ୟକ୍ରମ ରଙ୍ଗ ବରଷେ ଭର୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । କାମ୍‌ସ ଚାରିଟିର ପ୍ରତିଷ୍ଠାତ୍ରୀ ଅପରାଜିତା ପରିଡା ସ୍ୱାଇଁ (ଜୁଲି) ଏହି ଐତିହାସିକ…
Read More...

ଏମଓୟୁ ଅନୁଯାଇ ଫୀ ଛାଡ଼ ଦlବୀରେ ଭେଙ୍କଟେଶ୍ୱର ସ୍କୁଲ ଆଗରେ ଅଭିଭାବକମାନଙ୍କ ଧାରଣା

ଭୁବନେଶ୍ୱର,୨୮/୩(ଓଡ଼ିଆ ନ୍ୟୁଜ): ମହାମାରୀ ପାଇଁ ମାନ୍ୟବର ହାଇକୋର୍ଟଙ୍କ ନିର୍ଦେଶରେ ଏମ ଓ ୟୁ ଅନୁଯାଇ ସମସ୍ତ ଘରୋଇ ସ୍କୁଲରେ ଫୀ ଛାଡ଼ କରି ଆଦାୟ କରିବା କଥା l ହେଲେ କେତେକ ସ୍କୁଲ ଏହି ନିର୍ଦେଶ କୁ ନ ମାନି ପିଲାମାନଙ୍କୁ ପାଠ ପଢ଼ା ଓ ପରୀକ୍ଷା ରୁ ବଞ୍ଚିତ କରିବା ଆଦି ଘଟଣା ସାମ୍ନାକୁ…
Read More...

ଦିବ୍ୟାଙ୍ଗ ନାବାଳିକା ଦୁଷ୍କର୍ମ ପ୍ରତିବାଦରେ କନ୍ଦରପୁର ଥାନାରେ ଉତ୍କଳ ବିକାଶ ପରିଷଦର ଦାବିପତ୍ର ।

କଟକ - କଟକ ସଦର କନ୍ଦରପୁର ଥାନା ଉପକଣ୍ଠ ନିମେଇଶାପୁର ଗ୍ରାମର ଦିବ୍ୟାଙ୍ଗ ନାବାଳିକାକୁ ସେହିଗ୍ରାମର ଅସାମାଜିକ ବ୍ୟକ୍ତି ବିଶେଷ ଦୁଷ୍କର୍ମ କରିବା ପ୍ରତିବାଦ ତଥା ଏହି ନିନ୍ଦନୀୟ କାର୍ଯ୍ୟକୁ ଦୃଢ ବିରୋଧ କରି ଅଗ୍ରଣୀ ସାମାଜିକ ସଂଗଠନ ଉତ୍କଳ ବିକାଶ ପରିଷଦ(ଉବିପ) କନ୍ଦରପୁର ଥାନାରେ ଥାନା…
Read More...

ଭୁବନେଶ୍ୱର-କଟକରେ ଝଡ଼ ତୋଫାନ।

ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଓ କଟକରେ ଶନିବାର ଅପରାହ୍ନରେ ହଠାତ୍‌ ଧୂଳି ଝଡ଼ ସାଙ୍ଗକୁ ବର୍ଷା ହୋଇଛି। ମଧ୍ୟାହ୍ନରେ ପ୍ରବଳ ଗୁଳଗୁଳି ଅନୁଭୂତ ହେଉଥିବା ବେଳେ ଅପରାହ୍ନରେ ଝଡ଼ତୋଫାନ ସାଙ୍ଗକୁ ବର୍ଷା ହୋଇଛି। ଏହି ଝଡ଼ତୋଫାନ ଯୋଗୁ ଯାତାୟାତ ବାଧାପ୍ରାପ୍ତ ହେବା ସହ…
Read More...

ଭୁବନେଶ୍ୱରରୁ ଆଜି ୫୦ ପଜିଟିଭ ଚିହ୍ନଟ।

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଭୁବନେଶ୍ୱରରେ କରୋନା ବଢ଼ିବାରେ ଲାଗିଛି। ଶନିବାର ରାଜଧାନୀ ଭୁବନେଶ୍ୱରରୁ ୫୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି।…
Read More...

ବିଦ୍ୟୁତ ବୃଦ୍ଧିକୁ ବିଜେପିର ବିରୋଧ।

ଭୁବନେଶ୍ୱର,୨୭/୩(ଓଡ଼ିଆ ନ୍ୟୁଜ): କରୋନା ମହାମାରୀ ସମୟରେ ଓଡିଶାର ଘରୋଇ ବିଜୁଳି ଉପଭୋକ୍ତାଙ୍କ ବିଜୁଳି ଦର ବଢିବା ଘଟଣାରେ ଦୃଢ ପ୍ରତିବାଦ କରିଛି ବିଜେପି। ରାଜ୍ୟ ବିଦ୍ୟୁତ ନିୟାମକ ଆୟୋଗ(ଓଇଆରସି) ପୂର୍ବରୁ ଅକ୍ଟୋବର ମାସରେ ୟୁନିଟ୍ ପିଛା ୨୦ ପଇସା ବୃଦ୍ଧି କରିଥିବା ବେଳେ ପୁଣି ଥରେ ଭୀଷଣ…
Read More...