banner
Breaking

୬ ରାଜ୍ୟର ୬୭ ଖଣି ନିଲାମ ହେବ।

ଭୁବନେଶ୍ୱର,୨୬ା୩(ବ୍ୟୁରୋ):କେନ୍ଦ୍ର ସରକାର ଦ୍ୱିତୀୟ ପର୍ଯ୍ୟାୟରେ ଗୁରୁବାର ୬ ରାଜ୍ୟର ୬୭ଟି କୋଇଲା ଖଣିକୁ ବ୍ୟବସାୟିକ ଉତ୍ପାଦନ ଲାଗି ନିଲାମ କରିବାକୁ ଚୂଡ଼ାନ୍ତ ନିଷ୍ପତ୍ତି ନେଇଛନ୍ତି। ଛତିଶଗଡ଼, ଝାଡ଼ଖଣ୍ଡ, ଓଡ଼ିଶା, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଏବଂ ଆନ୍ଧ୍ର ପ୍ରଦେଶର ଉକ୍ତ କୋଇଲା…
Read More...

ବସ୍ତିରେ ରହୁଥିବା ଲୋକଙ୍କୁ ମିଳିବ ୩୦ ବର୍ଗ ମିଟର ଜାଗା।

ଭୁବନେଶ୍ୱର : ବସ୍ତିରେ ରହୁଥିବା ଲୋକମାନଙ୍କୁ ଅତିକମ୍‌ରେ ୩୦ ବର୍ଗମିଟର ଜମି ଉପରେ ଅଧିକାର ପ୍ରଦାନ କରାଯିବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଓଡ଼ିଶା ବସ୍ତିବାସିନ୍ଦା ଭୂମି ଅଧିକାର ଅଧିନିୟମ-୨୦୧୭ର ଧାରା(୩), ଉପଧାରା(୨), ବିଭାଗ(କ) ଅନ୍ତର୍ଗତ ପ୍ରୋଭିଜନ ୨ରେ ସଂଶୋଧନ କରିଛନ୍ତି।…
Read More...

ଜେଇଇ ଟପ୍ପର ହେଲେ ଦେବାଶିଷ।

ଭୁବନେଶ୍ୱର,୨୫।୩: ପରୀକ୍ଷା ଶେଷ ହେବାର ମାତ୍ର ୬ ଦିନ ମଧ୍ୟରେ ଜେଇଇ ମେନ(ମାର୍ଚ୍ଚ ସେସନ)ର ରେଜଲ୍ଟ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ) ପକ୍ଷରୁ ପ୍ରକାଶ ପାଇଛି। ଏହି ସେସନରେ ମୋଟ ୧୩ ଜଣ ଶିକ୍ଷାର୍ଥୀ ଶତ ପ୍ରତିଶତ ମାର୍କ ରଖିଛନ୍ତି। ଏଥିରେ ଟପ୍ପର ହୋଇଛନ୍ତି ଓଡିଏମ୍‌ ସ୍କୁଲ ଛାତ୍ର…
Read More...

ଫେମିନା ୨୦୨୧ ରେ ଓଡ଼ିଆ ବୋହୁ।

ଭଦ୍ରକ, ୨୫।୩: ସାରା ଭାରତବର୍ଷର ପ୍ରାୟ ୫୦ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ ମିସେସ୍‌ ଫେମିନା-୨୦୨୧ ପ୍ରତିଯୋଗିତାରେ ଟପ୍‌ ୨୦ ମଧ୍ୟରେ ସ୍ଥାନ ପାଇଛନ୍ତି ଓଡ଼ିଆ ବୋହୂ ଈପ୍‌ସିତା ପ୍ରିୟଦର୍ଶିନୀ(୨୭)। ପେସାରେ ସଫ୍ଟଓ୍ବେୟାର ଇଞ୍ଜିନିୟର ହୋଇଥିଲେ ହେଁ ମଡେଲିଂ ନିଶା ତାଙ୍କୁ ମିସେସ୍‌…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ।

ମେଷ:-ଆଜି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ। କରଜ କରି ପରିବାରର ଆବଶ୍ୟକତାକୁ ଚଳାଇ ନେଇ ପାରନ୍ତି। ପାଖ ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇପାରନ୍ତି। ସକାଳୁ ସକାଳୁ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ। ବୃଷ:-ଆଜି ସାମୟିକ ଭାବରେ ଦୈହିକ ଦୁର୍ବଳତା…
Read More...

ପରୀକ୍ଷା ସେଣ୍ଟର ପରିବର୍ତ୍ତନ କରିପାରିବେ ଛାତ୍ରଛାତ୍ରୀ।

ଭୁବନେଶ୍ୱର, ୨୪।୩(ବ୍ୟୁରୋ): କୋଭିଡ୍‌-୧୯ ସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ପରୀକ୍ଷା ପାଇଁ ପରୀକ୍ଷାକେନ୍ଦ୍ରରେ ପରିବର୍ତ୍ତନ କରିବାକୁ ଅନୁମତି ଦେଇଛନ୍ତି। କେତେଜଣ ପିଲା ସେମାନଙ୍କ ପରିବାର ସହିତ ଅନ୍ୟ ସହର ବା ଦେଶକୁ…
Read More...

ମହାତ୍ମା ଗାନ୍ଧୀଙ୍କ ଦର୍ଶନ ଏବଂ ବାର୍ତ୍ତା ବିଶ୍ୱକୁ ଭାରତର ଶ୍ରେଷ୍ଠ ଦାନ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୩(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ଦର୍ଶନ ଏବଂ ବାର୍ତ୍ତା ବିଶ୍ୱକୁ ଭାରତର ଶ୍ରେଷ୍ଠ ଦାନ । ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ଶହେବର୍ଷ ପୂର୍ତ୍ତି ଉପଲକ୍ଷେ ମଙ୍ଗଳବାର ବିଧାନସଭାରେ ଆଗତ ସ୍ବତନ୍ତ୍ର ସଂକଳ୍ପ ଆଲୋଚନାରେ ଭାଗ ନେଇ ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
Read More...

ସରକାରୀ ହାଇସ୍କୁଲ ପିଲାଙ୍କ ପାଇଁ ୧୫% ସ°ରକ୍ଷଣ ବ୍ୟବସ୍ଥା।

ଭୁବନେଶ୍ୱର,୨୪ା୩(ବ୍ୟୁରୋ): ଡାକ୍ତରୀ, ଇଞ୍ଜିନିୟରିଂ ଓ ବୈଷୟିକ ଶିକ୍ଷାରେ ନାମଲେଖା ପାଇଁ ସରକାରୀ ହାଇସ୍କୁଲ ପିଲାଙ୍କୁ ୧୫% ସ୍ଥାନ ସଂରକ୍ଷଣ ମିଳିବ। ଏ ନେଇ ମଙ୍ଗଳବାର ବିଧାନସଭାରେ ସର୍ବସମ୍ମତିକ୍ରମେ ସଂକଳ୍ପ ପାରିତ ହୋଇଛି। ସୋମବାର ରାଜ୍ୟ କ୍ୟାବିନେଟରେ ଏହି ପ୍ରସ୍ତାବ ଅନୁମୋଦନ ହେବା…
Read More...

ଜାରିହେଲା କରୋନା ଗାଇଡଲାଇନ୍।

ଭୁବନେଶ୍ୱର,୨୩।୩(ଓଡ଼ିଆ ନ୍ୟୁଜ): କରୋନା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ପୂର୍ବରୁ ବିବାହ ଉତ୍ସବରେ ସର୍ବାଧିକ ଲୋକସଂଖ୍ୟା ୫୦୦ ଥିବା ବେଳେ ଏବେ ଏହାକୁ କମାଇ ୨୦୦ କରାଯାଇଛି। ସେହିଭଳି ଦଶାହ ଏବଂ ଶୁଦ୍ଧିକ୍ରିୟାରେ ୫୦୦ ବଦଳରେ ୫୦ଜଣ ସାମିଲ ହେବାକୁ…
Read More...

ଟିମ୍ ଇଣ୍ଡିଆ ବିଜୟୀ।

ପୁଣେ,୨୩।୩: ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ବିଜୟ ସହ ଦିନିକିଆ ସିରିଜ୍‌ ଆରମ୍ଭ କରିଛି। ସ୍ଥାନୀୟ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ କ୍ରିକେଟରେ ଖେଳାଯାଇଥିବା ପ୍ରଥମ ଦିନିକିଆକୁ ୬୬ ରନ୍‌ରେ ଜିତି ନେଇଛି ଭାରତୀୟ ଦଳ। ଏଥି ସହିତ ଘରୋଇ ଦଳ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ…
Read More...