୫ରୁ କିଟ୍ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିଅମରେ ୬୯ତମ ବରିଷ୍ଠ ଜାତୀୟ ଭଲବଲ ଚାମ୍ପିଅନସିପ
ଭୁବନେଶ୍ୱର, : ମାର୍ଚ୍ଚ ୫ରୁ କିଟର ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିଅମଠାରେ ୬୯ତମ ବରିଷ୍ଠ ଜାତୀୟ ଭଲିବଲ୍ (ପୁରୁଷ ଓ ମହିଳା) ଚାମ୍ପିଅନସିପ ୨୦୨୦-୨୧ ଅନୁଷ୍ଠିତ ହେବାକୁ ଯାଉଛି। ଭାରତୀୟ ଭଲିବଲ ସଂଘ (ଭିଏଫ୍ଆଇ) ତତ୍ତ୍ୱାବଧାନରେ ମାର୍ଚ୍ଚ ୫ରୁ ୧୧ତାରିଖ ପର୍ଯ୍ୟନ୍ତ ଏହି ଚାମ୍ପିଅନସିପ…
Read More...
Read More...