ବଢିଲା ମାଟ୍ରିକ ଫର୍ମପୂରଣ ଅବଧି।
କଟକ ,୩।୨: ମାଟ୍ରିକ୍ ଫର୍ମପୂରଣ ଅବଧିକୁ ରାଜ୍ୟ ସରକାର ବଢ଼ାଇ ଦେଇଛନ୍ତି। ଫେବୃୟାରୀ ୧୦ ମଧ୍ୟରାତ୍ର ପର୍ଯ୍ୟନ୍ତ ଏହି ଅବଧି ବୃଦ୍ଧି କରାଯାଇଛି। ହାଇସ୍କୁଲ, ଓପନ ସ୍କୁଲ, ଧନ୍ଦାମୂଳକ ଶିକ୍ଷା ଫର୍ମପୂରଣ ଅବଧି ମଧ୍ୟ ବୃଦ୍ଧି କରାଯାଇଛି। ଅବଧି ବୃଦ୍ଧି ନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ…
Read More...
Read More...