banner
Breaking

୨୩ ବର୍ଷ ପଛୁଆବର୍ଗଙ୍କୁ ଠକିଛନ୍ତି ରାଜ୍ୟ ସରକାର

ଭୁବନେଶ୍ବର, ୨୨ା୩(ବ୍ୟୁରୋ): ରାଜ୍ୟ ସରକାର ପଛୁଆବର୍ଗଙ୍କ ସର୍ଭେ କରିବାକୁ ଯାଉଛନ୍ତି। ମାତ୍ର ଏହା ସେହି ବର୍ଗ ପାଇଁ ଉପହାସ ସଦୃଶ। ୨୩ ବର୍ଷ ଏହି ବର୍ଗକୁ ଠକିବା ପରେ ପୁଣି ଠକିବା ପାଇଁ ପ୍ରୟାସ କରାଯାଉଛି ବୋଲି ମଙ୍ଗଳବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା କହିଛନ୍ତି। ଏକ…
Read More...

ଦିଲ୍ଲୀରେ ଭୂକମ୍ପ ଅନୁଭୂତ

ନୂଆଦିଲ୍ଲୀ: ଭୂକମ୍ପରେ ଥରିଲା ଦିଲ୍ଲୀ ଏନସିଆର । ଏନସିଆରର କେତେକ ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଦିଲ୍ଲୀ ଏବଂ ଏହାର ଆଖପାଖ ଅଞ୍ଚଳର ଲୋକ ଏହାକୁ ଅନୁଭବ କରିଛନ୍ତି । ଗତକିଛି ଦିନ ଧରି ଏକାଧିକ ବାର ଭୂକମ୍ପର ଝଟକା ଅନୁଭବ କରିବା ପରେ ଆଜି ଲୋକେ ଭୟଭୀତ ହୋଇ ପଡିଛନ୍ତି । ବେଶ କିଛି…
Read More...

ଆସନ୍ତା କାଲି ଦିନିକିଆ ସିରିଜର ଅନ୍ତିମ ମ୍ୟାଚ

ଭୁବନେଶ୍ବର,୨୧।୩(ବ୍ୟୁରୋ): ରାଜ୍ୟର ୧୨ ଜିଲାକୁ କୁଆପଥର ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ, କୁଆପଥର ବର୍ଷା ଏବଂ ୩୦ ରୁ ୪୦ କିମି ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ…
Read More...

୨୩ ରୁ ପୁଣି ପଶ୍ଚିମା ଝଡ

ଭୁବନେଶ୍ବର,୨୧।୩(ବ୍ୟୁରୋ): ରାଜ୍ୟର ୧୨ ଜିଲାକୁ କୁଆପଥର ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ, କୁଆପଥର ବର୍ଷା ଏବଂ ୩୦ ରୁ ୪୦ କିମି ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ…
Read More...

ଆଜି ଆସିବେ ମମତା ବାନାର୍ଜୀ

ପୁରୀ, ୨୧ା୩:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ମମତାଙ୍କ କୌଳିକ ପଣ୍ଡା ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ଗ୍ରାହୀ ବରିଷ୍ଠ…
Read More...

ନିର୍ବାଚନ ଲଢ଼ିବେ କୃଷକ

ଭୁବନେଶ୍ୱର,୨୧।୩(ବ୍ୟୁରୋ):ପେନ୍‌ସନ ଦାବି ସହ ବର୍ଦ୍ଧିତ ବିଦ୍ୟୁତ୍‌ ଦରକୁ ତୀବ୍ର ବିରୋଧ କରିଛନ୍ତି ଚାଷୀ। ଏନେଇ ନବ ନିର୍ମାଣ କୃଷକ ସଙ୍ଗଠନର ଡାକରା କ୍ରମେ ବହୁସଂଖ୍ୟକ ଚାଷୀ ସୋମବାର ବିଧାନସଭା ସମ୍ମୁଖରେ ରଣହୁଙ୍କାର ଦେଇଛନ୍ତି। ସେମାନେ ମାଷ୍ଟରକ୍ୟାଣ୍ଟିନରୁ ହାତରେ ବ୍ୟାନର, ପ୍ଲାକାର୍ଡ…
Read More...

ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ଗସ୍ତ ଚୁଡାନ୍ତ

ହିଞ୍ଜିଳିକାଟୁ ୨୧ା୩:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୬ରେ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳି ଗସ୍ତରେ ଆସୁଥିବା ପ୍ରାୟ ଚୂଡ଼ାନ୍ତ ହୋଇଛି। ଏ ନେଇ ତଦାରଖ କରିବାକୁ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଡିଆର୍‌ଡିଏ ଗଞ୍ଜାମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭି…
Read More...

ତିନୋଟି ଶକ୍ତିପୀଠର ହେବ ଉନ୍ନତି କରଣ

ଭୁବନେଶ୍ୱର,୨୧ା୩(ବ୍ୟୁରୋ):ରାଜ୍ୟର ୩ଟି ପ୍ରମୁଖ ଶକ୍ତିପୀଠ କାକଟପୁର ମା’ ମଙ୍ଗଳା, ଭୂଷଣ୍ଡପୁରର ମା’ ଉଗ୍ରତାରା ଓ ବାଣପୁରର ମା’ ଭବବତୀ ପୀଠର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅନୁମୋଦନ କରିଛନ୍ତି। ୫-ଟି ଉପକ୍ରମରେ ଏହି…
Read More...

ରାଜ୍ୟରେ ବଢୁଛି ଅପରାଧ

ଭୁବନେଶ୍ୱର,୨୧ା୩(ବ୍ୟୁରୋ):ରାଜ୍ୟରେ ଅପରାଧ ବଢ଼ି ଚାଲିଛି। ଏକଥା ଖୋଦ୍‌ ରାଜ୍ୟ ଗୃହ ବିଭାଗ ପକ୍ଷରୁ ସୋମବାର ୨୦୨୨ ବର୍ଷ ପାଇଁ ପ୍ରକାଶିତ ଶ୍ୱେତପତ୍ରରେ ଉଲ୍ଲେଖ ରହିଛି। ୨୦୨୧ରେ ରାଜ୍ୟରେ ୧,୫୫, ୪୨୦ ଆପରାଧିକ ମାମଲା ରୁଜୁ ହୋଇଥିବାବେଳେ ୨୦୨୨ରେ ୧ଲକ୍ଷ ୭୮ ହଜାର ୧୯୦ଟି ଧର୍ତ୍ତବ୍ୟ ଅପରାଧ…
Read More...

ବଢୁଛି କରୋନା, ଆସିପାରେ ଗାଇଡଲାଇନ

ନୂଆଦିଲ୍ଲୀ : ଦେଶରେ ଗତ କିଛି ଦିନ ହେବ କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସୋମବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏକ ବଡ଼ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ବୈଠକରେ କରୋନା ନିୟନ୍ତ୍ରଣ ପାଇଁ ରଣନୀତି ପ୍ରସ୍ତୁତ ହୋଇପାରେ ବୋଲି ଜଣାପଡିଛି। ଏଥିସହ…
Read More...