ବିଧାନସଭାରେ ଉଠିଲା ପରି ହତ୍ୟାକାଣ୍ଡ ଘଟଣା।
ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ବିଧାନସଭାରେ ଉଠିଲା ୫ ବର୍ଷର ଝିଅ ‘ପରୀ’ ହତ୍ୟା ଘଟଣା। ଗୃହରେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଏହି ଘଟଣା ଉଠାଇଛନ୍ତି। ନୟାଗଡ଼ର ୫ ବର୍ଷର ଝିଅ ପରୀ ହତ୍ୟା ଘଟଣାରେ ନ୍ୟାୟ ପାଇଁ ମା’ବାପା ବିଧାନସଭା ସମ୍ମୁଖରେ ଆତ୍ମାହୁତି ଦେବା ଘଟଣାକୁ ସେ ନିନ୍ଦା…
Read More...
Read More...