banner
Breaking

ରାଜ୍ୟରେ ଆଜି ୬୪୪ ପଜିଟିଭ ଚିହ୍ନଟ ଓ ୧୭ ମୃତ।

ଭୁବନେଶ୍ୱର,୧୭।୧୧(ଓଡ଼ିଆ ନ୍ୟୁଜ): ରାଜ୍ୟରେ କମୁଛି କରୋନା। ମଙ୍ଗଳବାର ୬୪୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭୧ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୭୩ ଜଣ ସ୍ଥାନୀୟ ଅଞ୍ଚଳର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌…
Read More...

ମଡ଼ର୍ଣା କରୋନା ଟୀକା ୯୪% ଫଳପ୍ରଦ ବୋଲି ଦାବିକଲା କମ୍ପାନୀ।

ଆମେରିକା : ଆମେରିକାର ଔଷଧ ନିର୍ମାତା ସଂସ୍ଥା ’ମଡ଼ର୍ଣା’ ଦ୍ବାରା ପ୍ରସ୍ତୁତ କୋଭିଡ଼ ଟୀକା ୯୪.୫% ପ୍ରଭାବଶାଳୀ ବୋଲି ଦାବି କରିଛି କମ୍ପାନୀ । କମ୍ପାନୀର ଏହି ଘୋଷଣା ଟୀକା ଆଶାକୁ ବଢ଼ାଇ ଦେଇଛି ଏବଂ ଖୁବ୍ ଶୀଘ୍ର ଏହି ଟୀକା ବଜାରକୁ ଆସିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଥିବା ସମ୍ବାଦ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜିର କର୍ମ କ୍ଷେତ୍ରରେ, ପରିବାରରେ, ମିତ୍ରଙ୍କ ମଧ୍ୟରେ ଆନନ୍ଦମୟ ପରିବେଶ ସୃଷ୍ଟି ହେବ। ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ। ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ଭ୍ରମଣ ସୁଯୋଗ ମିଳିବ। ଆକସ୍ମିକ ଭାବରେ ଆତ୍ମୀୟଙ୍କ ନିକଟରୁ ସହଯୋଗ, ସୁଖ ସମ୍ମାନ ପାଇ ଖୁସି…
Read More...

ଲେଡିଜ ଫୋରମର ବସ୍ତି ପିଲାଙ୍କ ସହ ଶିଶୁ ଦିବସ ପାଳନ।

ଭୁବନେଶ୍ୱର : ସତ୍ୟନଗର ଲେଡିଜ୍ ଫୋରମ ପକ୍ଷରୁ ଦୁର୍ଗା ମଣ୍ଡପ ବସ୍ତି ପିଲାଙ୍କୁ ନେଇ ଶିଶୁ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବସ୍ତି ପିଲାଙ୍କ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା କରାଯାଇଥିଲା । କରୋନା ସଚେତନତା ଚିତ୍ରାଙ୍କନର ବିଷୟବସ୍ତୁକୁ ନେଇ ପିଲାମାନେ ସୁନ୍ଦର ସୁନ୍ଦର ଚିତ୍ର…
Read More...

କିମସରେ ଖୋଲିଲା ପୋଷ୍ଟ କୋବିଡ ମାତୃ ଓ ଶିଶୁ କ୍ଲିନିକ

ଭୁବନେଶ୍ଵର, ୧୬। ୧୧: କରୋନାରୁ ସୁସ୍ଥ ହୋଇଥିବା ପ୍ରସୂତି ମହିଳା ଓ ସେମାନଙ୍କ ନବଜାତ ଶିଶୁଙ୍କ ସ୍ୱାସ୍ଥ୍ୟ ଯାଞ୍ଚ ଓ ଚିକିତ୍ସା ନିମନ୍ତେ କିମସରେ ଏକ ପୋଷ୍ଟ କୋବିଡ ମାତୃ ଓ ଶିଶୁ କ୍ଲିନିକ ଖୋଲିଛି। ଗତ ୮ ମାସ ମଧ୍ୟରେ ଓଡ଼ିଶାର ୩ ଲକ୍ଷ ଲୋକ କରୋନା ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ…
Read More...

ଚଳିତବର୍ଷ ନଦୀ ଘାଟରେ ହେବନାହିଁ ଛଟ୍ ପୂଜା।

ଭୁବନେଶ୍ବର,୧୬।୧୧(ବ୍ୟୁରୋ)- ଚଳିତ ବର୍ଷ ନଦୀ ଘାଟରେ ହେବ ନାହିଁ ଛଟ୍‌ ପୂଜା। କରୋନା କାଳରେ ନଦୀ ଘାଟରେ ଅଧିକ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ନଭେମ୍ବର ୨୦ ଓ ୨୧ତାରିଖରେ ଛଟ୍‌ ପୂଜା ସମାରୋହ ପାଳନ ଓ ନଦୀରେ ସମୂହ ବୁଡ ପକାଇବା ଉପରେ ରାଜ୍ୟ ସରକାର…
Read More...

ସପ୍ତମଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ନୀତୀଶ କୁମାର।

ପାଟନା,୧୬ ।୧୧: ବିହାର ମୁଖ୍ୟମନ୍ତ୍ରୀ ଭାବେ ସପ୍ତମଥର ପାଇଁ ଶପଥ ଗ୍ରହଣ କରିଛନ୍ତି ଜନତା ଦଳ ୟୁନାଇଟେଡ(ଜେଡିୟୁ) ନେତା ନୀତୀଶ କୁମାର । ସୋମବାର ଅପରାହ୍ନରେ ରାଜଭବନ ପରିସରରେ ଆୟୋଜିତ ସମାରୋହରେ ନୀତୀଶ ଶପଥ ଗ୍ରହଣ କରିଛନ୍ତି । ବିହାର ରାଜ୍ୟପାଳ ଫଗୁ ଚୌାହାନ ନୀତୀଶଙ୍କୁ ପଦ ଓ ଗୋପନୀୟତାର…
Read More...

ଗଣମାଧ୍ୟମର କଣ୍ଠରୋଧ କରାଯାଉଛି।

ନୂଆଦିଲ୍ଲୀ,୧୬।୧୧: ଗଣମାଧ୍ୟମ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ। ଏହାର ସ୍ବତନ୍ତ୍ରତାରେ ବାଧା ଦେଉଥିବା ତଥା କଣ୍ଠରୋଧକାରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କଡ଼ା ବିରୋଧ କରୁଛନ୍ତି ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଜାତୀୟ ପ୍ରେସ୍‌ ଦିବସ ଅବସରରେ ସୋମବାର କହିଛନ୍ତି। ଶାହା…
Read More...

ଭାରତ ସବୁବେଳେ ବିଶ୍ବ ଭାତୃତ୍ବକୁ ବିଶ୍ବାସ କରେ : ମୋଦୀ

ନୂଆଦିଲ୍ଲୀ,୧୬।୧୧: ଭାରତ ସବୁବେଳେ ବିଶ୍ୱ ଭାତୃତ୍ୱରେ ବିଶ୍ୱାସ କରେ। ପୃଥିବୀକୁ ଶାନ୍ତି,ଅହିଂସା ଓ ବନ୍ଧୁତ୍ୱର ମାର୍ଗ ପ୍ରଦର୍ଶିତ କରିବାରେ ଭାରତ ଆଗୁଆ ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ସୋମବାର ରାଜସ୍ଥାନର ପାଲିରେ ଜୈନାଚାର୍ଯ୍ୟ ବିଜୟ ବଲ୍ଲଭ ସୁରିଶ୍ୱର…
Read More...

୩୦ରୁ ୨୯ ଜିଲ୍ଲାକୁ ଖସିଲା କରୋନା। ଆଜି ୭୪୯ ପଜିଟିଭ ଚିହ୍ନଟ ଓ ୧୬ ମୃତ।

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସ°ଖ୍ୟା। କ୍ରମାନ୍ବୟରେ ୩୦ଟି ଜିଲ୍ଲାରୁ ଚିହ୍ନଟ ହେଉଥିବାବେଳେ ଆଜି ରାଜ୍ୟର ୨୯ ଜିଲାରୁ ୭୪୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୯,୪୦୮ରେ ପହଞ୍ଚିଥିବା ରାଜ୍ୟ…
Read More...