ତୃତୀୟ ଥର ପାଇଁ ପୂର୍ବତଟ ରେଳପଥ ପାଇବ ସମ୍ମାନ ଜନକ ପୁରସ୍କାର।
ଭୁବନେଶ୍ୱର,୧୬।୧୧ (ବ୍ୟୁରୋ): ଭାରତୀୟ ରେଳପଥର ସବୁପ୍ରକାର କାର୍ଯ୍ୟ ସମ୍ପାଦନ କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ପୂର୍ବତଟ ରେଳପଥକୁ ସମ୍ମାନଜନକ ‘ପଣ୍ଡିତ ଗୋବିନ୍ଦ ବଲ୍ଲଭ ପନ୍ତ ବେଷ୍ଟ ଜୋନାଲ ରେଲ୍ୱେ ସିଲ୍ଡ -୨୦୨୦’ ମିଳିବ। ଯେକୌଣସି ଜୋନାଲ ରେଳପଥ ପାଇଁ ଏହା ଅତ୍ୟନ୍ତ ସମ୍ମାନଜନକ ଓ…
Read More...
Read More...