banner
Breaking

ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବନ୍ଦେ ଉତ୍କଳ ଜନନୀ।

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ସାଢେ ଚାରି କୋଟି ଓଡ଼ିଆଙ୍କ ହୃଦୟର ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ। ନବମ ଓ ଦଶମ ଶ୍ରେଣୀରେ ପଢୁଥିବା ଛାତ୍ରୀଛାତ୍ରମାନେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଏହି କାଳଜୟୀ କୃତି ପଢ଼ିବାର ସୁଯୋଗ…
Read More...

ମ୍ୟାଲେରିଆ ସ°କ୍ରମଣର ପୂର୍ବାନୁମାନ କରିବ ପାଣିପାଗ ବିଭାଗ।

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଏଣିକି ମ୍ୟାଲେରିଆ ସଂକ୍ରମଣର ପୂର୍ବାନୁମାନ କରିବ ପାଣିପାଗ ବିଭାଗ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓ ଭାରତୀୟ ପାଣିପାଗ ବିଭାଗର ମିଳିତ ଉଦ୍ୟମରେ ଏହି ପ୍ରକଳ୍ପ ହାତକୁ ନିଆଯାଇଛି। ଆସନ୍ତା ମୌସୁମୀରୁ ମ୍ୟାଲେରିଆଜନିତ ପୂର୍ବାନୁମାନ କରାଯିବ ବୋଲି ପାଣିପାଗ ବିଭାଗର…
Read More...

ଓଡ଼ିଶା ମୋ ପରିବାର ତରଫରୁ ରକ୍ତଦାନ ଶିବିର

ଭୁବନେଶ୍ୱର,୧୩/୧୧(ଓଡ଼ିଆ ନ୍ୟୁଜ): ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ ମନୋଜ କୁମାର ସାହୁ ଓ ପୂର୍ବତନ କର୍ପୋରେଟର ମୋନାଲିସା ସାହୁଙ୍କ ସହଯୋଗରେ " ମୁଖ୍ୟମନ୍ତ୍ରୀଙ୍କ ସଂକଳ୍ପକୁ ସଫଳ କରିବା ଉଦ୍ଦେଶ୍ୟରେ ଆଜି ଭୁବନେଶ୍ୱର ଉତ୍ତର…
Read More...

ଦୀପାବଳିରେ ଫୁଟିବନି ବାଣ।

ଭୁବନେଶ୍ବର ୧୩।୧୧ : ଚଳିତ ବର୍ଷ ଦୀପାବଳିରେ ରାଜଧାନୀରେ ଫୁଟିବନି ବାଣ। କୋଭିଡ଼‌ କଟକଣାକୁ ଦେଖି କମିଶନରେଟ୍‌ ପୋଲିସର ଦୃଢ଼ ପଦକ୍ଷେପ। ନିୟମ ଉଲ୍ଲଂଘନ କରି ବାଣ ଫୁଟାଇଲେ ହେବ କାର୍ଯ୍ୟାନୁଷ୍ଠାନ। ଜଟଣୀରେ ଥିବା ୩ଟି ବାଣ ଗୋଦାମ୍‌ ସିଲ୍‌ କରାଯାଇଛି। ଲକ୍ଷାଧିକ ଟଙ୍କା ମୂଲ୍ୟର ବାଣ ଜବତ…
Read More...

କ୍ୟାବିନେଟ ବୈଠକରେ ୨୧୪ଟି ଆଇନ ରଦ୍ଧ।

ଭୁବନେଶ୍ୱର,୧୩।୧୧(ଓଡ଼ିଆ ନ୍ୟୁଜ): ୧୯୫୦ ମସିହାରୁ ୨୦୧୧ ମଧ୍ୟରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଣୀତ ୨୧୪ଟି ଆଇନକୁ ରଦ୍ଦ କରାଯାଇଛି। ଆଇନ ବିଭାଗ ଦେଇଥିବା ଏହି ପ୍ରସ୍ତାବକୁ ଅର୍ଥ ବିଭାଗ ଅନୁମୋଦନ କରିଛି। ଏ ନେଇ ଓଡ଼ିଶା ରାଜ୍ୟ ବିଧି ଆୟୋଗଙ୍କ ସୁପାରିସକୁ ଗ୍ରହଣ କରି ରାଜ୍ୟ ସରକାର ଓଡ଼ିଶା…
Read More...

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଘୋଷଣା କଲେ ୨.୬୫ କୋଟିର ପ୍ୟାକେଜ।

ନୂଆଦିଲ୍ଲୀ,୧୩।୧୧(ବ୍ୟୁରୋ): କରୋନା ମହାମାରୀ ଦ୍ୱାରା କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ସୁଧାରିବା ଲାଗି ସରକାର ପ୍ରୟାସ ଜାରି କରିଛନ୍ତି। ପୂର୍ବରୁ ଆତ୍ମନିର୍ଭର ପ୍ୟାକେଜ ଭାବେ ୨୦ ଲକ୍ଷ କୋଟି ଏବଂ ଦ୍ୱିତୀୟ ପ୍ରୋତ୍ସାହନ ପ୍ୟାକେଜ ଭାବେ ପାର୍ବଣ ଉପଲକ୍ଷେ ସରକାରୀ କର୍ମଚାରୀଙ୍କ ଲାଗି ୭୩…
Read More...

ଆରମ୍ଭ ହେଲା ଭୋଟର ତାଲିକା ସ°ଶୋଧନ।

ଭୁବନେଶ୍ୱର,୧୩ା୧୧(ଓଡ଼ିଆ ନ୍ୟୁଜ): ଭାରତୀୟ ନିିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧିତ ଫଟୋ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ପୁରୀ ଜିଲାରେ ଆରମ୍ଭ ହୋଇଛି। ଆସନ୍ତା ଜାନୁୟାରୀ ପହିଲା ସୁଦ୍ଧା ୧୮ବର୍ଷ ପୂରଣ ହେଉଥିବା ନାଗରିକମାନେ ଭୋଟର ଭାବେ ନାମ…
Read More...

ଆମେ ହାରିନୁ ଆମେ ଜିତିଛୁ : ତେଜସ୍ଵୀ ଯାଦବ

ପାଟନା,୧୨ ।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପରେ ଏବେ ଆର୍‌ଜେଡି ନେତା ତେଜସ୍ୱୀ ଯାଦବ ମହାମେଣ୍ଟର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି । ଏହାପରେ ସେ କହିଛନ୍ତି ବିହାର ଜନତା ମହାମେଣ୍ଟ ସହ ଥିଲେ । ତେଣୁ ଆମେ ପରାଜିତ ହୋଇନୁ । ସେ ପୋଷ୍ଟାଲ ବାଲାଟକୁ ପୁଣିଥରେ ଗଣିବାକୁ…
Read More...

କୋର୍ଟରେ ହାଜର ହେଲେ ଅନୁଭବ।

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ): ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ହୋଇଥିବା ପାରିବାରିବ ହିଂସା ମାମଲାକୁ ନେଇ କୋର୍ଟରେ ହାଜର ହେଲେ ସ୍ବାମୀ ଅନୁଭବ ମହାନ୍ତି। କଟକ ଏସ୍‌ଡିଜେଏମ୍‌ କୋର୍ଟରେ ହାଜର ହୋଇ ଅନୁଭବ ଜବାବ ଦାଖଲ ପାଇଁ ସମୟ ନେଇଛନ୍ତି। ତେବେ ଏହି ମାମଲାର…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି କର୍ମକ୍ଷେତ୍ରରେ ପ୍ରତ୍ୟେକ ପରିସ୍ଥିତିର ଠିକ୍‌ ସମୀକ୍ଷା କରି ପଦକ୍ଷେପ ନେବା ଠିକ୍‌ ହେବ। କଳା, ସାହିତ୍ୟ, ସଙ୍ଗୀତ, ସତ୍‌ସଙ୍ଗ, ସଭାସମିତି ଓ ସଂଗଠନ କ୍ଷେତ୍ରରୁ ପ୍ରଶଂସିତ ହେବେ। ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ ବିଶେଷ ଅସୁବିଧା ହେବ ନାହିଁ। କେତେକ…
Read More...