ଯୁକ୍ତ ୩ ସ୍ପଟ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ।
ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଯୁକ୍ତ ୩ ପ୍ରଥମ ବର୍ଷ ସ୍ପଟ୍ ନାମଲେଖା ପାଇଁ ସୋମବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭିନ୍ନ ଡିଗ୍ରୀ କଲେଜରେ ଖାଲିଥିବା ସିଟ୍ ନେଇ ନଭେମ୍ବର ୯ରେ ବିଭାଗୀୟ ୱେବ୍ସାଇଟ୍ରେ ସୂଚନା ପ୍ରଦାନ କରାଯିବ ଓ ୧୦ରୁ ୧୩ ତାରିଖ ପର୍ଯ୍ୟନ୍ତ…
Read More...
Read More...