banner
Breaking

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ପାରିବାରିକ କଳହ ଲାଗିପାରେ। କିନ୍ତୁ ଶୁକ୍ର ପ୍ରଭାବରେ ଦ୍ୱିଜାର ଯାତ୍ରା,ବନ୍ଧୁମିଳନ ଓ ମନୋରଞ୍ଜନ ପାଇଁ ବହୁତ ଭଲ। ସାମାଜିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପ୍ରତିଶ୍ରୁତିରୁ ଓହରିବା କାରଣରୁ ଶେଷ ସମୟରେ ବନ୍ଧୁଙ୍କ ଉପରୁ ବିଶ୍ୱାସ ହରାଇପାରନ୍ତି।…
Read More...

ଅପରାଧ ରୋକିବା ପାଇଁ ପୋଲିସ କମିଶନରଙ୍କ ନୂଆ ଯୋଜନା।

କଟକ-ଭୁବନେଶ୍ୱରରେ ଅପରାଧ ରୋକିବା ପାଇଁ ଆରମ୍ଭ ହୋଇଛି ନୂଆ ଯୋଜନା। ଦାଦାବଟିକୁ ନା’ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇ ପୁଲିସ କମିଶନର ସୁଧାଂଶୁ ଷଢ଼ଙ୍ଗୀ କହିଛନ୍ତି ଯେ ଟ୍ୟୁଇନ୍‌ ସିଟି କଟକ-ଭୁବନେଶ୍ବରରେ ଦାଦାବଟି ଆଦାୟକୁ ପ୍ରଶୟ ଦିଆଯିବ ନାହିଁ। ଏହାକୁ ବନ୍ଦ କରିବା ପାଇଁ ଏକ ହେଲ୍ପ…
Read More...

ରାଜ୍ୟରେ ଆଜି ୨୧୩୮ ପଜିଟିଭ ଚିହ୍ନଟ ଓ ୧୫ ମୃତ।

ଭୁବନେଶ୍ୱର,୧୬/୧୦(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୨୧୩୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୫୧ ସଙ୍ଗରୋଧ କେନ୍ଦ୍ରରୁ ଓ ୮୮୭ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୪,୧୪୯ରେ ପହଞ୍ଚିଛି। ସେଥିରୁ ୨,୩୮,୫୩୫ ସୁସ୍ଥ ହୋଇ ଘରକୁ…
Read More...

ନବୀନ @ ୭୫। ଅପ୍ରତିଦ୍ବନ୍ଦୀ, ଅଦ୍ବିତୀୟ, ଜନନେତା।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପ୍ରତିଦ୍ୱନ୍ଦ୍ୱୀ ଓ ଅଦ୍ୱିତୀୟ। ସ୍ବଚ୍ଛ ଭାବମୂର୍ତ୍ତି ତାଙ୍କୁ ଓଡ଼ିଶା ରାଜନୀତିରେ ଜଣେ ଜନପ୍ରିୟ ନେତା ଭାବେ ପରିଚିତ କରାଇଛି। ଦୁଇ ଦଶନ୍ଧି ଧରି କ୍ଷମତାରେ ରହିବା ପରେ ମଧ୍ୟ ତାଙ୍କ ବ୍ୟକ୍ତିତ୍ୱ ଅକ୍ଷୁଣ୍ଣ ରହିଛି। ସ୍ବଚ୍ଛ ଶାସନ ଏବଂ ଉତ୍ସର୍ଗୀକୃତ ସେବା…
Read More...

୧୯ ରେ ଲଘୁଚାପ ୨୧ରୁ ବର୍ଷା।

ଭୁବନେଶ୍ୱର,୧୬।୧୦(ଓଡ଼ିଆ ନ୍ୟୁଜ):ଆସନ୍ତା ୧୯ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୧ରୁ ଉପକୂଳ ଓଡ଼ିଶାରେ ବର୍ଷା ହେବ। ବିଶେଷ କରି ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ,…
Read More...

କୋଭିଡ ପାଇଁ ଆଗକୁ ସତର୍କ ରହିବାକୁ ପରାମର୍ଶ।

ଭୁବନେଶ୍ୱର,୧୫ା୧୦(ଓଡ଼ିଆ ନ୍ୟୁଜ): କୋଭିଡ୍‌ ପରିଚାଳନାରେ ଓଡ଼ିଶାର ସମସ୍ତ ସୂଚକାଙ୍କ ଜାତୀୟ ହାରଠାରୁ ଭଲ ରହିଛି। ଅଧିକାଂଶ ଜିଲାରେ ନୂଆ ସଂକ୍ରମଣ କମୁଛି। କଟକ, ଖୋର୍ଦ୍ଧା, ପୁରୀ ଭଳି ଅଧିକ ସଂକ୍ରମଣ ଥିବା ଜିଲାଗୁଡ଼ିକରେ ମଧ୍ୟ ପରିସ୍ଥିତିର ଉନ୍ନତି ଆସିଛି। ଆଗକୁ ପାର୍ବଣ ଏବଂ ତା’ପରେ…
Read More...

ରାଜ୍ୟରେ ଆଜି ପୁଣି ୨୬୦୪ ପଜିଟିଭ ଚିହ୍ନଟ ଓ ୧୫ ମୃତ।

ଭୁବନେଶ୍ୱର,୧୪।୧୦(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୨୬୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୧୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୦୯୩ଜଣ ସ୍ଥାନୀୟ ଅଞ୍ଚଳର ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ…
Read More...

ପ୍ରତିକୂଳ ଜଳବାୟୁ ଜୀବନ ଜୀବିକା ପାଇଁ ବିପଦ ସୃଷ୍ଟି କରୁଛି।

ଭୁବନେଶ୍ୱର : ଆଜି ଆନ୍ତର୍ଜାତିକ ଦୁର୍ବିପାକ ବିପର୍ଯ୍ୟୟ ପ୍ରଶମନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ପ୍ରତିବର୍ଷ ବିଭିନ୍ନ ପ୍ରତିକୂଳ ଜଳବାୟୁ ପରିସ୍ଥିତି ଓଡ଼ିଶାର ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ଓ ଜୀବିକା ପ୍ରତି ବିପଦ ସୃଷ୍ଟି କରୁଛି। ବିଭିନ୍ନ ସ୍ତରରେ ବିପର୍ଯ୍ୟୟ…
Read More...

ସାମ୍ବାଦିକଙ୍କ ଅକାଳ ବିୟୋଗ।

ବାଙ୍କୀ,୧୩/୧୦(ଓଡ଼ିଆ ନ୍ୟ): ବୈଦ୍ୟୁତିକ ଗଣମାଧ୍ୟମ ଜି.ଓଡିଶାର ବାଙ୍କୀ ପ୍ରତିନିଧି ଗୋବିନ୍ଦ ଚନ୍ଦ୍ର ପରିଡା(୪୬)ଙ୍କର ହୃଦ୍‌ଘାତରେ ସୋମବାର ଦିନ ପରଲୋକ ହୋଇଯାଇଛି। ସେ ଜଣେ ନିର୍ଭିକ, ସଚ୍ଚୋଟ୍ଟ, ସତ୍ୟନିଷ୍ଠ ଓ କର୍ତ୍ତବ୍ୟ ପରାୟଣ ସାମ୍ବାଦିକ ଭାବରେ ସବୁରି ପ୍ରିୟ ଥିଲେ। ତାଙ୍କର ଶରୀର…
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ପାନୀୟ ଜଳ ମିଶନ ‘ସୁଜଳ’ ଲୋକାର୍ପିତ

ଭୁବନେଶ୍ୱର,୧୩ା୧୦(ଓଡ଼ିଆ ନ୍ୟୁଜ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ୱର ଓ ପୁରୀରେ ଟ୍ୟାପ୍‌ରୁ ପାନୀୟ ଜଳ ମିଶନ ‘ସୁଜଳ’ ଲୋକାର୍ପିତ କରିଛନ୍ତି। ଏହି ମିଶନ କାର୍ଯ୍ୟକାରୀ କରିବାରେ ଓଡ଼ିଶା ଦେଶରେ ପ୍ରଥମ ରାଜ୍ୟ। ଏହାଦ୍ୱାରା ଲୋକମାନେ ଉନ୍ନତ ଦେଶର ଲୋକଙ୍କ ଭଳି ସିଧା…
Read More...