banner
Breaking

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଅନ୍ୟମାନଙ୍କ ପ୍ରରୋଚନାରେ ଆପଣ ଭୁଲ୍‌ ନିଷ୍ପତ୍ତି ନେଇ ପଶ୍ଚାନ୍ତେ ଅନୁତାପ କରିବାକୁ ପଡିପାରେ । ସାମାନ୍ୟ ବିଳମ୍ବିତ ସମୟରେ ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି । ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେବ ।…
Read More...

ରାଧେ ସୁଟି° ସେଟରେ ସଲମାନ ଓ ଦିଶା।

ମୁମ୍ବାଇ ୧୧/୧୦: କରୋନା ଭୂତାଣୁ ମହାମାରୀ ସହ ଭାରତ ଏବେ ସଂଘର୍ଷ କରୁଥିବା ବେଳେ ଚଳଚ୍ଚିତ୍ର ଶିଳ୍ପ ପୁଣି ସକ୍ରିୟ ହୋଇଉଠିଛି । ୬-୭ ମାସ ବ୍ୟବଧାନ ପରେ ବିଭିନ୍ନ ଫିଲ୍ମର ସୁଟିଂ ଆରମ୍ଭ ହୋଇଯାଇଛି । ସଲ୍‌ମାନ ଖାନଙ୍କ ଅଭିନୀତ ଆଗାମୀ ଚଳଚ୍ଚିତ୍ର ‘ରାଧେ’ର ସୁଟିଂ ମଧ୍ୟ ଆରମ୍ଭ ହୋଇଯାଇଛି ।…
Read More...

ହାଇଦ୍ରାବାଦକୁ ହରାଇଲା ରାଜସ୍ଥାନ। ମ୍ୟାଚ ଥିଲା ସଙ୍ଘର୍ଷ ପୁର୍ଣ୍ଣ।

ଦୁବାଇ, ୧୧।୧୦: ଚଳିତ ଆଇପିଏଲ୍‌ରେ ରବିବାର ଖେଳାଯାଇଥିବା ୨୬ତମ ମୁକାବିଲାରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌କୁ ୫ ଉଇକେଟ୍‌ରେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ହାଇଦ୍ରାବାଦ୍‌…
Read More...

ରାଜଧାନୀରେ ଏଟିଏମ କାଟି ଲକ୍ଷାଧିକ ଲୁଟ।

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ମାତିଲେ ଏଟିଏମ ଲୁଟେରା। ଭୁବନେଶ୍ୱର ଇନଫୋସିଟି ଥାନା ଅନ୍ତର୍ଗତ ପଟିଆ ଷ୍ଟେସନ ରୋଡ୍‌ରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ(PNB) ଏଟିଏମ୍‌ରୁ ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଗ୍ୟାସ୍‌…
Read More...

ରାଜ୍ୟରେ ଆଜି ୨୫୪୬ ପଜିଟିଭ ଚିହ୍ନଟ ଓ ୧୬ ମୃତ।

ଭୁବନେଶ୍ୱର,୧୧/୧୦(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୨୫୪୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦୪ ସଙ୍ଗରୋଧ କେନ୍ଦ୍ରରୁ ଓ ୧ ହଜାର ୦୪୨ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୨,୨୩୯ରେ ପହଞ୍ଚିଛି। ସେଥିରୁ…
Read More...

ଉପନିର୍ବାଚନ ପାଇଁ ବିଜେପିର ପାର୍ଥୀ ଘୋଷଣା।

ଭୁବନେଶ୍ବର: ରାଜ୍ୟରେ ଦୁଇଟି ଉପନିର୍ବାଚନ ପାଇଁ ବିଜେପି ରବିବାର ପ୍ରାର୍ଥୀ ଘୋଷଣା କରିଛି। ବାଲେଶ୍ବର ସଦର ପାଇଁ ପୂର୍ବତ୍ତନ ବିଧାୟକ ମଦନମୋହନ ଦତ୍ତଙ୍କ ପୁଅ ମାନସ ଦତ୍ତକୁ ପ୍ରାର୍ଥୀ କରିଥିବା ବେଳେ ତିର୍ତ୍ତୋଲ ପାଇଁ ରାଜ କିଶୋର ବେହେରାଙ୍କ ନାମ ଘୋଷଣା କରିଛି ବିଜେପି । ସୂଚନା…
Read More...

ଦୀପାବଳି ପୂର୍ବରୁ ଖୋଲିବନି ସ୍କୁଲ।

ମୁମ୍ବାଇ, ୧୧।୧୦: ମହାରାଷ୍ଟ୍ରରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସ୍କୁଲ ଗୁଡ଼ିକୁ ବନ୍ଦ ରଖାଯାଇଛି। ତେବେ ଦୀପାବଳି ପୂର୍ବରୁ ସ୍କୁଲ ଖୋଲିବାର ସମ୍ଭାବନା ନାହିଁ ବୋଲି ରାଜ୍ୟ ସ୍କୁଲ ଶିକ୍ଷାମନ୍ତ୍ରୀ ବର୍ଷା ଗାଏକ୍ୱାଡେ ସୂଚନା ଦେଇଛନ୍ତି। ଦୀପାବଳି…
Read More...

କରୋନା ନୁହେଁ ଡାକ୍ତର ଅବହେଳାରୁ ଯାଉଛି ଜୀବନ।

କଟକ ,୧୧।୧୦: କରୋନା ମହାମାରୀକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଏପଟେ କିନ୍ତୁ ରାଜ୍ୟରେ ସ୍ବାସ୍ଥ୍ୟ ସେବା ବିଗିଡିବାରେ ଲାଗିଛି। କୋଭିଡ୍‌ ଗାଇଡ୍‌ଲାଇନ୍‌ ଆଳରେ ହସ୍ପିଟାଲଗୁଡ଼ିକରେ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀମାନେ ଚିକିତ୍ସାରେ ଅବହେଳା ପ୍ରଦର୍ଶନ…
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା କଟକ ଏସିବି ରାସ୍ତା ଉଦଘାଟିତ।

କଟକ ,୧୧। ୧୦: ବିଶ୍ୱସ୍ତରୀୟ ହେବ ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ କଲେଜ ଓ ହସ୍ପିଟାଲ। ଏହି ପରିପ୍ରେକ୍ଷୀରେ ମେଡିିକାଲକୁ ସଂଯୋଗ କରୁଥିବା ରାସ୍ତାକୁ ପ୍ରଶସ୍ତୀକରଣ କରାଯିବ। ପ୍ରଥମ ପର୍ଯ୍ୟାୟରେ ନବନିର୍ମିତ ଯୋବ୍ରା-ରାଣୀହାଟ ତାଳଦଣ୍ଡା କେନାଲ ପାର୍ଶ୍ୱ ତିନି ଥାକିଆ ରାସ୍ତାକୁ…
Read More...

ଅବପାତ ରୂପନେଲା ଲଘୁଚାପ। ଆସନ୍ତା କାଲିଠାରୁ ବର୍ଷା।

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ଭୁବନେଶ୍ବର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ରବିବାର ସକାଳେ ଅବପାତର ରୂପ ନେଇଛି। ବିଶାଖାପାଟଣାଠାରୁ ୪୩୦ କିମି ଦକ୍ଷିଣ-ଦକ୍ଷିଣପୂର୍ବରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି। ଅବପାତ…
Read More...