banner
Breaking

ଚେନାଇକୁ ୧୦ ରନରେ ହରାଇଲା କଲିକତା।

ଆବୁଧାବି, ୮।୧୦:  ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ୧୦ ରନରେ ଚେନ୍ନାଇ ସୁପରକିଙ୍ଗ୍ସକୁ ପରାସ୍ତ କରିଛି। କୋଲକାତା ପ୍ରଥମେ ବ୍ୟାଟିଂ କରି ୧୬୭ ରନରେ ଅଲଆଉଟ ହୋଇଥିବାବେଳେ ଚେନ୍ନାଇ ୨୦ ଓଭରରେ ୫ ଉଇକେଟ ହରାଇ ୧୫୭ ରନ କରିବାକୁ ସକ୍ଷମ ହୋଇଥିଲା। ଶେଷ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜିର ଯାତ୍ରା ମନକୁ ସାମୟିକ ଆନନ୍ଦ ପ୍ରଦାନ କରୁଥିବା ସମୟରେ କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଜନିତ ବିଷୟକୁ ନେଇ ଚିନ୍ତା ବଢ଼ାଇବ। ଅଶ୍ୱିନୀ ନକ୍ଷତ୍ରର ମନରେ ଅସ୍ଥିରତା ଲାଗି ରହିବା କାରଣରୁ ଅନ୍ୟମାନଙ୍କ କଥା ଆପଣଙ୍କୁ ଭଲ ଲାଗିବ ନାହିଁ। ପାପଯୁକ୍ତ ଚନ୍ଦ୍ରଙ୍କ ଯୋଗୁ ପରିବାରରେ ଉତ୍ଥାନ…
Read More...

କୋଭିଡ ଯୋଦ୍ଧାଙ୍କ ପରିବାରକୁ ରାଜ୍ୟ ସରକାର ଅନୁକମ୍ପା ସହାୟତା ଯୋଗାଇଦେବେ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ  ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା କରିଛନ୍ତି । ଗତ ୮ ମାସ ଧରି କୋଭିଡ ବିରୁଦ୍ଧରେ ଚାଲିଥିବା ଏହି ଲଢେଇରେ କାମ କରିଚାଲିଥିବା କୋଭିଡ ଯୋଦ୍ଧା ମାନଙ୍କ ନିଷ୍ଠାର ଉଚ୍ଚପ୍ରଶଂସା କରିବା ସହିତ ସହିଦ୍‌ କୋଭିଡ…
Read More...

ଅସହାୟଙ୍କୁ ସାହା ହେଲା କିସ୍ ଫାଉଣ୍ଡେସନ।

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ଜରଦା ଥାନା ଭୋଗିବନ୍ଧ ଗ୍ରାମର ତିନି ଅସହାୟ ଭାଇ ଭଉଣୀଙ୍କୁ ସହଯୋଗର ହାତ ବଢାଇଛି କିସ୍‌ ଫାଉଣ୍ଡେସନ। ସେମାନଙ୍କ ମା’ ବାଳାବତୀ ନାୟକଙ୍କ ମୃତ୍ୟୁ ଗତ ଅଗଷ୍ଟ ମାସରେ ହୋଇ ଯାଇଥିବା ବେଳେ ସେପ୍ଟେମ୍ବର ମାସରେ ବାପା କୁଷନ ନାୟକଙ୍କ ଅକାଳ ବିୟୋଗ ହୋଇଥିଲା। ଫଳରେ…
Read More...

ଜବାହାରଲାଲ ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି।

ନୂଆଦିଲ୍ଲୀ :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଉ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ଗତ ୧୯ ବର୍ଷ ଧରି ନିରବଚ୍ଛିନ୍ନ ଭାବେ ରାଜ୍ୟ ଓ ଦେଶର ମୁଖ୍ୟ ଭାବେ ସୁଶାସନ ପ୍ରଦାନ କରିବା ସହ ୨୦ ବର୍ଷରେ ପଦାର୍ପଣ କରିଛନ୍ତି। ଏ କ୍ଷେତ୍ରରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ…
Read More...

ବର୍ଷାଙ୍କୁ ନୋଟିସ ଜାରି।

କଟକ ,୭ା୧୦: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କଠାରୁ ଛାଡ଼ପତ୍ର ପାଇଁ ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଦିଲ୍ଲୀ ପଟିଆଲା ହାଉସ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏନେଇ ବର୍ଷାଙ୍କୁ ନୋଟିସ ଜାରି କରିଛନ୍ତି କୋର୍ଟ। ଅନୁଭବଙ୍କ ପକ୍ଷରୁ ଦାୟର କରାଯାଇଥିବା ମାମଲାକୁ ଗ୍ରହଣ କରି ଡିସେମ୍ବର…
Read More...

ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣାରେ ଦୁଇଜଣଙ୍କ ଅବସ୍ଥା ସ°କଟାପନ୍ନ।

କଟକ , ୭।୧୦:ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲପମ୍ପ ବିସ୍ଫୋରଣ ଘଟଣାରେ ଏସ୍‌ସିବିକୁ ସ୍ଥାନାନ୍ତରିତ ହୋଇଥିବା ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସେମାନଙ୍କ ମଧ୍ୟରୁ ଜଣଙ୍କ ଶରୀରର ୬୦ ପ୍ରତିଶତ ଅଂଶ ପୋଡ଼ିି ଯାଇଥିବା ସହ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ଅନ୍ୟ ଜଣଙ୍କ ଶରୀରର ୪୦ ପ୍ରତିଶତ…
Read More...

କୃଷି ଉପରେ ଠିକ୍ ତଥ୍ୟ ଦେଉନାହାନ୍ତି ରାଜ୍ୟ ସରକାର।

ଭୁବନେଶ୍ୱର,୭ା୧୦(ବ୍ୟୁରୋ):ମୁଲତବୀ ପ୍ରସଙ୍ଗକୁ ଗ୍ରହଣ କରା ନ ଯିବା ଏବଂ ଖଣି ଦୁର୍ନୀତି ପ୍ରସଙ୍ଗ ଉପରେ ଆଲୋଚନା ନ ହେବାରୁ ମଙ୍ଗଳବାର ବିଧାନସଭାରେ ଦିନସାରା ହୋହଲ୍ଲା କରିଥିଲା ବିରୋଧୀ ଭାଜପା। ଶୂନ୍ୟକାଳରୁ ଆରମ୍ଭ କରି ଅଧିବେଶନ ଚାଲିବା ପର୍ଯ୍ୟନ୍ତ ଗୃହର କୌଣସି ଆଲୋଚନାରେ ଅଂଶଗ୍ରହଣ କରି…
Read More...

ଖାଲି ଶିକ୍ଷା ସାମନ୍ତ ନୁହନ୍ତି ଦରଦୀ ସାମନ୍ତ ଅଚ୍ୟୁତ।

ଭୁବନେଶ୍ୱର : ଖାଲି ଶିକ୍ଷା ସାମନ୍ତ ନୁହନ୍ତି ସେ ଦରଦୀ ସାମନ୍ତ ଅଚ୍ୟୁତ। ଶିକ୍ଷା କ୍ଷେତ୍ରରେ ନିଜର ବିସ୍ତାର ହୃଦୟ ପ୍ରତିପାଦିତ କରିଥିବା ବେଳେ ଏବେ ଅସହାୟ ମାନଙ୍କର ଦରଦୀ ବନ୍ଧୁ ପାଲଟିଛନ୍ତି କିସ୍‌ର ପ୍ରତିଷ୍ଠାତା ତଥା ସାଂସଦ ଅଚ୍ୟୁତ ସାମନ୍ତ। ଦୁଇ ମହିଳା ଖେଳାଳିଙ୍କୁ ମଙ୍ଗଳବାର…
Read More...

ଭୁବନେଶ୍ୱର ପେଟ୍ରୋଲ ଟାଙ୍କିରେ ଭୟାବହ ଅଗ୍ନିକାଣ୍ଡ। ବିସ୍ଫୋରଣରେ ଥରିଲା ରାଜଧାନୀ।

ଭୁବନେଶ୍ଵର : ରାଜଧାନୀର ପ୍ରମୁଖ ସ୍ଥାନ ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପେଟ୍ରୋଲ ପମ୍ପରେ ଥିବା ସିଏନଜି ଷ୍ଟକରେ ନିଆଁ ଲାଗି ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ନିଆଁକୁ ଆୟତ୍ତ କରିବା ପାଇଁ ଘଟଣାସ୍ଥଳରେ ଦମକଳବାହିନୀ ପହଞ୍ଚି ଲିଭାକାର୍ଯ୍ୟ ଜାରି ରଖିଛି।…
Read More...