banner
Breaking

ହସରଥ ମାମଲା ଲଢିବେ ଏପି ସି°।

ନୂଆଦିଲ୍ଲୀ,-ବରିଷ୍ଠ ଆଇନଜୀବୀ ଏପି ସିଂ ଉତ୍ତରପ୍ରଦେଶ ହାଥରସ ଗଣବଳାତ୍କାର ମାମଲାରେ ଗିରଫ ଅଭିଯୁକ୍ତଙ୍କ ପାଇଁ କୋର୍ଟରେ ମାମଲା ଲଢିବେ ବୋଲି ଜଣାପଡିଛି। ଏହି ମାମଲାରେ ଅଭିଯୁକ୍ତଙ୍କୁ ରକ୍ଷା କରିବା ପାଇଁ ଅଖିଲ ଭାରତୀୟ କ୍ଷତ୍ରୀୟ ମହାସଭା ଏପି ସିଂଙ୍କୁ ନିଯୁକ୍ତ କରିଛି। ଅଖିଲ ଭାରତୀୟ…
Read More...

ରାଜ୍ୟରେ କମିଲା କରୋନା ଆକ୍ରାନ୍ତଙ୍କ ସ°ଖ୍ୟା। ଆଜି ୨୬୧୭ ଚିହ୍ନଟ ଓ ୧୭ ମୃତ।

ଭୁବନେଶ୍ଵର,୫/୧୦(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବା ସହ ଆରୋଗ୍ୟଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ରାଜ୍ୟରୁ ଆଉ ୨୬୧୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୨୧ ଓ ସ୍ଥାନୀୟ ଅଞ୍ଚଳରୁ…
Read More...

ଆଜି ପ୍ରକାଶ ପାଇବ ଜେଇଇ ଆଡଭାନ୍ସ ପରୀକ୍ଷା ଫଳ।

ଭୁବନେଶ୍ୱର  : ଜେଇଇ ଆଡ଼ଭାନ୍ସ ପରୀକ୍ଷା ଫଳ ଅକ୍ଟୋବର ୫ ଅର୍ଥାତ ସୋମବାର ପୂର୍ବାହ୍ନରେ ଆଇଆଇଟି ଦିଲ୍ଲୀ ପକ୍ଷରୁ ପ୍ରକାଶ ପାଇବ। ପରୀକ୍ଷା ଦେଇଥିବା ବିଦ୍ୟାର୍ଥୀ ଜେଇଇ ଆଡ଼ଭାନ୍ସ ୱେବସାଇଟ୍‍କୁ ଯାଇ ୟୁଜର ଆଇଡି ଏବଂ ପାସ୍‍ୱାର୍ଡ ଲଗ୍‌ଇନ୍‍ କରି ପରୀକ୍ଷା ଫଳ ଦେଖି ପାରିବେ ବୋଲି ଆଇଆଇଟି…
Read More...

ଚେନ୍ନାଇର ଜବରଦସ୍ତ ବିଜୟ। ୧୦ ଓ୍ବିକେଟରେ ହାରିଲା ପଞ୍ଜାବ

ଦୁବାଇ, ୫।୧୦- କ୍ରମାଗତ ୩ଟି ମ୍ୟାଚରେ ପରାଜୟ ପରେ ପୂର୍ବତନ ଚାମ୍ପିୟନ ଚେନ୍ନାଇ ସୁପରକିଙ୍ଗ୍ସ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ରବିବାର ବିଜୟ ସ୍ବାଦ ଚାଖିଛି। ଦୁଇ ଓପନର ଶେନ ଓ୍ବାଟସନ ଓ ଫାଫ୍‌ ଡୁପ୍ଲେସିଙ୍କ ଆକର୍ଷଣୀୟ ପ୍ରଦର୍ଶନ ବଳରେ ଦଳ କିଙ୍ଗ୍ସ ଇଲେଭେନ ପଞ୍ଜାବକୁ ୧୦ ଉଇକେଟରେ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆପଣ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି । ସବୁ କିଛି ଶୁଣି ପାରିବା ପରେ ଫେରିବା ସମୟକୁ ମନଦୁଃଖ କରି ବହୁତ ଅନୁରୋଧପୂର୍ଣ୍ଣ କଥା କହିବେ । ଅତ୍ୟଧିକ ଭ୍ରମଣଜନିତ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ନୂତନ…
Read More...

ଶୁଟର ଶ୍ରେୟାସୀ ସି° ଭାଜପାରେ।

ନୂଆଦିଲ୍ଲୀ, ୪।୧୦: ବିହାର ନିର୍ବାଚନ ପୂର୍ବରୁ ଦିଗଂବତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଗ୍‌ବିଜୟ ସିଂଙ୍କ ଝିଅ ତଥା ଜାତୀୟସ୍ତରର ମହିଳା ଶୁଟର୍‌ ଶ୍ରେୟାସୀ ସିଂ ଭାଜପାରେ ସାମିଲ ହୋଇଛନ୍ତି। ରବିବାର ନୂଆଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଦଳର ନେତା ଭୂପେନ୍ଦ୍ର ଯାଦବଙ୍କ ଉପସ୍ଥିତିରେ…
Read More...

ହାଇଦ୍ରାବାଦକୁ ୩୪ ରନରେ ହରାଇଲା ମୁମ୍ବାଇ।

ଶାରଜା, ୪।୧୦: ଚଳିତ ଆଇପିଏଲ୍‌ର ୧୭ତମ ମୁକାବିଲାରେ ରବିବାର ମୁମ୍ବାଇ ଇଣ୍ଡିଆନ୍ସ ୩୪ ରନରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ସ୍ଥାନୀୟ ଶାରଜା କ୍ରିକେଟ୍‌ ଷ୍ଟାଡିୟମରେ ଅପରାହ୍ନରେ ଖେଳାଯାଇଥିବା ଏହି ହାଇସ୍କୋରିଂ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ଇଣ୍ଡିଆନ୍ସ…
Read More...

ତମନ୍ନା ଭଟିଆ କରୋନା ଆକ୍ରାନ୍ତ।

ମୁମ୍ବାଇ, ୪।୧୦-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଗତ କିଛିଦିନ ତଳେ ହାଇଦ୍ରାବାଦରେ ତମନ୍ନା ଏକ ୱେବ ସିରିଜ ପାଇଁ ସୁଟିଂ କରୁଥିଲେ। ଏହାପରେ ତାଙ୍କଠାରେ କରୋନା ଲକ୍ଷଣ ଦେଖାଯାଇଥିଲା। ସେ କୋଭିଡ ଟେଷ୍ଟ କରିବା ପରେ ତାଙ୍କ ରିପୋର୍ଟ ପଜିଟିଭ ଆସିଛି।…
Read More...

୯ରୁ ଆଉ ଏକ ଲଘୁଚାପ।

ଭୁବନେଶ୍ୱର,୪ା୧୦(ବ୍ୟୁରୋ.): ଆସନ୍ତା ୯ ତାରିଖରୁ ଉତ୍ତର ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ପଶ୍ଚିମ ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ଏହା ଘନୀଭୂତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ଏହାର…
Read More...

ଆସନ୍ତା ଜୁଲାଇ ଭିତରେ ୨୫ କୋଟି ଟୀକା ଦିଆଯିବ;ହର୍ଷ ବର୍ଦ୍ଧନ

ନୂଆଦିଲ୍ଲୀ,୪ ।୧୦: ରବିବାର କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ଡା. ହର୍ଷ ବର୍ଦ୍ଧନ କହିଛନ୍ତି, ଆସନ୍ତା ବର୍ଷ ଜୁଲାଇ ମଧ୍ୟରେ ୨୦-୨୫ କୋଟି ଭାରତୀୟଙ୍କୁ କରୋନା ଭ୍ୟାକ୍ସିନ ଦେବାକୁ ସରକାର ଲକ୍ଷ୍ୟ ରଖିଛନ୍ତି । ଏହି ଟିକା ପ୍ରଥମେ ସ୍ୱାସ୍ଥ୍ୟକର୍ମୀଙ୍କୁ ଦିଆଯିବ ବୋଲି ସେ…
Read More...