banner
Breaking

ତିର୍ତ୍ତୋଲରେ ବିଜୟଙ୍କୁ ଗ୍ରୀନ ସିଗନାଲ।

ଭୁବନେଶ୍ୱର,୩/୧୦(ଓଡ଼ିଆ ନ୍ୟୁଜ): ଜଗତସିଂହପୁର ଜିଲ୍ଲାର ତିର୍ତ୍ତୋଲ ଉପ-ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ଏବେ ରାଜନୈତିକ ଦଳରେ ସରଗରମ ଲାଗି ରହିଛି। ନିର୍ବାଚନ ଯେତିକି ପାଖେଇ ଆସୁଛି, ପ୍ରାର୍ଥୀ ଚୟନ ନେଇ ସେତିକି ଉଷ୍ମତା ମଧ୍ୟ ବୃଦ୍ଧି ପାଉଛି । ତିର୍ତୋଲ ବିଧାନସଭା ଆସନକୁ ନେଇ…
Read More...

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା। ୭ ଯାଏ ବର୍ଷିବ।

ଭୁବନେଶ୍ୱର,୩/୧୦(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା (ରବିବାର ) ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଅନୁଗୋଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା  ଆଶଙ୍କା କରିଛି ପାଣିପାଗ ବିଭାଗ ।  ରାୟଗଡା, ବୌଦ୍ଧ, ପୁରୀ,ଖୋର୍ଦ୍ଧା, ନୟାଗଡ଼, ପୁରୀ,ବଲାଙ୍ଗୀର, କଟକ,ଜଗତସିଂହପୁର, କେନ୍ଦ୍ରାପଡା,…
Read More...

ପ୍ଲାଜମା ଦାନକଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

କଟକ ,୩/୧୦(ଓଡ଼ିଆ ନ୍ୟୁଜ): କେନ୍ଦ୍ର ତୈଳ ଓ ପ୍ରାକୃତିକ ବାସ୍ପ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶନିବାର କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଳେଜ ଓ ହସ୍ପିଟାଲରେ ପ୍ଳାଜମା ଦାନ କରିଛନ୍ତି। ଏଥିସହିତ କରୋନା ଆକ୍ରାନ୍ତ ହୋଇ ଆରୋଗ୍ୟ ଲାଭ କରିଥିବା ସମସ୍ତେ ପ୍ଳାଜମା ଦାନ…
Read More...

ପ୍ରଦୀପ ମହାରଥୀଙ୍କ ସ୍ବାସ୍ଥ୍ୟବସ୍ଥା ନେଇ କଥାହେଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୩/୧୦(ଓଡ଼ିଆ ନ୍ୟୁଜ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କର ଆରୋଗ୍ୟ କାମନା କରିଛନ୍ତି । ପିପିଲି ବିଧାୟକ କରୋନା ସଂକ୍ରମିତ ହେବାପରେ ଏବେ ତାଙ୍କର ଚିକିତ୍ସା ଚାଲିଛି । ସେ ଭେଣ୍ଟିଲେଟର ସପୋର୍ଟରେ ରହିଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ପରିବାର…
Read More...

ସୁରକ୍ଷା ‘ଭୁବନେଶ୍ୱର ପକ୍ଷରୁ ଗାନ୍ଧୀଜୟନ୍ତୀ ଗାନ୍ଧିବିଚାର ହିଁ ସାମ୍ପ୍ରତିକ ପରିସ୍ଥିତି ସମାଧାନର…

ଭୁବନେଶ୍ୱର,୩/୧୦(ଓଡ଼ିଆ ନ୍ୟୁଜ): ଜାତିର ପିତା ମହାତ୍ମା ଗାନ୍ଧୀ ଙ୍କର ବିଚାରହିଁ ଦେଶକୁ ଏକତା ସୂତ୍ରରେ ବାନ୍ଧି ପାରିବ ଏବଂ ସାମ୍ପ୍ରତିକ ପରିସ୍ଥିତିର ସମାଧାନରେ ଏକମାତ୍ର ବିକଳ୍ପ ବୋଲି ଆଜି ପୂର୍ବାହ୍ନରେ ରାଜଧାନୀର ଅନ୍ୟତମ ଅଗ୍ରଣୀ ସ୍ବେଛାସେବୀ ସଂଗଠନ ସୁରକ୍ଷା ପକ୍ଷରୁ ସ୍ଥାନୀୟ ଜନତା…
Read More...

କିଟ୍ ରେ ପଢିବେ ଆନନ୍ଦପୁରର ଗରିବ ମେଧାବୀ ଛାତ୍ର ରାହୁଳ।

ଭୁବନେଶ୍ୱର,୩/୧୦(ଓଡ଼ିଆ ନ୍ୟୁଜ):ଏଣିକି ଆଉ ଗୁପଚୁପ ବିକିବା ପାଇଁ ପଡିବ ନାହିଁ ଆନନ୍ଦପୁରର ମେଧାବୀ ଛାତ୍ର ରାହୁଳ ମହତଙ୍କୁ। କିଟ୍ ବିଶ୍ୱବିଦ୍ୟାଳୟରେ ଉଚ୍ଚ ବୈଷୟିକ ଶିକ୍ଷା ପାଇବା ପାଇଁ ସହାୟତାର ହାତ ବଢାଇଛି କିସ ଫାଉଣ୍ଡେସନ। କେନ୍ଦୁଝର ଜିଲ୍ଲା ଆନନ୍ଦପୁର ପୌର ପରିଷଦର ଗରିବ ମେଧାବୀ…
Read More...

ଜୀବନ ବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ।

ଭୁବନେଶ୍ୱର,୩/୧୦(ଓଡ଼ିଆ ନ୍ୟୁଜ:ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଗାନ୍ଧି ଜୟନ୍ତୀ ଉପଲକ୍ଷେ ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀ ମୈତ୍ରୀ ବିହାର ୱାର୍ଡ ନଂ-୧୬ ରେ ଓଡ଼ିଶା ମୋ ପରିବାର ତତ୍ବାବଧାନରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି…
Read More...

ରାଜ୍ୟରେ ଆଜି ପୁଣି ୩୦୫୩ ପଜିଟିଭ ଚିହ୍ନଟ ଓ ୧୭ ମୃତ।

ଭୁବନେଶ୍ଵର,୩/୧୦(ଓଡ଼ିଆ ନ୍ୟୁଜ):ରାଜ୍ୟରୁ ଆଜି ପୁଣି ୩୦୫୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।ସେମାନଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୧୮୦୪ଜଣ ଓ ୧ ୨୪୯ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟର ମୋଟ୍ କରୋନା…
Read More...

ସିଏସକେକୁ ହରାଇଲା ହାଇଦ୍ରାବାଦ।

ଦୁବାଇ, ୩।୧୦-ଏକାଧିକ କ୍ୟାଚ ଡ୍ରପ୍‌ ଏବଂ ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନଙ୍କ ବିଫଳତା ଚେନ୍ନାଇ ସୁପରକିଙ୍ଗ୍ସ ପାଇଁ ମହଙ୍ଗା ପଡ଼ିଛି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ଦଳ ସନ୍‌ରାଇଜର୍ସ ହାଇଦ୍ରାବାଦ ନିକଟରୁ ୭ ରନରେ ପରାଜିତ ହୋଇଛି। ୧୬୫ ରନ ବିଜୟ ଲକ୍ଷ୍ୟର ପିଛା କରି ମହେନ୍ଦ୍ର ସିଂ ଧୋନୀଙ୍କ…
Read More...

ଏଣିକି ବ୍ୟାଙ୍କ ସୁଧ ଉପରେ ଆଉ ପଡିବନି କମ୍ପାଉଣ୍ଡ ସୁଧ।

ନୂଆଦିଲ୍ଲୀ,୩/୧୦(ବ୍ୟୁରୋ): କରୋନା ମହାମାରୀ ଭୟାବହତା ଭିତରେ ଆସିଲା ଖୁସି ଖବର । ଋଣ ନେଇଥିବା ବ୍ୟାଙ୍କ ଗ୍ରାହକଙ୍କୁ ବଡ ଧରଣର ଆଶ୍ୱସ୍ତି । ଏଣିକି ସୁଧ ଉପରେ ଆଉ ପଡିବନି ସୁଧ । ଦୁଇ କୋଟି ଟଙ୍କାର ଋଣ ଯାଏଁ ଏହି ସୁବିଧା ମିଳିବ । ସୁପ୍ରିମକୋର୍ଟଙ୍କୁ ଏହା ଜଣାଇଛନ୍ତି କେନ୍ଦ୍ର ସରକାର ।…
Read More...