banner
Breaking

ଦି ଇଣ୍ଟରଭ୍ୟୁ ଟାଇମ୍ସ”ର ୯ମ ବାର୍ଷିକ ଉତ୍ସବ ପାଳିତ ସମ୍ମାନିତ ହେଲେ ୨୦ଜଣ ପ୍ରେରଣାଦାୟୀ ବ୍ୟକ୍ତିବିଶେଷ

ଭୁବନେଶ୍ୱର,୨/୧୦- : ରାଜ୍ୟର ଅଗ୍ରଣୀ ମାସିକ ପତ୍ରିକା “ଦି ଇଣ୍ଟରଭ୍ୟୁ ଟାଇମ୍ସ”ର ୯ମ ବାର୍ଷିକ ଉତ୍ସବ ହୋଟେଲ୍ ମେ’ଫେୟାର, ଭୁବନେଶ୍ୱର ଠାରେ ଅନୁଷ୍ଠିତ ହୋଇଯାଇଅଛି  । ଚଳିତ ବର୍ଷ କୋଭିଡ୍‌-୧୯ ମହାମାରୀ କଟକଣା ହେତୁ ସରକାରଙ୍କ ଦ୍ୱାରା ଜାରି ହୋଇଥିବା କୋଭିଡ୍‌-୧୯ ଗାଇଡ୍‌ଲାଇନ୍ ଗୁଡ଼ିକୁ…
Read More...

ରାଜ୍ୟରେ ଆଜି ପୁଣି ୩୬୦୦ ପଜିଟିଭ ଚିହ୍ନଟ ଓ ୧୬ ମୃତ।

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ରାଜ୍ୟରେ ଆଜି ପୁଣି ୩୬୦୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୬,୩୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୨୧୦୯ ଜଣ ଚିହ୍ନଟ ହୋଇଥିବା ବେଳେ…
Read More...

ବିଶ୍ବରୁ କରୋନା ଯିବାକୁ ଅତିକମରେ ଏକବର୍ଷ ଲାଗିବ।

ନୂଆଦିଲ୍ଲୀ,୨ ।୧୦: କରୋନା ମହାମାରୀ ବେଳକୁ ବେଳ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଏବେ ଏହା ଅଣାୟତ୍ତ ହେବାରେ ଲାଗିଛି । ଏବେ ସମସ୍ତଙ୍କ ନଜର ଏହାର ଭ୍ୟାକ୍ସିନ ବା ଟକା ଉପରେ । ଏହାକୁ ନେଇ ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍‌(ଏମ୍ସ)ର ନିର୍ଦ୍ଦେଶକ ଡା. ରଣଦୀପ…
Read More...

ତିନି ସିପ୍ଟରେ ହେବ ଓଜେଇଇ ପରୀକ୍ଷା।

ଭୁବନେଶ୍ୱର, ୨।୧୦(ବ୍ୟୁରୋ): ଆସନ୍ତା ୧୨ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଅନୁଷ୍ଠିତ ହେବ। ଏନେଇ ଗୁରୁବାର ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଏଥର ୩ଟି ଶିଫ୍ଟରେ ୨ ଘଣ୍ଟିଆ ଅବଧି ବିଶିଷ୍ଟ ପରୀକ୍ଷା କରାଯିବ। ସକାଳ ୯ରୁ ପୂର୍ବାହ୍ନ ୧୧, ଅପରାହ୍ନ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ପ୍ରତ୍ୟେକ ସମୟରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅଶାନ୍ତି ଅନୁଭବ କରିପାରନ୍ତି । ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସ।ହପ୍ରଦ ହେବ ନାହିଁ । ଦୀର୍ଘ ଦିନରୁ ଅଟଳି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ । ବୃଷ:-ଆଜି…
Read More...

ବିଧାନସଭା ସମ୍ମୁଖରେ ମା ତଣ୍ଟିରେ ଛୁରୀ ଲଗାଇଲା ପୁଅ।

ଭୁବନେଶ୍ୱର,୧।୧୦(ବ୍ୟୁରୋ): ବିଧାନସଭାର ସୁରକ୍ଷା ବଳୟ ବାହାରେ ଗୁରୁବାର ଏକ ଅଭାବନୀୟ  ଘଟଣା  ଘଟିଛି।  ଜଣେ ଯୁବକ ତାଙ୍କ ମା’ଙ୍କ ବେକରେ ଛୁରୀ ଲାଗାଇ ହତ୍ୟା ଧମକ ଦେଇଥିଲେ। ପୋଲିସ ଯୁବକଙ୍କ କବଳରୁ ମହିଳାଙ୍କୁ ରକ୍ଷା କରିବା ପାଇଁ ନାକେଦମ ହୋଇଥିଲା। ପରେ ଉପସ୍ଥିତ ବୁଦ୍ଧି, ଧୈର୍ଯ୍ୟ ଓ…
Read More...

+୩ ନାମଲେଖା ଅବଧି ବୃଦ୍ଧି।

ଭୁବନେଶ୍ୱର,୧।୧୦(ଓଡ଼ିଆ ନ୍ୟୁଜ): ରାଜ୍ୟର ବିଭିନ୍ନ କଲେଜରେ ଯୁକ୍ତ ତିନିରେ ନାମଲେଖା ଅବଧିକୁ ବୃଦ୍ଧି କରାଯାଇଛି। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ଡିଗ୍ରୀ କଲେଜର ଅଧ୍ୟକ୍ଷମାନଙ୍କୁ ସୂଚନା ଦିଆଯାଇଛି। ଯୁକ୍ତ ତିନି ପ୍ରଥମ ବର୍ଷ ଶ୍ରେଣୀରେ ନାମଲେଖା ପାଇଁ ଫାଷ୍ଟ…
Read More...

ଅକ୍ଟୋବର ୧ରୁ ବଦଳିଲା ଏହିସବୁ ନିୟମ।

ନୂଆଦିଲ୍ଲୀ,୧/୧୦(ଓଡ଼ିଆ ନ୍ୟୁଜ): ଅକ୍ଟୋବର ଆରମ୍ଭରେ ଅନେକ ପରିବର୍ତ୍ତନ ଆସିଛି | ସାଧାରଣ ଲୋକଙ୍କ ସହ ଜଡିତ ଅନେକ ନିୟମ ଆଜିଠାରୁ ପରିବର୍ତ୍ତନ ହେବ |  କେତେକ କ୍ଷେତ୍ରରେ ଲୋକଙ୍କୁ ସୁବିଧା ମିଳିବ ଓ କିଛି କ୍ଷେତ୍ରରେ ପକେଟ୍ ଢ଼ିଲା କରିବାକୁ ପଡ଼ିବ । ଆଜିଠାରୁ ଏକ ସରକାରୀ ଚାଳିତ ୱେବ୍…
Read More...

ଖୋଲିଲା ଭିତରକନିକା।

କେନ୍ଦ୍ରାପଡ଼ା : ଆଜି ଠାରୁ କେନ୍ଦ୍ରାପଡ଼ା ସ୍ଥିତ ଜାତୀୟ ଉଦ୍ୟାନ ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଉଛି। ମାତ୍ର ଏବେ ସମସ୍ତ ପର୍ଯ୍ୟଟକଙ୍କୁ ଯିବାକୁ ଅନୁମତି ମିଳିବ ନାହିଁ। କୋଭିଡ଼ କଟକଣା ଓ ଗାଇଡ଼ଲାଇନ ସଠିକ ଓ କଡାକଡି ଭାବେ ପାଳନ କରାଯିବ। ବର୍ତ୍ତମାନ କେବଳ କଟେଜରେ ରାତ୍ରୀଯାପନ…
Read More...

ରାଜ୍ୟରେ ପୁଣି ୩୪୪୩ ପଜିଟିଭ ଚିହ୍ନଟ ଓ ୧୭ ମୃତ।

ଭୁବନେଶ୍ୱର,୧।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୩୪୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧୧୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୯୭ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ…
Read More...