ଭୁବନେଶ୍ୱରରେ ଆଜି ୩୪୨ ପଜିଟିଭ ଚିହ୍ନଟ ଓ ୩୨୧ ସୁସ୍ଥ।
ଭୁବନେଶ୍ୱର, ୨୮।୯(ଓଡ଼ିଆ ନ୍ୟୁଜ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୪୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୧ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୩୧ ଲୋକାଲ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ସୂଚନା…
Read More...
Read More...