banner
Breaking

୨୫ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ।

ଭୁବନେଶ୍ୱର,୨୭ା୯- ଖୋର୍ଦ୍ଧା ସଦର ଥାନା ତାପଙ୍ଗ ଅଞ୍ଚଳରେ ରବିବାର କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ ଚଢାଉ କରି ୨୬୨ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୨୫ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ଜଣାପଡିଛି। ଏହି ଘଟଣାରେ ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ…
Read More...

ସନ୍ଦେହରେ ଗୁଳିକରି ମାରିଦେଲେ।

ଆର୍‌.ଉଦୟଗିରି,୨୭ା୯(ବ୍ୟୁରୋ):ଆର୍‌.ଉଦୟଗିରି ଥାନା ଅବାରସିଂ ପଞ୍ଚାୟତ ଗୁଣ୍ଡୁଲୁ ଗ୍ରାମର ଜଣେ ବୃଦ୍ଧଙ୍କ ମୃତଦେହ ଦେଢମାସପରେ ପୋଲିସ ମାଟିତଳୁ ଉଦ୍ଧାର କରିଛି। ଗୁଣିଗାରେଡିକୁ ନେଇ ତାଙ୍କୁ ଅଗଷ୍ଟ ୯ ତାରିଖରେ ଗୁଳିକରି ହତ୍ୟା କରିବା ପରେ ପୋତି ଦିଆଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ…
Read More...

ବିଜୁ ଜନତାଦଳର ଯୁବ ଓ ଛାତ୍ର ସଭାପତି ନିଯୁକ୍ତ।

ଭୁବନେଶ୍ୱର,୨୭/୯(ଓଡ଼ିଆ ନ୍ୟୁଜ):ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁବ ଓ ଛାତ୍ର ବିଜେଡ଼ି ସଭାପତି ପଦରେ ଦୁଇ ଯୁବନେତାଙ୍କୁ ନିଯୁକ୍ତି ଦେଇଛନ୍ତି । ଚାନ୍ଦବାଲିର ବିଧାୟକ ବ୍ୟୋମକେଶ ରାୟଙ୍କୁ ବିଜୁ ଯୁବ ଜନତା ଦଳର ନୂଆ ସଭାପତି ରୂପେ ନିଯୁକ୍ତି ମିଳିିଥିବାବେଳେ…
Read More...

ପାୟଲ ଘୋଷ ଅନଶନରେ ବସିବେ।

ମୁମ୍ବାଇ; ବଲିଉଡ୍ ନିର୍ଦ୍ଦେଶକ ଅନୁରାଗ କଶ୍ୟପଙ୍କ ଉପରେ ଯୌନ ଶୋଷଣ ଅଭିଯୋଗ ଆଣି ଇଣ୍ଡଷ୍ଟ୍ରିରେ ହଇଚଇ କରିଥିବା ଅଭିନେତ୍ରୀ ପାୟଲ ଘୋଷ ନିଜ ଓକିଲଙ୍କ ସହ ଥାନାରେ ପହଞ୍ଚିଥିବା ଜଣାପଡିଛି । ସେଠାରେ ସେ ଅନୁରାଗଙ୍କୁ ଗିରଫ କରିବାକୁ ଦାବି କରିଛନ୍ତି । ଯଦି ଅନୁରାଗଙ୍କୁ ଗିରଫ ନ କରାଯାଏ ତେବେ…
Read More...

ଭୁବନେଶ୍ୱରରେ ଜିଗଲୋ(କଲ୍ ବୟ) ରାକେଟ ସକ୍ରିୟ।

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏବେ କେତେକ ଯୁବକ ଜିଗଲୋ(କଲ୍‌ ବୟ) ସାଜି ମହିଳାଙ୍କ ଯୌନ ଲାଳସା ମେଣ୍ଟାଉଛନ୍ତି। ଏହି ର଼୍ୟାକେଟ ପଛରେ ଥିବା ମାଷ୍ଟରମାଇଣ୍ଡ ଅନ୍‌ଲାଇନ୍‌ରେ କାରବାର କରୁଛନ୍ତି। ଏପରି କି ଏଭଳି କାରବାର ରାଜଧାନୀର ବଡ଼ ବଡ଼ ହୋଟେଲରେ ଚାଲୁଥିବା…
Read More...

ତିର୍ତ୍ତୋଲ ଉପନିର୍ବାଚନ ପାଇଁ ତିନୋଟି ଦଳରେ ଛକାପଞ୍ଝା ।

ଭୁବନେଶ୍ଵର,୨୭/୯(ବ୍ୟୁରୋ): ତିର୍ତୋଲ ଉପ ନିର୍ବାଚନ ପୂର୍ବରୁ ୩ ଦଳରେ ପ୍ରାର୍ଥିତ୍ଵକୁ ନେଇ ଆରମ୍ଭ ହୋଇଛି ଛକାପଞ୍ଝା । କେଉଁ ଦଳରୁ କିଏ ପ୍ରାର୍ଥୀ ହେବେ ତାହା ସ୍ପଷ୍ଟ ହୋଇନାହିଁ । ଫଳରେ ଆଶାୟୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ଓ ସମସ୍ତେ ନିଜ ନିଜ ବାଟରେ ଟିକେଟ ପାଇଁ ଉଦ୍ୟମ ଚଳାଇଛନ୍ତି …
Read More...

ଜେ ପି ନଡ୍ଡାଙ୍କ ନୂଆ ଟିମରେ ଓଡିଶାରୁ ଚାରିଜଣ।

ନୂଆଦିଲ୍ଲୀ,୨୭ା୯: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାର ଜାତୀୟ ସାଙ୍ଗଠନିକ ସ୍ତରରେ ବଡ଼ଧରଣର ପରିବର୍ତ୍ତନ କରାଯାଇଛି। ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡା ଶନିବାର ଏନେଇ ଘୋଷଣା କରିଥିବା ନୂଆ ଟିମ୍‌ରେ ରାମ ମାଧବ, ପି ମୁରଲୀଧର ରାଓ, ଅନୀଲ ଜୈନ, ସରୋଜ ପାଣ୍ଡେଙ୍କ ଭଳି ବରିଷ୍ଠ…
Read More...

ରାଜ୍ୟରେ ଆଜି ପୁଣି ୩୯୨୨ ପଜିଟିଭ ଚିହ୍ନଟ ଓ ୧୪ ମୃତ।

ଭୁବନେଶ୍ୱର,୨୭/୯(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ପୁଣି ୩୯୨୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩୦୯ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧୬୧୩ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨, ୦୯, ୩୭୪ ରେ ପହଞ୍ଚିଛି।…
Read More...

କମଳାକାନ୍ତ ସାମଲଙ୍କ ଅକାଳ ବିୟୋଗ। ଆବାସିକ ସଙ୍ଘ ପକ୍ଷରୁ ଶୋକସଭା।

ଭୁବନେଶ୍ୱର,୨୭/୯(ଓଡ଼ିଆ ନ୍ୟୁଜ): ନୀଳାଦ୍ରି ବିହାର ଆବାସିକ ସଙ୍ଘର ପୂର୍ବତନ ସାଧାରଣ ସମ୍ପାଦକ କମଳାକାନ୍ତ ସାମଲଙ୍କ ହୃଦଘାତରେ ଆକାଳ ବିୟୋଗ ଘଟିଛି। ୫୮ ବର୍ଷ ବୟସରେ ସେ ପ୍ରିୟଜନଙ୍କୁ ଛାଡି ଇହଲୀଳା ସମ୍ବରଣ କରିଛନ୍ତି। ସେ ଜଣେ ମିଷ୍ଟଭାସୀ,ପରୋପକାରୀ, କର୍ମଠ ଓ ଦକ୍ଷ ସ°ଗଠକ ଥିଲେ।…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ସାମାଜିକ ସ୍ତରରେ ଅପ୍ରୀତିକର ପରିସ୍ଥିତିର ହଠାତ୍‌ ସାମନା କରିବାକୁ ପଡିପାରେ। ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ। ସ୍ଥିତି ଦୁର୍ବଳ ହେତୁ ତାହା ହିଁ ଚିନ୍ତାର କାରଣ ହୋଇପାରେ। ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ…
Read More...