ଉଠାଦୋକାନୀଙ୍କ ଥଇଥାନ ପାଇଁ ଋଣ ପ୍ରଦାନ। ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ।
ନୂଆଦିଲ୍ଲୀ,୨୨/୯(ବ୍ୟୁରୋ): ପ୍ରଧାନମନ୍ତ୍ରୀ ସ୍ୱ-ନିଧି ଯୋଜନାରେ ବନ୍ଧକବିହୀନ ଋଣ ପାଇବା ପାଇଁ ରାଜ୍ୟର ସହରାଂଚଳର ୬୩ ହଜାର ୨୨୨ ଜଣ ଉଠା ଦୋକାନୀଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୨୩ ହଜାର ୫୫୦ ଜଣ ଋଣ ପାଇବା ପାଇଁ ଆବେଦନ କରିଛନ୍ତି। ଏହି ଯୋଜନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ…
Read More...
Read More...