ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ଦାୟିତ୍ବ ତୁଲାଇଲେ ସସ୍ମିତ ପାତ୍ର।
ଭୁବନେଶ୍ୱର,୧୯ା୯(ଓଡ଼ିଆ ନ୍ୟୁଜ): ରାଜ୍ୟସଭାର ଉପାଧ୍ୟକ୍ଷ ଭାବେ ଗୃହକାର୍ଯ୍ୟ ଦାୟିତ୍ୱ ତୁଲାଇଛନ୍ତି ବିଜେଡ଼ି ସାଂସଦ ସସ୍ମିତ ପାତ୍ର । ଦକ୍ଷତା ଓ ସାଧୁତାର ସହ ଗୃହ ପରିଚାଳନା ପାଇଁ ସସ୍ମିତଙ୍କୁ ପ୍ରଶଂସା ମଧ୍ୟ କରାଯାଇଛି । ପ୍ରାୟ ୨୦ବର୍ଷ ପରେ ରାଜ୍ୟସଭାର ଉପାଧ୍ୟକ୍ଷ ଭାବେ ଜଣେ ଓଡ଼ିଆ…
Read More...
Read More...