ସ୍ୱାମୀ ଅଗ୍ନିବେଶ ଥିଲେ ଜଣେ କ୍ରାନ୍ତିକାରୀ ସନ୍ନ୍ୟାସୀ। ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା
ଭୁବନେଶ୍ୱର,୧୩/୯(ଓଡ଼ିଆ ନ୍ୟୁଜ): ବିଶିଷ୍ଟ ସାମାଜିକ କାର୍ଯ୍ୟକର୍ତ୍ତା, ଆର୍ଯ୍ୟସମାଜ ଆନ୍ଦୋଳନର ମୁଖ୍ୟ ପୃଷ୍ଠପୋଷକ, ସଂସ୍କାରବାଦୀ ସନ୍ନ୍ୟାସୀ ସ୍ୱାମୀ ଅଗ୍ନିବେଶଙ୍କ ଉଦ୍ଦେଶ୍ୟରେ ଆର୍ଯ୍ୟସମାଜ, ଓଡ଼ିଶା ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସଭା ଜୁମ୍ ଭିଡ଼ିଓ ଆପ ଯୋଗେ ସଭାପତି ଆର୍ଯ୍ୟକୁମାର…
Read More...
Read More...