ଭୁବନେଶ୍ୱରରେ ୪ ଏସିପିଙ୍କୁ ନୂଆ ଦାୟିତ୍ୱ।
ଭୁବନେଶ୍ୱର,୧୨। ୯ (ବ୍ୟୁରୋ): ଭୁବନେଶ୍ୱର କମିଶନରେଟ ପୋଲିସର ଜୋନ୍-୧ ଏସିପି ମାନସ ଗଡ଼ନାୟକ ଓ ଜୋନ୍-୪ ଏସିପି ରବୀନ୍ଦ୍ରନାଥ ଶତପଥୀ କରୋନାରେ ଆକ୍ରାନ୍ତ ହୋଇ ହୋମ୍ ଆଇସୋଲେଶନରେ ଅଛନ୍ତି। ତେଣୁ ସେମାନେ ସୁସ୍ଥ ହେବା ପର୍ଯ୍ୟନ୍ତ ଅନ୍ୟ ଦୁଇ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ଆଇବିରେ…
Read More...
Read More...