banner
Breaking

ହୋଲିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଏହି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ଲେଖିଛନ୍ତି, ପବିତ୍ର ଦୋଳ ପୂର୍ଣ୍ଣିମା ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ପ୍ରଭୁ ଶ୍ରୀ ଦୋଳଗୋବିନ୍ଦଙ୍କ…
Read More...

ଦିଶା ଓଡ଼ିଶା ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ

ଭୁବନେଶ୍ୱର :ଦିଶା ଓଡ଼ିଶା ଫାଉଣ୍ଡେଶନ ପକ୍ଷରୁ ଭୁବନେଶ୍ୱର ଏଲ୍‌ଆଇସି ଛକସ୍ଥିତ ନନ୍ଦିନୀ ଶତପଥୀଙ୍କ ପ୍ରତିମୂର୍ତ୍ତି ସ୍ଥଳରେ ସୋମବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମହିଳା ସଶକ୍ତୀକରଣ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ୧୦ଜଣ ମହିଳାଙ୍କୁ ‘ଏମ୍‌ପାଓ୍ବାର ଅଫ୍‌…
Read More...

ମୁମ୍ବାଇ ଇଣ୍ଡିଆନ୍ସର ଦ୍ବିତୀୟ ବିଜୟ

ମୁମ୍ବାଇ : ହିଲି ମାଥ୍ୟୁସଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ଚଳିତ ମହିଳା ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ସ୍ଥାନୀୟ ବ୍ରାବୋର୍ନ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ମ୍ୟାଚରେ ମୁମ୍ବାଇ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…
Read More...

ମାଟ୍ରିକ ପରୀକ୍ଷା ପାଇଁ ସ୍ୱତନ୍ତ୍ର ସ୍କ୍ୱାର୍ଡ ବ୍ୟବସ୍ଥା

ଭୁବନେଶ୍ୱର : ଆସନ୍ତା ମାର୍ଚ୍ଚ ୧୦ରୁ ୧୭ ଯାଏ ଚାଲିବ ମାଟ୍ରିକ ପରୀକ୍ଷା। ଏଥର କପି ରୋକିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ବତନ୍ତ୍ର ସ୍କ୍ୱାର୍ଡ ବ୍ୟବସ୍ଥା କରାଯାଇଛି। ପରୀକ୍ଷା ସେଣ୍ଟର ଗୁଡ଼ିକୁ ସ୍କ୍ୱାର୍ଡ ଅଚାନକ ଗସ୍ତ କରିବେ। ଏଥିସହ ସମସ୍ତ କେନ୍ଦ୍ରରେ ସିସିଟିଭି ଲଗାଇବା…
Read More...

ଐତିହାସିକ ଡାକୋଟା ବିମାନକୁ ଜାତି ଉଦ୍ଦେଶ୍ୟରେ ସମର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ। ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜାତି ଉଦ୍ଦେଶ୍ୟରେ ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନକୁ ସମର୍ପଣ କରିଛନ୍ତି। ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ଏହି ବିମାନକୁ ଆଜି…
Read More...

ଏହି ହୋଲିରେ ଅମ୍ଲତାର ଉପଚାର: ଘରୋଇ ଉପଚାର ଏକମାତ୍ର ସମାଧାନ : ଡା ମନୋଜ କୁମାର ସାହୁ

ଋଙ୍ଗର ପର୍ବ, ହୋଲି ପାଖେଇ ଆସିଲାଣି - ପରିବାର ଏବଂ ସାଙ୍ଗମାନଙ୍କ ସହିତ ଉତ୍ସବ ପାଳନ ପାଇଁ ଏକ ସମୟ, ଏବଂ ଛଣାଛଣି ଏବଂ ମିଠା ଖାଦ୍ୟ (ଗୁଜିଆ ପରି ମିଠା ସହିତ) ଏବଂ ପାନୀୟର ମଜା ନେବା । କିନ୍ତୁ ଏହି ସମୟରେ ବିଶେଷ ପ୍ରଲୋଭନ ଦେଖାଉଥିବା ଖାଦ୍ୟରେ ଅତ୍ୟଧିକ ମାତ୍ରାରେ ବୁଡିଯିବା ଆପଣଙ୍କ ହଜମ…
Read More...

ତୁଳସୀ ମୁଣ୍ଡାଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ

ଭୁବନେଶ୍ୱର : ସମାଜର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ମହିଳାଙ୍କୁ ନେଇ ଶୁକ୍ରବାର ସ୍ଥାନୀୟ ଏକ ହୋଟେଲରେ ପରିଚୟ ଫାଉଣ୍ଡେସନ ପକ୍ଷରୁ ଆର୍ଯ୍ୟ ପୁରସ୍କାର ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଯୋଗଦେଇ କହିଛନ୍ତି, ସମାଜର…
Read More...

ଏମ୍‌ସ ଭୁବନେଶ୍ୱର ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗ ପକ୍ଷରୁ ଯୁବ ଚିକିତ୍ସକ ସମ୍ମିଳନୀ

ଭୁବନେଶ୍ୱର : ପାକସ୍ଥଳୀ ତଥା ଖାଦ୍ୟନଳୀଜନିତ ବିଭିନ୍ନ ସମସ୍ୟା ଯେକୌଣସି ଡାକ୍ତରଖାନାରେ ଜରୁରୀକାଳୀନ ଚିକିତ୍ସା ପରିସ୍ଥିତିର ଏକ ପ୍ରମୁଖ ଅଂଶ ଅଟେ। ଏଥିସହିତ ବିଭିନ୍ନ କାରଣରୁ ସମାଜରେ ଦିନକୁ ଦିନ ବୃଦ୍ଧି ପାଉଛି ଯକୃତଜନିତ ନାନା ସମସ୍ୟା। ଏହି କାରଣରୁ ଲିଭର ଫେଲ୍‌ ସହିତ ମସ୍ତିଷ୍କ ଅକାମୀ…
Read More...

ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ଗ୍ରାହକ ସଚେତନତା

ଭୁବନେଶ୍ୱର : ଓଡିଶା ରାଜ୍ୟ ସମବାୟ ବ୍ୟାଙ୍କ କଟକ ଜେଲ ରୋଡ ଶାଖା ପକ୍ଷରୁ ଜମାକାରୀ ଓ ଗ୍ରାହକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶାଖା ପରିଚାଳକ ପ୍ରଭାତ କୁମାର ଜେନାଙ୍କ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ଅରୁଣ କୁମାର ପଣ୍ଡା, ଓଏଫଡିସି…
Read More...

ପିଲାଙ୍କ ଭୋଜନାଳୟ ଗୃହର ଶିଳାନ୍ୟାସ

ଭୁବନେଶ୍ୱର : ଆଚାର୍ଯ୍ୟ ବିହାର ନିକଟସ୍ଥ ଆର ଆର ଏଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପିଲା ମାନଙ୍କ ପାଇଁ ଭୋଜନାଳୟ ଗୃହ କାର୍ଯ୍ୟର ଶିଳାନ୍ୟାସ ୧୨ ନମ୍ବର ଓାର୍ଡର କର୍ପୋରେଟର ଜୟନ୍ତୀ ସାହୁଙ୍କ କରକମଳରେ ଅନୁଷ୍ଠିତ ହୋଇଯାଇଛି । ବିଧାୟକ ପାଣ୍ଠିରେ ନିର୍ମିତ ହେବାକୁ ଥିବା ଏହି ଗୃହର…
Read More...