banner
Breaking

ଓଏଏସ ସ୍ତରରେ ଅଦଳବଦଳ।

ଭୁବନେଶ୍ୱର,୧।୯ (ବ୍ୟୁରୋ):  ରାଜ୍ୟ ସରକାର ସୋମବାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୨୫ ଜଣ ଓଏଏସ୍‌ ଅଧିକାରୀଙ୍କୁ ବିଭିନ୍ନ ସ୍ଥାନକୁ ବଦଳି କରାଯାଇଛି। ସେମାନଙ୍କ ମଧ୍ୟରେ ଶୈଳେନ୍ଦ୍ର କୁମାର ଦ୍ୱିବେଦୀଙ୍କୁ ପର୍ଯ୍ୟଟନ ବିଭାଗ ଅତିରିକ୍ତ ସଚିବ, କୃଷ୍ଣପ୍ରସାଦ ପତିଙ୍କୁ…
Read More...

ଅକ୍ଟୋବରରେ ଖୋଲିବ ନନ୍ଦନକାନନ।

ବାରଙ୍ଗ,୧।୯(ଓଡ଼ିଆ ନ୍ୟୁଜ): କରୋନା ପାଇଁ ପ୍ରାଣୀ ଉଦ୍ୟାନ ନନ୍ଦନକାନନ ୫ମାସରୁ ଊର୍ଦ୍ଧ୍ୱ ହେବ ବନ୍ଦ ରହିଛି। ତେବେ ଅକ୍ଟୋବର ପ୍ରଥମ ସପ୍ତାହରେ ନନ୍ଦନକାନନ ଖୋଲିବା ପାଇଁ ଆଲୋଚନା ଆରମ୍ଭ ହୋଇଛି। ନନ୍ଦନକାନନ ପକ୍ଷରୁ ଏଥିପାଇଁ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଥିବା ଜଣାପଡ଼ିଛି। ନନ୍ଦନକାନନ…
Read More...

୪ ମାସର ଆଗୁଆ ମିଳିବ ମଧୁବାବୁ ପେନସନ ।

ଭୁବନେଶ୍ୱର,୧।୯(ବ୍ୟୁରୋ): ମଧୁବାବୁ ପେନ୍‌ସନ ଯୋଜନା ହିତାଧିକାରୀମାନେ ୪ ମାସର ଆଗୁଆ ଭତ୍ତା ପାଇବେ। ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବର ଓ ଡିସେମ୍ବରର ଆଗୁଆ ଟଙ୍କା ହିତାଧିକାରୀଙ୍କୁ ମିଳିବ। ସେପ୍ଟେମ୍ବରରେ ଏକକାଳୀନ ୪ ମାସର ଟଙ୍କା ଦିଆଯିବାକୁ ନିଷ୍ପତ୍ତି ହୋଇଛି ବୋଲି ସାମାଜିକ ସୁରକ୍ଷା…
Read More...

କରୋନା ମୁକାବିଲା ପାଇଁ ଆସିବେ କେନ୍ଦ୍ରୀୟ ଟିମ୍।

ଭୁବନେଶ୍ୱର, ୧।୯(ବ୍ୟୁରୋ): କରୋନା ମୁକାବିଲା ପାଇଁ କେନ୍ଦ୍ରୀୟ ଟିମ୍‌ ଓଡ଼ିଶା ଆସିବେ। କୋଭିଡ୍‌ ପରିଚାଳନାରେ ରାଜ୍ୟ ସରକାରଙ୍କୁ ଏହି ଟିମ୍‌ ସହାୟତା କରିବେ। ବିଶେଷକରି କଣ୍ଟେନମେଣ୍ଟ, ସର୍ଭେଲାନ୍ସ, ଟେଷ୍ଟିଂ ଆଦିରେ କେନ୍ଦ୍ରୀୟ ଟିମ୍‌ ପ୍ରଶାସନକୁ ଆବଶ୍ୟକ ସହାୟତା ଯୋଗାଇ ଦେବେ ବୋଲି…
Read More...

୨୦୧୯ ସଡକ ଦୁର୍ଘଟଣାରେ ମରିଛନ୍ତି ୧.୫ ଲକ୍ଷ ।

ନୂଆଦିଲ୍ଲୀ: ଗତ ୨୦୧୯ରେ ସାରା ଦେଶରେ ହୋଇଛି ୪୩୭୩୯୬ ଦୁର୍ଘଟଣା ଏବଂ ଏଥିରେ ୧୫୪୭୩୨ ଜଣ ମୃତ୍ୟୁବରଣ କରିଛନ୍ତି ଓ ୪୩୯୨୬୨ ଜଣ ଆହତ ହୋଇଛନ୍ତି । ଜାତୀୟ ଅପରାଧ ରେକର୍ଡ଼ ବ୍ୟୁରୋ (ଏନସିଆରବି) ଦେଇଛି ଏହି ପରିସଂଖ୍ୟାନ । ସୂଚନା ଅନୁସାରେ ୫୯.୬% ଦୁର୍ଘଟଣା ଦ୍ରୁତଗତି ଗାଡ଼ି ଚାଳନା ଯୋଗୁଁ…
Read More...

ଦେଶରେ ବଢୁଛି ସୁସ୍ଥ ହାର।

ନୂଆଦିଲ୍ଲୀ: ଦେଶରେ ସୁସ୍ଥ ହାର ଦିନକୁ ଦିନ ବୃଦ୍ଧି ପାଉଛି । ଗତ  ୫ ଦିନ ଧରି ଦୈନିକ ୬୦ ହଜାରରୁ ଉର୍ଦ୍ଧ୍ଵ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୬୫,୦୮୧ ଜଣ ସୁସ୍ଥ ହୋଇଛନ୍ତି । ଏଥିସହିତ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨୮,୩୯,୮୮୨ରେ ପହଞ୍ଚିଥିବା ବେଳେ ସୁସ୍ଥତା…
Read More...

ରାଜ୍ୟରେ ଆଜି ପୁଣି ୩୦୨୫ ପଜିଟିଭ ଚିହ୍ନଟ ଓ ୧୧ ମୃତ।

ଭୁବନେଶ୍ବର,୧/୯(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ପୁଣି ୩୦୨୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୪୪ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୧୧୮୧ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଯାହା ଚାହୁଁଛନ୍ତି ତାହା ନିଶ୍ଚିତ ପାଇବେ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ କଥା ସହକର୍ମୀ କିମ୍ବା ନିକଟ ସମ୍ପର୍କୀୟମାନଙ୍କ ମନରେ ଦୁଃଖ ଦେଇପାରେ। ପୁରାତନ ରୋଗପୀଡା ଯୋଗୁଁ ମାନସିକ ସୁସ୍ଥତା ହରାଇପାରନ୍ତି। ଫେରନ୍ତା ବାଟରେ ଜଣେ ନିଚ ଜାତିର ଲୋକମାନେ ପ୍ରତିବନ୍ଧକ ସୃଷ୍ଟି…
Read More...

କେନ୍ଦ୍ରାପଡାରେ ୨୦୩ ଗ୍ରାମର ୩ ଲକ୍ଷ ଲୋକ ଜଳବନ୍ଦୀ।

କେନ୍ଦ୍ରାପଡା ଅଫିସ,୩୧।୮: କେନ୍ଦ୍ରାପଡା ଜିଲାରେ ପ୍ରବାହିତ ବିରୂପା, ବ୍ରାହ୍ମଣୀ ଓ ଖରସ୍ରୋତା ନଦୀର ବନ୍ୟା ଜଳସ୍ତର କମିଛି। ମାତ୍ର ଏହା ପ୍ରଭାବରେ ୨୦୩ ଗ୍ରାମର ୩ ଲକ୍ଷରୁ ଊର୍ଦ୍ଧ୍ୱ ଗ୍ରାମବାସୀ ଏବେ ଜଳବନ୍ଦୀ ରହିଛନ୍ତି। ଆଳି, ରାଜନଗର, ପଟ୍ଟାମୁଣ୍ଡାଇ, ଡେରାବିଶ ଆଦି ବ୍ଲକର ୧୦୯…
Read More...

ଆସନ୍ତାକାଲି ଠାରୁ ଜେଇଇ ମେନ୍ ପରୀକ୍ଷା।

ଭୁବନେଶ୍ୱର, ୩୧।୮(ବ୍ୟୁରୋ): ସେପ୍ଟେମ୍ବର ୧ରୁ ୬ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଓ ୧୩ ତାରିଖରେ ଏନ୍‌ଇଇଟି ପରୀକ୍ଷା ଅନୁଷ୍ଠିତ ହେବ। ଭୁବନେଶ୍ୱର ସମେତ ରାଜ୍ୟର ୭ ସହରରେ ପ୍ରାୟ ୩୭ହଜାର ଛାତ୍ରୀଛାତ୍ର ଏହି ପରୀକ୍ଷା ଦେବେ। ତେବେ କରୋନା ମହାମାରୀକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର…
Read More...