banner
Breaking

ରାଜ୍ୟରେ ଆଜି ପୁଣି ୨୬୦୨ ପଜିଟିଭ ଚିହ୍ନଟ ଓ ୧୦ ମୃତ।

ଭୁବନେଶ୍ବର,୩୧/୮(ଓଡ଼ିଆ ନ୍ୟୁଜ) : ରାଜ୍ୟରେ ଆଜି ପୁଣି ୨୬୦୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୬୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧୦୪୧ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆପଣଙ୍କ ଅସ୍ବାଭାବିକ ଚିନ୍ତାଧାରା ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ନିରୁତ୍ସ|ହିତ କରିବ । ଗୃହ, ଭୂମି, ଗାଡିମୋଟର,ବନ୍ଧୁସମ୍ପର୍କକୁ କେନ୍ଦ୍ରକରି କଳହର ସମ୍ଭାବନା ମଧ୍ୟ ରହିଛି । ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ…
Read More...

ଭର୍ଚୁଆଲ ବ୍ୟଙ୍ଗ ବର୍ଷା; ତୃତୀୟ ରାଜ୍ୟସ୍ତରୀୟ ଅନ୍ଲାଇନ୍ ହାସ୍ୟକବି ସମ୍ମିଳନୀ।

ଭୁବନେଶ୍ବର,୩୦/୮(ଓଡ଼ିଆ ନ୍ୟୁଜ): ମଣିଷକୁ ଖୁସି ନାମକ ଅମୃତ ପ୍ରଦାନରେ ହାସ୍ୟବ୍ୟଙ୍ଗ ସାହିତ୍ୟର ପ୍ରମୁଖ ଭୂମିକା ରହିଛି ବୋଲି ୩ୟ ରାଜ୍ୟସ୍ତରୀୟ ଅନ୍ଲାଇନ୍ ହାସ୍ୟକବି ସମ୍ମିଳନୀରେ ବିଶିଷ୍ଟ ଅତିଥିମାନେ ମତ ପ୍ରକାଶ କରିଛନ୍ତି । ଓଡିଆ ହାସ୍ୟକବି ସମ୍ମିଳନୀର ସଂଯୋଜକ ଡଃ କୁଳାଙ୍ଗାରଙ୍କ…
Read More...

ଦେବୀ ନଦୀରେ ବଢୁଛି ପାଣି। ଚିନ୍ତାରେ ଅଞ୍ଚଳବାସୀ

ଜଗତସିଂହପୁର,୩୦/୮(ଓଡ଼ିଆ ନ୍ୟୁଜ):ଜଗତସିଂହପୁର ଜିଲ୍ଲା ଦେବୀ ନଇ ରେ ବିପଦ ସଂକେତ ପାଖାପାଖି ବନ୍ୟା ଜଳ ପ୍ରବାହ ହେଉଛି ।ଆଳିପିଙ୍ଗଳ,ପାଟେଣିଗାଁ,ନାଟି ପ୍ରମୂଖ ପଞ୍ଚାୟତ ର ଚାଷ ଜମି ଜଳମଗ୍ନ ହୋଇଯାଇଛି । ଏଥିସହ ଆଳିପିଙ୍ଗଳ ପଞ୍ଚାୟତ ର ବେଲବଣ ମଠ ସମ୍ପୂର୍ଣ ପାଣି ଘେରରେ ରହିଛି,ମଠ ଭିତରେ…
Read More...

ଓଡିଶାରେ ଲକ୍ଷେ ପାରହେଲା କରୋନା ପଜିଟିଭ ସ°ଖ୍ୟା। ଆଜି ୩୦୧୪ ପଜିଟିଭ ଚିହ୍ନଟ,୧୨ ମୃତ।

ଭୁବନେଶ୍ୱର,୩୦/୮(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୩୦୧୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୬୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧୪୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ…
Read More...

ମୁଣ୍ଡଳୀରେ ପହଞ୍ଚିଲା ବନ୍ୟା ପାଣି।

କଟକ,୩୦/୮(ଓଡ଼ିଆ ନ୍ୟୁଜ):ମୁଣ୍ଡଳୀରେ ହୀରାକୁଦର ପାଣି ପହଞ୍ଚିବା ପରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି।ନରାଜଠାରେ ମହାନଦୀରେ ବିପଦ ସଙ୍କେତ ଠାରୁ ଉପରେ ବନ୍ୟାଜଳ ପ୍ରବାହିତ ହେବା ସହ ଦୟା, ଭାଗର୍ବି, କୁଶଭଦ୍ରା, ଚିତତ୍ରୋତ୍ପଳା ସମେତ ସମସ୍ତ ଶାଖା ନଦୀ ଗୁଡ଼ିରେ ମଧ୍ୟ ଜଳସ୍ତର ବୃଦ୍ଧି…
Read More...

ଭୁବନେଶ୍ୱରରେ କରୋନା ଯୋଦ୍ଧାଙ୍କ ମୃତ୍ୟୁ।

ଭୁବନେଶ୍ୱର, ୩୦। ୮ (ବ୍ୟୁରୋ): କରୋନା ମହାମାରୀରେ ୨୪ଜଣ ପୋଲିସ କର୍ମଚାରୀ ଓ ୩ଜଣ ଗୃହରକ୍ଷୀଙ୍କ ମୃତ୍ୟୁ ଘଟିଥିବାବେଳେ ଏବେ ଆଉଜଣେ କରୋନା ଯୋଦ୍ଧା ଆଖି ବୁଜିଛନ୍ତି। ସେ ହେଲେ ଭୁବନେଶ୍ୱର(ମଧ୍ୟ) ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ବ୍ୟକ୍ତିଗତ ସୁରକ୍ଷା ଅଧିକାରୀ (ପିଏସ୍‌ଓ) ତଥା କନ୍‌ଷ୍ଟେବଳ…
Read More...

ସ୍ପେଶାଲ ସ୍କ୍ବାଡ ହାତରେ ଲୁଟିଆ ଗ୍ୟାଙ୍ଗ।

ଭୁବନେଶ୍ୱର, ୩୦। ୮(ବ୍ୟୁରୋ): ବନ୍ଧନ ବ୍ୟାଙ୍କ୍‌ର ଯୋଗାଯୋଗ ଅଧିକାରୀଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ୯୪ ହଜାର ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ କରିଛି ସ୍ପେଶାଲ ସ୍କ୍ବାଡ୍‌। ଏଥିରେ ପାଟୁ ଗ୍ୟାଙ୍ଗ୍‌ର ସମ୍ପୃକ୍ତି ଥିବା ଜଣାପଡିବା ପରେ ଖଣ୍ଡଗିରି ପୋଲିସ ସହ ମିଳିତ ଚଢ଼ାଉ କରି ପୁରୀ ଓ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ପରିବାରରେ ପୁଅ, ଝିଅଙ୍କ ସମ୍ପର୍କୀୟ ସମସ୍ୟା, ଭାଇ କିମ୍ବା ସହକର୍ମୀଙ୍କ ସହ ଝଗଡା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ମଧ୍ୟ ବିଶେଷ ଭଲ ରହିବ ନାହିଁ ଏବଂ ପୁରାତନ ରୋଗୀ ହଇରାଣ ହେବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାଗୁଡିକ ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ।…
Read More...

ସେପ୍ଟେମ୍ବର ୧ରୁ ଅନ୍‌ଲାକ୍‌-୪: ଜାରି ହେଲା ଗାଇଡ୍‌ଲାଇନ୍‌।

ନୂଆଦିଲ୍ଲୀ,୨୯/୮(ଓଡ଼ିଆ ନ୍ୟୁଜ):ସେପ୍ଟେମ୍ବର ପହିଲାରୁ ଦେଶରେ ଅନ୍‌ଲକ୍‌-୪ ଲାଗୁ ହେବ। ଏଥିପାଇଁ ଶନିବାର କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଅନ୍‌ଲକ୍‌-୪ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ସେପ୍ଟେମ୍ବର ୭ରୁ ମେଟ୍ରୋ ରେଳ ଚଳାଚଳ ପାଇଁ ଅନୁମତି ଦିଆଯାଇଥିବାବେଳେ ଏଥିପାଇଁ ଏସ୍‌ଓପି ଜାରି…
Read More...