ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଫଳ।
ଭୁବନେଶ୍ୱର,୨୫।୮(ବ୍ୟୁରୋ): ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଯୁକ୍ତ ଦୁଇ କଳା ପରୀକ୍ଷାଫଳ ପ୍ରକାଶ ପାଇବ। ଏହା ସହ ଯୁକ୍ତ ଦୁଇ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ସେହିଦିନ ପ୍ରକାଶ ପାଇବ। ଏ ନେଇ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ପୂର୍ବରୂ ବିଜ୍ଞାନ ଓ…
Read More...
Read More...