ରାଜ୍ୟରେ ଆଜି ପୁଣି ୧୯୮୧ ପଜିଟିଭ ଚିହ୍ନଟ ୯ ମୃତ।
ଭୁବନେଶ୍ୱର,୧୩/୮(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ପୁଣି ୧୯୮୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୨୫ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୭୫୬ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଗୁରୁବାର ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୨ ହଜାର ୬୫୩କୁ…
Read More...
Read More...