banner
Breaking

ରାଜ୍ୟରେ ଆଜି ୧୩୭୬ ପଜିଟିଭ ଚିହ୍ନଟ। ପୁଣି ୧୦ ମୃତ।

ଭୁବନେଶ୍ୱର,୨୬।୭(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୧୩୭୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୯୧୭ ଜଣ ସ°ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୫୯ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୫,୩୮୯କୁ ବୃଦ୍ଧି ପାଇଛି।…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ମନସ୍ଥ କାର୍ଯ୍ୟଟି ହାସଲ ପାଇଁ ଚେଷ୍ଟିତ ହେବେ। ଆଲୋଚନା କ୍ଷେତ୍ରରେ ଛୋଟ ଛୋଟ କଥାରେ ଚିହ୍ନା ପଡ଼ିଲେ ଅପଦସ୍ଥ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ମତାନ୍ତରଜନିତ ବିତର୍କ ଘଟିବାର ଆଶଙ୍କା ରହିଛି। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ। ବୃଷ:-ଆଜି…
Read More...

ଶବ ସତ୍କାର ପାଇଁ ଜାରିହେଲା ମାର୍ଗଦର୍ଶକା।

ଭୁବନେଶ୍ବର,୨୫/୭(ଓଡ଼ିଆ ନ୍ୟୁଜ): କରୋନା​‌ରେ ମୃତ୍ୟୁ ବରଣ କରୁଥିବା ଲୋକ ମାନଙ୍କର ଶବ ସତ୍କାର କରିବା ନେଇ ନାନା ସମସ୍ୟା ଉପୁଜୁଛି। କେଉଁଠାରେ ଶବ ପଡିରହୁଛି ତ ଆଉ କେଉଁଠାରେ ଅତ୍ୟଧିକ ଲୋକ ଶବ ସତ୍କାର କରୁଛନ୍ତି।ବିଭିନ୍ନ ସମସ୍ୟାକୁ ନଜରରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଶବ ସତ୍କାର…
Read More...

ଭୁବନେଶ୍ୱରରେ ବସ୍ତି ଅପେକ୍ଷା ଅଣବସ୍ତିରେ ଆକ୍ରାନ୍ତଙ୍କ ସ°ଖ୍ୟା ବଢୁଛି।

ଭୁବନେଶ୍ୱର,୨୫।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି। ଗତ କିଛିଦିନ ହେବ ରାଜଧାନୀ ଭୁବନେଶ୍ବରରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏ ନେଇ ଶନିବାର ଭୁବନେଶ୍ୱର ଗୀତଗୋବିନ୍ଦ ସଦନଠାରେ ଶନିବାର ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଏମ୍‌ସି…
Read More...

ରାଜ୍ୟରେ ଆଜି ପୁଣି ୧୩୨୦ ପଜିଟିଭ ଚିହ୍ନଟ ଓ ୧୦ ମୃତ।

ଭୁବନେଶ୍ବର,୨୫/୭(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ପୁଣି୧୩୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୮୮୭ ଜଣ ଚିହ୍ନଟ ହୋଇଥିବାବେଳେ ୪୩୩ ସ୍ଥାନୀୟ ଲୋକ ରହିଛନ୍ତି। ଏଥିସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ୦୧୩କୁ ବୃଦ୍ଧି ପାଇଛି। ଏନେଇ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଦୀର୍ଘଦିନରୁ ଆଶା କରିଥିବା ମୂଲ୍ୟବାନ ଦ୍ରବ୍ୟଟି ବନ୍ଧୁଙ୍କ ଜରିଆରେ ପାଇପାରନ୍ତି। ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି। ବ୍ୟବସାୟିକ, ସାମାଜିକ ଓ ଆନୁଷ୍ଠାନିକ ସ୍ଥିତି ଠିକ୍‌ ରହିବ। ପାରିବାରିକ ସମସ୍ୟା ସଜାଡିବାରେ ବ୍ୟସ୍ତ ରହିପାରନ୍ତି।…
Read More...

ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲରେ ସସ୍ମିତ ପାତ୍ର।

ଭୁବନେଶ୍ୱର,୨୪ା୭(ବ୍ୟୁରୋ)- ରାଜ୍ୟ ସଭା ପାଇଁ ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଉପାଧ୍ୟକ୍ଷ ପ୍ୟାନଲର ପୁନର୍ଗଠନ କରିଛନ୍ତି। ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ରଙ୍କୁ ଏହି ପ୍ୟାନେଲରେ ରାଜ୍ୟ ସଭା ଉପାଧ୍ୟକ୍ଷ ଭାବେ ମନୋନୀତ କରାଯାଇଛି। ଏ ନେଇ ରାଜ୍ୟ ସଭା ପକ୍ଷରୁ ଶୁକ୍ରବାର…
Read More...

ସରପଞ୍ଚଙ୍କୁ ମାଡ ତାତିଲେ ଲୋକ।

କବିସୂର୍ଯ୍ୟନଗର,୨୪ା୭(ବ୍ୟୁରୋ):କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରିଛନ୍ତି। ମାତ୍ର ଜଣେ ସରପଞ୍ଚ ସଙ୍ଗରୋଧ କେନ୍ଦ୍ର ତଦାରଖ ସାରି ଫେରୁଥିବାବେଳେ ପୋଲିସ ମାଡ ମାରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଗ୍ରାମବାସୀ ରାସ୍ତାରୋକୋ କରିବା…
Read More...

କେନ୍ଦ୍ରାପଡାରେ ଖୁସିର ମହଲ। ଗଡିଲା ପ୍ରଥମ ଟ୍ରେନ।

କେନ୍ଦ୍ରାପଡ଼ା: ବହୁ ପ୍ରତୀକ୍ଷିତ ହରିଦାସପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ଟ୍ରେନ୍‍ ଶୁକ୍ରବାର ଗଡ଼ିଛି। ତେଣୁ କେନ୍ଦ୍ରାପଡ଼ା ଜିଲାକୁ ଏଣିକି ଲୋକମାନେ ଟ୍ରେନରେ ଆସିପାରିବେ। ହରିଦାସପୁରଠାରୁ ପାରାଦୀପ ପର୍ଯ୍ୟନ୍ତ ଦୀର୍ଘ ୮୨ କିଲୋମିଟର ଲମ୍ବର ବ୍ରଡଗେଜ ରେଳପଥର ନିର୍ମାଣ କାର୍ଯ୍ୟ…
Read More...

ମୁଖ୍ୟମନ୍ତ୍ରୀଙ୍କ ମନ୍ତ୍ରୀ ମାନଙ୍କୁ ପ୍ଲାଜମା ଦାନ ପାଇଁ ଦାୟିତ୍ୱ।

ଭୁବନେଶ୍ୱର,୨୪।୭(ଓଡ଼ିଆ ନ୍ୟୁଜ): ଓଡିଶାରେ ପ୍ଲାଜମା ଥେରାପି ଚିକିତ୍ସା ଫଳପ୍ରଦ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଜଣେ ୪୮ ବର୍ଷୀୟ ମହିଳା ଆରୋଗ୍ୟ ଲାଭ କରିଥିବା ବେଳେ ୧୩ ଜଣ ସୁସ୍ଥ ଆଡ଼କୁ ଗତି କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପ୍ଲାଜମା ଦାନକୁ…
Read More...