ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।
ମେଷ:-ଆଜି ଆର୍ଥିକ ଅଭାବ, ଅନଟନ ନ ଥିଲେ ମଧ୍ୟ କାମଗୁଡ଼ିକ ସୁବିଧାରେ ହେବନାହିଁ। ଶତ୍ରୁତା କାରଣରୁ ବନ୍ଧୁଙ୍କ ସଦ୍ଭାବ ସହକର୍ମୀମାନଙ୍କ ସହଯୋଗ ମଧ୍ୟ ପାଇବେ ନାହିଁ। ଦୀର୍ଘଦିନରୁ ଲାଗି ରହିଥିବା ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ମନକୁ ଆନ୍ଦୋଳିତ କରିବ।
ବୃଷ:-ଆଜି କଥା ଦେଇଥିବା ବନ୍ଧୁ…
Read More...
Read More...