banner
Breaking

ରାଜ୍ୟରେ ଆଜି ପୁଣି ୬୭୩ ପଜିଟିଭ ଚିହ୍ନଟ ଓ ୬ ମୃତ।

ଭୁବନେଶ୍ୱର,୨୦।୭(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୬୭୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୪୬ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୨୭ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦କୁ ବୃଦ୍ଧି…
Read More...

ରାଜ୍ୟରେ ପୁଣି ୭୩୬ ପଜିଟିଭ ଚିହ୍ନଟ ଓ ୫ ମୃତ।

ଭୁବନେଶ୍ୱର,୧୯/୭(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୭୩୬ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭ହଜାର ୪୩୭କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୪୮୧ଜଣ ବିଭିନ୍ନ ସଂଗରୋଧରେ ଥିବା ବେଳେ ୨୫୫ଜଣ ସ୍ଥାନୀୟ ଲୋକ ଅଛନ୍ତି ବୋଲି ରାଜ୍ୟ…
Read More...

ରାଜ୍ୟରେ ଆଜି ପୁଣି ୫୯୧ ପଜିଟିଭ ଚିହ୍ନଟ ଓ ୩ ମୃତ।

ଭୁବନେଶ୍ୱର,୧୮/୭(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୫୯୧ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬ହଜାର ୭୦୧କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୩୯୪ଜଣ ବିଭିନ୍ନ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୯୭ଜଣ ସ୍ଥାନୀୟ…
Read More...

କାଲିଠାରୁ ନିୟମ କଡାକଡି। ରହିବ ନାହିଁ ସଟଡାଉନ।

ଭୁବନେଶ୍ୱର,୧୭।୭(ବ୍ୟୁରୋ): ଶୁକ୍ରବାର ରାତି ୯ଟାରୁ ଜୁଲାଇ ୩୧ ତାରିଖ ଯାଏ ୪ଜିଲା ରାଉରକେଲା ମହାନଗର ନିଗମକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଗତଥର ଅପେକ୍ଷା ଏହି ଲକ୍‌ଡ଼ାଉନ୍‌ ଟିକେ କଡ଼ା, ସମସ୍ତଙ୍କୁ ମାନିବାକୁ ପଡ଼ିବ ବୋଲି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ପ୍ରେସମିଟ୍‌ କରି ସୂଚନା…
Read More...

ରାଜ୍ୟରେ ଆଜି ପୁଣି ୭୧୮ ପଜିଟିଭ ଚିହ୍ନଟ ଓ ୪ ମୃତ।

ଭୁବନେଶ୍ୱର,୧୭/୭(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୭୧୮ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬ହଜାର ୧୧୦କୁ ବୃଦ୍ଧି ପାଇଛି। ନୂଆ ଆକ୍ରାନ୍ତମାନଙ୍କ ମଧ୍ୟରୁ ୪୭୯ଜଣ ବିଭିନ୍ନ ସଂଗରୋଧରେ ଥିବା ବେଳେ ୨୩୯ଜଣ ସ୍ଥାନୀୟ ଲୋକ ଅଛନ୍ତି…
Read More...

ବରିଷ୍ଠ ବିଜେଡି ନେତା ସ୍ବର୍ଗତ ବିଷ୍ଣୁ ଦାସଙ୍କୁ ଶ୍ରଦ୍ଧାଞ୍ଜଳି।

ଜଗତସିଂହପୁର,୧୬/୭(ଓଡ଼ିଆ ନ୍ୟୁଜ): ଜଗତସିଂହପୁର ସଂସ୍କୃତି ଭବନ ଠାରେ ଦିବଂଗତ ତିର୍ତ୍ତୋଲ ବିଧାୟକ ଜଗତସିଂହପୁରର ମଉଡମଣି,ନୂତନ ଜଗତସିଂହପୁରର ନିର୍ମାତା ବିଷ୍ଣୁ ଦାସଙ୍କ ଉଦ୍ଦେଶ୍ୟରେ ଜିଲ୍ଲା ସ୍ତରୀୟ ନାଗରିକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଜଗତସିଂହପୁର ବିଧାୟକ…
Read More...

ଆସନ୍ତା କାଲିଠାରୁ ଲକଡାଉନ।

ଭୁବନେଶ୍ବର,୧୬/୭(ଓଡ଼ିଆ ନ୍ୟୁଜ): କରୋନା ମୁକାବିଲା ନେଇ ରାଜ୍ୟ ସରକାର ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ୧୭ ତାରିଖ ଶୁକ୍ରବାର ରାତି ୯ଟା ରୁ ୪ ଜିଲ୍ଲା ଓ ଗୋଟିଏ ମହାନଗର ନିଗମ​ରେ ୧୪ ଦିନ ପାଇଁ ଲକ୍ ଡାଉନ୍ ଲାଗୁ ହେବ ବୋଲି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା…
Read More...

ରାଜ୍ୟରେ ଆଜି ପୁଣି ୪୯୪ ପଜିଟିଭ ଚିହ୍ନଟ ଓ ୨ ମୃତ।

ଭୁବନେଶ୍ବର ,୧୬/୭(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୪୯୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ୩୯୨ ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩୨୨ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଏବଂ ୧୭୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ…
Read More...

ଆଜି ପ୍ରକାଶ ପାଇବ ସିବିଏସଇ ଦଶମ ପରୀକ୍ଷା ଫଳ। କେମିତି ପାଇବେ ଜାଣନ୍ତୁ।

ଭୁବନେଶ୍ବର ,୧୫/୭(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ଫଳ ବୁଧବାର ଅପରାହ୍ନରେ ପ୍ରକାଶ ପାଇବ। ପରୀକ୍ଷା ଫଳ ପ୍ରକାଶ ନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ଡ଼.ରମେଶ ପୋଖରିଆନ୍‌ ନିଶାଙ୍କ ପରୀକ୍ଷାର୍ଥୀ, ଅଭିଭାବକ ଏବଂ…
Read More...

ରାଜ୍ୟରେ ୧୦୦ ପାରହେଲା ମୃତ୍ୟୁ ସ°ଖ୍ୟା। ଆଜି ପୁଣି ୬୧୮ ପଜିଟିଭ ଚିହ୍ନଟ।

ଭୁବନେଶ୍ବର ,୧୫/୭(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୬୧୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜାର ୮୯୮ ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୪୧୧ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଏବଂ ୨୦୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ…
Read More...