banner
Breaking

ଓଡିଶାରେ ଖୋଲିବ ଦର୍ଶନୀୟ ସ୍ଥାନ।

ଭୁବନେଶ୍ୱର, ୪।୭(ବ୍ୟୁରୋ): ଓଡିଶାରେ ଖୋଲିବ କିଛି ଦର୍ଶନୀୟ ସ୍ଥାନ।ସାମାଜିକ ଦୂରତା ରକ୍ଷା କରିବା ସହିତ ପାଳନ ହେବ କରୋନା ନିୟମ।କରୋନା ପାଇଁ ବନ୍ଦ ଥିବା କିଛି ଦର୍ଶନୀୟ ସ୍ଥାନ ଖୋଲାଯିବାକୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୬ ତାରିଖରୁ କିଛି ଦର୍ଶନୀୟ ସ୍ଥାନ ଖୋଲିବ ବୋଲି ଏଏସ୍‌ଆଇ…
Read More...

କୁଆଡେ ଗଲେ ବାଲେଶ୍ବର ଥାନା ଅଧିକାରିଣୀ।

ବାଲେଶର ,୪।୭: ବାଲେଶ୍ୱର ଟାଉନ ଥାନା ଅଧିକାରିଣୀ ସରୋଜିନୀ ନାୟକ ଗତ ୧ରୁ ଫେରାର ଥିବା ଅଭିଯୋଗ ହୋଇଛି। ତାଙ୍କୁ ଫୋନ କଲେ ଫୋନ ଉଠାଉନାହାନ୍ତି। ଏପରିକି ଅନେକ ସମୟରେ ତାଙ୍କ ମୋବାଇଲ ବନ୍ଦ ଥିବା ନେଇ ସୂଚନା ଦେଇଛନ୍ତି ବାଲେଶ୍ୱର ଭିଜିଲାନ୍ସ ଏସ୍‌ପି। କିନ୍ତୁ ଶୁକ୍ରବାର ମଧ୍ୟାହ୍ନ ୧ଟାରୁ…
Read More...

ଆଜି ପୁଣି ୪୯୫ ପଜିଟିଭ ଚିହ୍ନଟ। ୫ ମୁଣ୍ଡ ନେଲା କରୋନା।

ଭୁବନେଶ୍ୱର,୪/୭(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୪୯୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧କୁ ବୃଦ୍ଧିପାଇଛି । ଆଜି ଚିହ୍ନଟ ହୋଇଥିବା ୪୯୫ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩୫୫ଜଣ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ହୋଇଥିବାବେଳେ ଅନ୍ୟ…
Read More...

ଭୁବନେଶ୍ୱରରେ ଆଜି ୨୪ ଜଣ କରୋନା ପଜିଟିଭ ଚିହ୍ନଟ।

ଭୁବନେଶ୍ୱର, ୩ା୭(ଓଡ଼ିଆ ନ୍ୟୁଜ): ଆଜି ରାଜଧାନୀ ଭୁବନେଶ୍ୱରର ୨୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ୨୪ଜଣଙ୍କ ମଧ୍ୟରୁ ୨୦ ଜଣ କ୍ୱାରେଣ୍ଟିନ ସେଣ୍ଟରର ହୋଇଥିବା ବେଳେ ୪ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବା ସୂଚନା ମିଳିଛି । ସ୍ତାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ଚାରି ଜଣଙ୍କ ମଧ୍ୟରୁ ୩ଜଣ…
Read More...

ରାଜ୍ୟରେ ଆଜି ସର୍ବାଧିକ ୫୬୧ ପଜିଟିଭ ଚିହ୍ନଟ ଓ ପୁଣି ୨ ମୃତ।

ଭୁବନେଶ୍ୱର,୩/୭(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ସର୍ବାଧିକ ୫୬୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮,୧୦୬କୁ ବୃଦ୍ଧିପାଇଛି । ଆଜି ଚିହ୍ନଟ ହୋଇଥିବା ୫୬୧ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୪୨୫ଜଣ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ହୋଇଥିବାବେଳେ ଅନ୍ୟ…
Read More...

ଦେଶ ପାଇଁ ଖୁସି ଖବର। ଅଗଷ୍ଟରେ ଆସିବ କରୋନା ଟୀକା କୋଭାକ୍ସିନ୍

ନୂଆଦିଲ୍ଲୀ,୩/୭(ବ୍ୟୁରୋ);ଦେଶ ପାଇଁ ଖୁସି ଖବର। ଭାରତରେ ପ୍ରସ୍ତୁତ ହୋଇଛି କରୋନା ଟିକା। ଭାରତ ବାୟୋଟେକ୍‌ ଇଣ୍ଡିଆ ଲିମିଟେଡ ଓ ଭାରତୀୟ ମେଡିକାଲ ଗବେଷଣା ପରିଷଦ (ଆଇସିଏମଆର)ର ମିଳିତ ସହଯୋଗରେ ଏହାକୁ ପ୍ରସ୍ତୁତ କରୁଛନ୍ତି। ଏହାର ନାମ ରହିଛି ‘କୋଭାକ୍ସିନ’। ଆସନ୍ତା ଅଗଷ୍ଟ ୧୫ ତାରିଖ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ମାନସିକ ଅସ୍ଥିରତା ବୃଦ୍ଧି ପାଇବ। କିନ୍ତୁ ଧନସ୍ଥାନରୁ ଶୁକ୍ର ଦୃଷ୍ଟସ୍ଥ ହେତୁ କୌଣସି ବିବାଦୀୟ ଅର୍ଥପ୍ରାପ୍ତିର ସମ୍ଭାବନା ରହିଛି। ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ସମସ୍ୟା ଅବଶ୍ୟ ରହିବ,କିନ୍ତୁ କିଛି ଅସୁବିଧା ହେବନାହିଁ, କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ…
Read More...

ସ୍ବାମୀଙ୍କ ମୃତ୍ୟୁ ସହି ନପାରି ପ୍ରାଣ ହରାଇଲେ ସ୍ତ୍ରୀ।

ଜଗତ୍‌ସିଂହପୁର ଅଫିସ,୨ା୭: ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟ ଆଇସୋଲେଶନ୍‌ରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ସ୍ବାମୀଙ୍କ ମୃତ୍ୟୁ ଘଟିବା ପରେ ଏହାକୁ ସହି ନ ପାରି ସ୍ତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଏରସମା ଥାନା ପଲିକଣ୍ଟା…
Read More...

ଓଡିଶାରେ ଆରମ୍ଭ ହେବ ପ୍ଲାଜମା ଥେରାପି।

ଭୁବନେଶ୍ୱର,୨।୭(ବ୍ୟୁରୋ): କରୋନା ରୋଗୀଙ୍କ ପାଇଁ ଓଡ଼ିଶାରେ ଆରମ୍ଭ ହେବ ପ୍ଲାଜମା ଥେରାପି। ଗୁରୁବାର ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି। ପ୍ଲାଜମା ଥେରାପିରେ ଚିକିତ୍ସା ପଦ୍ଧତି ନିରୂପଣ କରିବା ଲାଗି ବୈଷୟିକ କମିଟି ଗଠନ…
Read More...

ରାଜ୍ୟରେ ପୁଣି ୧୪୯ ସୁସ୍ଥ। ଆରୋଗ୍ୟଙ୍କ ସ°ଖ୍ୟା ୫୫୦୨ କୁ ବୃଦ୍ଧି।

ଭୁବନେଶ୍ୱର, ୨।୭(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୪୯ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧା ୨୪, ମୟୂରଭଞ୍ଜ ୧୪, କଟକ ୧୩, କଳାହାଣ୍ଡି-କେନ୍ଦ୍ରାପଡ଼ାରୁ ୬ଜଣ ଲେଖାଏ, ରାୟଗଡ଼ା ୫,…
Read More...