ରାଜ୍ୟରେ ପୁଣି ୯୬ ପଜିଟିଭ। ଆକ୍ରାନ୍ତଙ୍କ ସ°ଖ୍ୟା ୧୮୧୮କୁ ବୃଦ୍ଧି।
ଭୁବନେଶ୍ୱର, ୩୦।୫(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଶନିବାର ପୁଣି ୯୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଛି। ତେବେ ସମସ୍ତ ନୂଆ ଆକ୍ରାନ୍ତ କ୍ବାରେଣ୍ଟାଇନ ସେଣ୍ଟରରେ ଥିଲେ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…
Read More...
Read More...