ରାଜ୍ୟରେ ପୁଣି ୬୭ ପଜିଟିଭ୍ ଚିହ୍ନଟ। ଆକ୍ରାନ୍ତଙ୍କ ସ°ଖ୍ୟା ୧୬୬୦କୁ ବୃଦ୍ଧି।
ଭୁବନେଶ୍ୱ.୨୮/୫(ଓଡ଼ିଆ ନ୍ୟୁଜ): ରାଜ୍ୟର ପୁଣି ୬୭ କରୋନା ପଜିଟିଭ୍ ଆଜି ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୫ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୨ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି । ଏହି କ୍ରମରେ ରାଜ୍ୟରେ କୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ…
Read More...
Read More...