banner
Breaking

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଆପଣଙ୍କର ପାରିବାରିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ବୃଦ୍ଧି ଘଟିପାରେ। ସବୁକଥାକୁ ଭଲରୂପେ ବିଚାର ପୂର୍ବକ କାମ କରି ଆଗକୁ ବଢ଼ିବା ଠିକ୍‌ ହେବ। କୃତ୍ତିକା ନକ୍ଷତ୍ର କାମ ହାସଲ ସକାଶେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି। ପ୍ରଶାସନ ଓ ଆଇନ କ୍ଷେତ୍ରରେ…
Read More...

ଭୟଙ୍କର ରୂପ ନେଉଛି ବାତ୍ୟା ଅମ୍ଫାନ। କେଉଁ ଜିଲ୍ଲା ପ୍ରଭାବିତ ହେବ ଜାଣନ୍ତୁ।

ଭୁବନେଶ୍ଵର,୧୬/୫: ଭୟଙ୍କର ରୂପ ନେଉଛି ଅମ୍ଫାନ। ବଙ୍ଗୋପସାଗରେ ସୃଷ୍ଟି ଲଘୁଚାପ ଶନିବାର ପୂର୍ବାହ୍ନରେ ଅବପାତ ରୂପ ନେଇଛି। ପଶ୍ଚିମବଙ୍ଗର ଦୀଘାଠାରୁ ୧୨୫୦ କିଲୋମିଟର ଏବଂ ପାରାଦୀପଠାରୁ ୧୧୦୦ କିଲୋମିଟର ଦୂରରେ ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗରରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି।…
Read More...

ରାଜ୍ୟରେ ପୁଣି ୬୫ ପଜିଟିଭ୍। ଆକ୍ରାନ୍ତଙ୍କ ସ°ଖ୍ୟା ୭୩୭ କୁ ଵୃଦ୍ଧି।

ଭୁବନେଶ୍ୱର, ୧୬।୫(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୬୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ କୁ ବୃଦ୍ଧି ପାଇଛି । ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁରରୁ ୩୧, ଗଞ୍ଜାମରୁ ୧୩,କଟକ-୬,କେନ୍ଦ୍ରାପଡା ୪,ପୁରୀ-୪,ଖୋର୍ଦ୍ଧା-୩ ମୟୂରଭଞ୍ଜ ଓ ନୟାଗଡ଼ରୁ ଦୁଇଜଣ ଲେଖା…
Read More...

ଖୋଲିବ ଆଧାର ସ°ଶୋଧନ କେନ୍ଦ୍ର।

ଭୁବନେଶ୍ବର,୧୫/୫(ବ୍ୟୁରୋ) କରୋନା ସଂକ୍ରମଣ ପାଇଁ ମାର୍ଚ୍ଚ ୨୦ ତାରିଖରୁ ବନ୍ଦ ହୋଇ ରହିଥିବା ରାଜ୍ୟର ଆଧାର କେନ୍ଦ୍ର ଖୋଲିବା ପାଇଁ ସରକାର ଅନୁମତି ଦେଇଛନ୍ତି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆବଶ୍ୟକୀୟ ନିୟମ ଅନୁପାଳନ କରି ଆଧାର କେନ୍ଦ୍ରଗୁଡ଼ିକୁ ଖୋଲିବା ପାଇଁ କୁହାଯାଇଛି। ଏନେଇ…
Read More...

ସରପଞ୍ଚଙ୍କ ପାଇଁ ୫୦ ଲକ୍ଷ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫/୫(ଓଡ଼ିଆ ନ୍ୟୁଜ)- କରୋନା ସଂକ୍ରମଣ ରୋକିବା କ୍ଷେତ୍ରରେ ଆଗଧାଡ଼ିରେ କାର୍ଯ୍ୟ କରୁଥିବା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ କର୍ମଚାରୀଙ୍କର ମୃତ୍ୟୁ ହେଲେ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କାର ସହାୟତା ଦେବାକୁ ପୂର୍ବରୁ ଘୋଷଣା କରିଛନ୍ତି । ଏବେ ସରପଞ୍ଚମାନଙ୍କୁ ମଧ୍ୟ ଏହି…
Read More...

ଆସନ୍ତାକାଲି ଠାରୁ ଦ୍ବିତୀୟ ପର୍ଯ୍ୟାୟ ବନ୍ଦେ ଭାରତ ମିଶନ। ଫେରିବେ ୧.୮୮ ଲକ୍ଷ ଭାରତୀୟ।

ନୂଆଦିଲ୍ଲୀ ୨୫/୫(ବ୍ୟୁରୋ): ଦ୍ୱିତୀୟ ପର୍ଯ୍ୟାୟ ବନ୍ଦେ ଭାରତ ମିଶନ୍‍ ଆସନ୍ତାକାଲିଠାରୁ ଆରମ୍ଭ ହୋଇ ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ପର୍ଯ୍ୟାୟରେ ୩୧ଟି ଦେଶରୁ ଭାରତୀୟମାନଙ୍କୁ ସ୍ୱଦେଶ ଅଣାଯିବ । ଏଥିପାଇଁ ୧୪୯ଟି ବିମାନକୁ ମୁତୟନ କରାଯାଇଛି । ଦ୍ୱିତୀୟ ପର୍ଯ୍ୟାୟ ବନ୍ଦେ ଭାରତ ମିଶନରେ…
Read More...

ରାଜ୍ୟରେ କୌଣସି ପ୍ରବାସୀ ଶ୍ରମିକ ଚାଲିକି ଯିବେ ନାହିଁ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫/୫(ଓଡ଼ିଆ ନ୍ୟୁଜ) : ବହୁସଂଖ୍ୟାରେ ପ୍ରବାସୀ ଶ୍ରମିକମାନେ ଓଡ଼ିଶା ମଧ୍ୟ ଦେଇ ସେମାନଙ୍କ ନିଜ ନିଜ ରାଜ୍ୟ ଯଥା ପଶ୍ଚିମବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ ଓ ବିହାରକୁ ଫେରୁଛନ୍ତି। ରାଜ୍ୟ ସରକାରଙ୍କ ପ୍ରୟାସ କ୍ରମେ ଏହି ପ୍ରବାସୀମାନଙ୍କୁ ରାଜ୍ୟ ସୀମାରେ ପହଞ୍ଚାଇବା ପାଇଁ ବନ୍ଦୋବସ୍ତ…
Read More...

କରୋନା ପାଇଁ ପ୍ରଥମରୁ ଅଷ୍ଟମ ସବୁ ପାସ୍।

ଭୁବନେଶ୍ବର,୧୫/୫(ଓଡ଼ିଆ ନ୍ୟୁଜ): ରାଜ୍ୟ ସରକାରଙ୍କ ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପଢୁଥିବା ସମସ୍ତ ଛାତ୍ରଛାତ୍ରୀ ପାସ୍‌ । କରୋନା ସ୍ଥିତି ନେଇ ସବୁ ଛାତ୍ରଛାତ୍ରୀଙ୍କୁ ପାସ୍‌ କରାଇ ଦିଆଯାଇଥିବା ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ…
Read More...

ଏଲପି ଟିମ୍ ପକ୍ଷରୁ ମନ୍ଦିର ପୂଜକଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ।

ଭୁବନେଶ୍ୱର, ୧୫/୫(ଓଡ଼ିଆ ନ୍ୟୁଜ): ମଣିଷ ଦୁଃଖ କଷ୍ଟରେ ପଡିଲେ ଦୈାଡିଯାଏ ମନ୍ଦିରକୁ ଭଗବାନଙ୍କୁ ଗୁହାରୀ କରିବାକୁ । ସେଠାର ପୂଜକଟିଏ ମନ୍ତ୍ର ପଢ଼ି ମୁଣ୍ଡରେ ହାତ ଥୋଇ ଆଶୀର୍ବାଦ କରିଥାଏ । ଆମର ଦୁଃଖ ଲାଘବ ହୋଇଥାଏ । ଭକ୍ତମାନେ ଦେଉଥିବା ଦକ୍ଷିଣା ପୂଜକ ମାନଙ୍କର ସମ୍ପତ୍ତି। ଆଜି କରୋନା…
Read More...

ସାମ୍ବାଦିକଙ୍କୁ କରୋନା ଯୋଦ୍ଧା ସମ୍ମାନ। ବିଏମସି କର୍ମଚାରୀଙ୍କୁ ମାସ୍କ ଓ ଖାଦ୍ୟ ବଣ୍ଟନ।

ଭୁବନେଶ୍ୱର,୧୫/୫(ଓଡ଼ିଆ ନ୍ୟୁଜ) : କରୋନା ମୁକାବିଲା କରିବା ପାଇଁ ନିଜ ଜୀବନକୁ ବାଜି ଲଗାଇ ପରିବାରର ମୋହମାୟା ଛାଡି ଯେଉଁମାନେ ଜନସାଧାରଣଙ୍କ ସେବା କରିବା ପାଇଁ ଆଗେଇ ଆସିଛନ୍ତି ସେମାନେ ହେଉଛନ୍ତି ପ୍ରକୃତ କରୋନା ଯୋଦ୍ଧା ବୋଲି ଭୈାମନଗର ହାଟ ମହାସଂଘର କର୍ମକର୍ତ୍ତାମାନେ ମତବ୍ୟକ୍ତ…
Read More...